Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ମୋଟରସାଇକେଲ ଧକ୍କାରେ ନାବାଳକ ଗୁରୁତର, ବ୍ରହ୍ମପୁର ବଡ ଡାକ୍ତରଖାନାରେ ଭର୍ତ୍ତି
ଆଞ୍ଚଳିକ

ମୋଟରସାଇକେଲ ଧକ୍କାରେ ନାବାଳକ ଗୁରୁତର, ବ୍ରହ୍ମପୁର ବଡ ଡାକ୍ତରଖାନାରେ ଭର୍ତ୍ତି

March 22, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ବୁଗୁଡ଼ା ଥାନା ଅନ୍ତର୍ଗତ ପଥରବଣି ଗ୍ରାମର ରାହୁଲ ନାୟକ ନାମକ ଜଣେ ନାବାଳକ ମୋଟରସାଇକେଲ ଧକ୍କାରେ ଗୁରୁତର ଆହତ ହୋଇ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି ହୋଇଛି।

ଘଟଣାରୁ ପ୍ରକାଶ ଯେ, ଆହତ ରାହୁଲ ୩ୟ ଶ୍ରେଣୀର ଛାତ୍ର ଓ ସେ ଘରୁ ବାହାରି ଟିଉସନ୍ ଯିବା ସମୟରେ ଆଗ ପଟୁ ଏକ ମୋଟରସାଇକେଲ ତାକୁ ଧକ୍କା ଦେଇଥିଲା। ଯାହା ଫଳରେ ଘଟଣାସ୍ଥଳରୁ ସେ କିଛି ଦୂର ଛିଟିକି ପଡ଼ିଥିଲା। ଫଳରେ ଗୁରୁତର ଆହତ ହୋଇ ପଡ଼ିଥିଲା ବେଳେ ଅଞ୍ଚଳର ଲୋକ ମାନେ ଆମ୍ବୁଲାନ୍ସ ଯୋଗେ ତାକୁ ବୁଗୁଡ଼ା ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲେ। କିନ୍ତୁ ଅବସ୍ଥା ଗୁରୁତର ହେବାରୁ ତାକୁ ବ୍ରହ୍ମପୁର ବଡ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।

ନାବାଳକ ଗୁରୁତର ବଡ ଡାକ୍ତରଖାନା ବ୍ରହ୍ମପୁର ମୋଟରସାଇକେଲ ଧକ୍କା
Share. Facebook Twitter LinkedIn Email WhatsApp Copy Link

Related Posts

ବଡ଼କୁଳ ଓଟିଡିସି ପାନ୍ଥନିବାସ ଠାରେ ଗଣପର୍ବ ରଜ ଉତ୍ସବ ପାଳିତ

June 14, 2026

ଟ୍ରେନରୁ ଖସି ଯୁବକଙ୍କ ମୃତ୍ୟୁ

June 8, 2026

ସଲପଡିହ ବିଦ୍ୟାଳୟରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ

June 7, 2026

ବାଣପୁର: ଓଡ଼ଗାଁରେ ଗ୍ରାମ୍ୟ ଉନ୍ନୟନ କମିଟି ପକ୍ଷରୁ ବୃକ୍ଷରୋପଣ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ

June 6, 2026
Latest News

ନିର୍ମାଣାଧୀନ ପୋଲ ତଳକୁ ଖସି ୨ ଯୁବକଙ୍କ ମୃତ୍ୟୁ

June 15, 2026

ହର୍ମୁଜ୍‌ରୁ ହଟିବ ଅବରୋଧ!, ଆମେରିକା–ଇରାନ ଶାନ୍ତି ଚୁକ୍ତି ଘୋଷଣା କଲେ ଟ୍ରମ୍ପ

June 15, 2026

କାଠଫାଳିଆରେ ପିଟି ବାପାଙ୍କୁ ହତ୍ୟା

June 15, 2026

ସଡ଼କ ସଂଯୋଗର ନୂଆ ଯୁଗ: ବିକଶିତ ଭାରତ ସ୍ୱପ୍ନକୁ ଶକ୍ତି ଯୋଗାଉଛି ରାଜପଥ ପରିବର୍ତ୍ତନ

June 15, 2026

ଆୟୁଷ ମନ୍ତ୍ରଣାଳୟର ଐତିହାସିକ ସଫଳତା: ୟୁଟ୍ୟୁବ୍ ଲାଇଭ୍ ଯୋଗ ପ୍ରସାରଣରେ ଗିନିଜ୍ ବିଶ୍ୱ ରେକର୍ଡ

June 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.