Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ: ଯୁବକଙ୍କ ମୃତ ଦେହ ଉଦ୍ଧାର
ଆଞ୍ଚଳିକ

ବାଲୁଗାଁ: ଯୁବକଙ୍କ ମୃତ ଦେହ ଉଦ୍ଧାର

March 27, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଲୁଗାଁ (ସୀତାରାମ ଅଗ୍ରୱାଲ): ମଙ୍ଗଳବାର ଅପରାହ୍ନରେ ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଥାନା ଅନ୍ତର୍ଗତ ବଡ଼କୁଳ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ବଡ଼କୁଳ ଅଶ୍ୱରୀ ପାଟଣା ସାହିର ପାଣ୍ଡବ ବେହେରାଙ୍କ ପୁଅ ସଞ୍ଜୟ କୁମାର ବେହେରା (୨୯) ମଙ୍ଗଳବାର ଅପରାହ୍ନରେ ବଜାରରେ ବୁଲୁଥିବା ବେଳେ ହଠାତ ତଳେ ପଡି ଚେତାଶୂନ୍ୟ ହୋଇଯାଇଥିଲେ। ସ୍ଥାନୀୟ ଲୋକଙ୍କ ସହାୟତାରେ ସଞ୍ଜୟଙ୍କୁ ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ମୃତ ଘୋଷଣା କରିଥିଲେ।

ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ବେଳେ ବୁଧବାର ପୂର୍ବାହ୍ନରେ ଡାକ୍ତରଖାନାରେ ପୋଲିସ ପହଞ୍ଚି ୫/୨୪ ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇ ଦେଇଛି। ଶବ ବ୍ୟବଚ୍ଛେଦ ପରେ ପରିବାରଙ୍କୁ ମୃତ ଶରୀର ହସ୍ତାନ୍ତର କରାଯିବାସହ ବ୍ୟବଚ୍ଛେଦ ରିପୋର୍ଟ ଆସିଲା ପରେ ମୃତ୍ୟୁର କାରଣ ଜଣାପଡିବ ବୋଲି ନାଭାଲ ଫାଣ୍ଡି ଅଧିକାରୀ ରବୀନ୍ଦ୍ରନାଥ ଗୌଡା କହିଛନ୍ତି।

ବାଲୁଗାଁ ମୃତ ଦେହ ଉଦ୍ଧାର
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ମା’ ତାରିଣୀଙ୍କ ପୀଠରେ ବିଶ୍ୱଶାନ୍ତି ଗୀତା ମହାଯଜ୍ଞ ଓ ଅଷ୍ଟ ଶମ୍ଭୁ ମିଳନ

April 17, 2026

ଓଡିଶା ଆଦର୍ଶ ବିଦ୍ୟାଳୟର ଛାତ୍ରୀ ଜାତପଦ୍ମାଙ୍କ ସଫଳତା: ସିବିଏସଇ ପରୀକ୍ଷାରେ ରଖିଲେ ୯୮% ନମ୍ବର

April 17, 2026

ବାଲୁଗାଁରେ ପ୍ରଥମ ଥର ହେବ ‘ଚିଲିକା ପୁସ୍ତକ ମେଳା’, ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ବସିଲା ପ୍ରସ୍ତୁତି ବୈଠକ

April 16, 2026

ଉମାମହେଶ୍ବର ଦେବଙ୍କ ପୀଠରେ ଅଷ୍ଟଶମ୍ଭୁ ମିଳନ ମହୋତ୍ସବ

April 15, 2026
Latest News

EMI ଦେବାରେ ଅସମର୍ଥ କି, ବ୍ୟାଙ୍କ ଲଗାଇପାରେ ତାଲା, ଜାଣନ୍ତୁ ଆଇନ ବିଷୟରେ

April 21, 2026

OTT ପ୍ଲାଟଫର୍ମରେ ହଇଚଇ ସୃଷ୍ଟି କରୁଛି ୨ ଘଣ୍ଟା ୨୦ ମିନିଟର ତାମିଲ ଫିଲ୍ମ

April 21, 2026

ଭୋଟର ତାଲିକାରୁ ବାଦ ପଡିଥିବା ଭୋଟରଙ୍କ ଯାଞ୍ଚ ନିର୍ଦ୍ଦେଶ

April 21, 2026

ଆପଣଙ୍କ ଶରୀରରେ ଆଇରନ ପରିମାଣ କମ୍ ଅଛି କି, ତେବେ ଏହାକୁ ହାଲୁକା ଭାବରେ ନିଅନ୍ତୁ ନାହିଁ

April 21, 2026

ଦିନିକିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି

April 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.