Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଟାଙ୍ଗୀ: ପୂର୍ବ ଶତ୍ରୁତାକୁ ନେଇ ମରଣାନ୍ତକ ଆକ୍ରମଣ, ଦଣ୍ଡ ଭଗତା ଗୁରୁତର
ଆଞ୍ଚଳିକ

ଟାଙ୍ଗୀ: ପୂର୍ବ ଶତ୍ରୁତାକୁ ନେଇ ମରଣାନ୍ତକ ଆକ୍ରମଣ, ଦଣ୍ଡ ଭଗତା ଗୁରୁତର

March 26, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଟାଙ୍ଗୀ (ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପୂର୍ବ ଶତ୍ରୁତାକୁ ନେଇ ଦଣ୍ଡ ଭଗତାଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିବା ଜଣାପଡିଛି। ଯୁବକଙ୍କ ଆକ୍ରମଣରେ ଦଣ୍ଡ ଭଗତା ଗୁରୁତର ହୋଇଥିବା ସୂଚନା ରହିଛି। ଗୁରୁତର ଅବସ୍ଥାରେ ଦଣ୍ଡ ଭଗତାଙ୍କୁ ସ୍ଥାନୀୟ ଲୋକଙ୍କ ଦ୍ୱାରା ଉଦ୍ଧାର କରାଯାଇ ଟାଙ୍ଗୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା।

ସୂଚନା ଅନୁଯାୟୀ, ବ୍ରାହ୍ମଣ ଡିହ ଗ୍ରାମର ସୂର୍ଯ୍ୟକାନ୍ତ ରାଉତ (୨୮) ସ୍ଥାନୀୟ ଓରଡ଼ କୋଠୀରେ ଦଣ୍ଡ ଭଗତା ଭାବେ ସାମିଲ ହୋଇଥିଲେ। ଏହି ଦଣ୍ଡରେ ସାମିଲ ଥିବା ଭଗତା ମାନେ ସ୍ଥାନୀୟ ବ୍ରାହ୍ମଣ ଡିହ ଗ୍ରାମରେ ଥିବା ରଘୁନାଥ ଦେବଙ୍କ ମନ୍ଦିରରେ ବିଶ୍ରାମ ନେଉଥିଲେ। ସୂର୍ଯ୍ୟକାନ୍ତ ବିଶ୍ରାମ ନେଉଥିବା ବେଳେ ସେହି ଗ୍ରାମର ଜଣେ ଯୁବକ ପୂର୍ବ ରାଗ ସୁଝାଇବାକୁ ଯାଇ ଠେଙ୍ଗାରେ ସୂର୍ଯ୍ୟକାନ୍ତକୁ ମରଣାନ୍ତକ ଆକ୍ରମଣ କରିଥିଲେ। ସୂର୍ଯ୍ୟକାନ୍ତଙ୍କ ଚିତ୍କାର ଶୁଣି ସ୍ଥାନୀୟ ଲୋକେ ପହଁଚି ଭଗତାଙ୍କୁ ଉଦ୍ଧାର କରି ଟାଙ୍ଗୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ପରେ ଗୁରୁତର ଭଗତାଙ୍କୁ ଅଧିକ ଚିକିତ୍ସା ପାଇଁ ଭୁବନେଶ୍ୱର ସ୍ଥାନନ୍ତ୍ର କରାଯାଇଛି।

ଟାଙ୍ଗୀ ମରଣାନ୍ତକ ଆକ୍ରମଣ
Share. Facebook Twitter LinkedIn Email WhatsApp Copy Link

Related Posts

ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କର ସାଧାରଣ ସଭା: ସମବାୟର ବିକାଶ ଓ ବ୍ୟବସାୟିକ ଅଭିବୃଦ୍ଧି ଉପରେ ଗୁରୁତ୍ୱ

September 30, 2026

କର୍ତ୍ତବ୍ୟନିଷ୍ଠ ଶିକ୍ଷୟିତ୍ରୀ ବିନୋଦିନୀ କୁଣ୍ଡୁଙ୍କୁ ଭାବବିହ୍ୱଳ ବିଦାୟ

September 30, 2026

ପଥୁରିଆ ଅଙ୍ଗନୱାଡି କେନ୍ଦ୍ରରେ ୯ମ ରାଷ୍ଟ୍ରୀୟ ପୋଷଣ ମାସ–୨୦୨୬

September 30, 2026

ଗୁରୁଜୀ ମହେଶ୍ୱର ମଲ୍ଲଙ୍କ ପଞ୍ଚମ ଶ୍ରାଦ୍ଧବାର୍ଷିକୀ ପାଳିତ 

September 29, 2026
Latest News

“ନିର୍ଦ୍ଦେଶ କାହାର ଥିଲା?”: ଫର୍ମ-୬ ଉପରେ ନିର୍ବାଚନ କମିଶନଙ୍କୁ ପ୍ରଶ୍ନ କଲେ ରାହୁଲ ଗାନ୍ଧୀ

October 1, 2026

ଗଞ୍ଜାମରେ ଝାଡ଼ାବାନ୍ତି ଆତଙ୍କ: ୩ ମୃତ, ୫ରୁ ଅଧିକ ଆକ୍ରାନ୍ତ

October 1, 2026

କଂଗ୍ରେସ ଭବନ ବାହାରେ ଓକିଲଙ୍କ ମୃତଦେହ

October 1, 2026

ଧାରୁଆ ଅସ୍ତ୍ରରେ ଗଳା କାଟି ଯୁବତୀଙ୍କ ଆତ୍ମହତ୍ୟା

October 1, 2026

ଆଫଗାନିସ୍ତାନରେ ଶକ୍ତିଶାଳୀ ଭୂମିକମ୍ପ: ଥରିଲା ହିନ୍ଦୁକୁଶ, ଲୋକେ ଭୟଭୀତ

October 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.