Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ: ଜାତୀୟ ରାଜପଥ ନୂଆଗଡ ଓଭରବ୍ରିଜ ଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଜଣେ ମୃତ
ଆଞ୍ଚଳିକ

ବାଲୁଗାଁ: ଜାତୀୟ ରାଜପଥ ନୂଆଗଡ ଓଭରବ୍ରିଜ ଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଜଣେ ମୃତ

April 3, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଲୁଗାଁ (ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥ ନୂଆଗଡ ଓଭରବ୍ରିଜ ଠାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଯେଉଁଥିରେ ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି।

ସୂଚନା ମୁତାବକ ଆଜି ସକାଳେ ଗୋପାଳପୁର ଅଭିମୁଖେ ଯାଉଥିବା ଏକ ଆଇରନ ବୋଝେଇ ଟ୍ରକଟି କୌଣସି କାରଣବଶତଃ ନୂଆଗଡ ଓଭରବ୍ରିଜ ଠାରେ ଛିଡା ହୋଇଥିଲା।  ସେପଟେ ସମାନ ଦିଗରୁ ଆସୁଥିବା ଏକ ପିକ ଅପ ଗାଡିଟି ହଠାତ ଆଇରନ ବୋଝେଇ ଟ୍ରକକୁ ପଛପଟୁ ଶକ୍ତ ଧକ୍କା ଦେଇଥିଲା। ଫଳରେ ପିକ ଅପ ଗାଡି ଡ୍ରାଇଭରଙ୍କ ଗାଡି ଭିତରେ ଚାପି ହୋଇ ମୃତ୍ୟୁ ଘଟିଥିଲା।

ଖବର ପାଇ ନାଭାଲ ଫାଣ୍ଡି ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଦେଇଛି।

ଜଣେ ମୃତ ଜାତୀୟ ରାଜପଥ ନୂଆଗଡ ଓଭରବ୍ରିଜ ବାଲୁଗାଁ ସଡକ ଦୁର୍ଘଟଣା
Share. Facebook Twitter LinkedIn Email WhatsApp Copy Link

Related Posts

ବାରବାଙ୍କୀରୁ ବହରାଇଚ୍ ୪-ଲେନ୍ ପ୍ରବେଶ-ନିୟନ୍ତ୍ରିତ ଜାତୀୟ ରାଜପଥ ନିର୍ମାଣକୁ ଅନୁମୋଦନ

March 19, 2026

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026
Latest News

ରାମ ନବମୀରେ ପ୍ରଭୃ ଶ୍ରୀରାମଙ୍କୁ ଅର୍ପଣ କରନ୍ତୁ ଏହି ପାରଂପାରିକ ଭୋଗ

March 26, 2026

ଆସନ୍ତାକାଲି ରାମ ନବମୀ: ମୋବାଇଲେ ମାଧ୍ୟମରେ ବନ୍ଧୁଙ୍କ ନିକଟକୁ ପଠାନ୍ତୁ ଏହି ଓଡିଆ ବାର୍ତ୍ତା

March 26, 2026

ହାଇଦ୍ରାବାଦସ୍ଥିତ ଜାତୀୟ ଦକ୍ଷତା ପ୍ରଶିକ୍ଷଣ ଅନୁଷ୍ଠାନ ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି ଦଳ

March 26, 2026

ଚଣ୍ଡିଖୋଲ ଠାରେ ‘ଷ୍ଟ୍ରାଟେଜିକ ପେଟ୍ରୋଲିୟମ ରିଜର୍ଭ’ ପ୍ରକଳ୍ପ କାର୍ଯ୍ୟକୁ ଶୀଘ୍ର ତ୍ୱରାନ୍ୱିତ କରିବା ପାଇଁ ଚିଠି

March 26, 2026

ଭାରତର ଏନଡିସିକୁ ଅନୁମୋଦନ କଲା କେନ୍ଦ୍ର କ୍ୟାବିନେଟ୍

March 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.