Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ହନୁମାନ ଜୟନ୍ତୀରେ ବଜରଙ୍ଗ ଦଳର ବିଶାଳ ରାଲି: ଜୟ ଶ୍ରୀରାମ ଧ୍ୱନିରେ ପ୍ରକମ୍ପିତ ହେଲା ଚିଲିକା
ଆଞ୍ଚଳିକ

ହନୁମାନ ଜୟନ୍ତୀରେ ବଜରଙ୍ଗ ଦଳର ବିଶାଳ ରାଲି: ଜୟ ଶ୍ରୀରାମ ଧ୍ୱନିରେ ପ୍ରକମ୍ପିତ ହେଲା ଚିଲିକା

April 14, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚିଲିକା (ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ-ବାଣପୁର ସହରରେ ଆଜି ଅନୁଷ୍ଠିତ ହୋଇଯାଇଛି ବିଶାଳବାଇକ ରାଲି। ହନୁମାନ ଜୟନ୍ତୀ ଉପଲକ୍ଷେ ବଜରଙ୍ଗ ଦଳ ପକ୍ଷରୁ ଅନୁଷ୍ଠିତ ହୋଇଥିଲା ଉକ୍ତ ରାଲି। ବଜରଙ୍ଗ ଦଳ ଚିଲିକା ପ୍ରଖଣ୍ଡର ଆହ୍ଵାନକ୍ରମେ ଉକ୍ତ ଶୋଭାଯାତ୍ରାରେ ସାମିଲ ହୋଇଥିଲେ ଶହ ଶହ ରାମ ଭକ୍ତ।

ଶୋଭାଯାତ୍ରାଟି ଅପରାହ୍ନରେ ବାଲୁଗାଁ ମାମୁଁ ଭଣଜା ପାହାଡ଼ ନିକଟରୁ ବାହାରି ସାରା ବାଲୁଗାଁ ସହର ପରିକ୍ରମା କରିଥିଲା ଏବଂ ଏହାପରେ ବାଣପୁର ସହର ପରିକ୍ରମା କରି ପରିଶେଷରେ ପଲଟନ ପଡିଆ ନିକଟରେ ସମାପ୍ତ ହୋଇଥିଲା।ଶୋଭାଯାତ୍ରା ସମୟରେ ଉଭୟ ସହର ‘ଜୟ ଶ୍ରୀରାମ’, ‘ଭାରତ ମାତାକି ଜୟ’ ଆଦି ଧ୍ୱନିରେ ପ୍ରକମ୍ପିତ ହୋଇଉଠିଥିଲା। ତେବେ ପ୍ରତିବର୍ଷ ପରି ଚଳିତ ଥର ମଧ୍ୟ ହନୁମାନ ଜୟନ୍ତୀରେ ଏପରି ଦୃଶ୍ୟ ଦେଖିଲେ ବାଣପୁର-ବାଲୁଗାଁବାସୀ। ବିରାଟକାୟ ହନୁମାନଙ୍କ ପତାକା ଧରି ରାମଭକ୍ତ ମାନେ ନାଚି ନାଚି ସହର ପରିକ୍ରମା କରିଥିଲେ।

ବାଲୁଗାଁ ଏସଡିପିଓଙ୍କ ତତ୍ୱାବଧାନରେ ଉଭୟ ବାଣପୁର ଏବଂ ବାଲୁଗାଁ ପୋଲିସର କଡ଼ା ସୁରକ୍ଷା ମଧ୍ୟରେ ଉକ୍ତ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା।

ଚିଲିକା ଜୟ ଶ୍ରୀରାମ ଧ୍ୱନି ବଜରଙ୍ଗ ଦଳ ବାଲୁଗାଁ-ବାଣପୁର ହନୁମାନ ଜୟନ୍ତୀ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ମା’ ତାରିଣୀଙ୍କ ପୀଠରେ ବିଶ୍ୱଶାନ୍ତି ଗୀତା ମହାଯଜ୍ଞ ଓ ଅଷ୍ଟ ଶମ୍ଭୁ ମିଳନ

April 17, 2026

ଓଡିଶା ଆଦର୍ଶ ବିଦ୍ୟାଳୟର ଛାତ୍ରୀ ଜାତପଦ୍ମାଙ୍କ ସଫଳତା: ସିବିଏସଇ ପରୀକ୍ଷାରେ ରଖିଲେ ୯୮% ନମ୍ବର

April 17, 2026

ବାଲୁଗାଁରେ ନାରୀ ଶକ୍ତି ବନ୍ଦନ ଅଧିନିୟମ ୨୦୨୩ ପଦଯାତ୍ରା

April 17, 2026

ଉମାମହେଶ୍ବର ଦେବଙ୍କ ପୀଠରେ ଅଷ୍ଟଶମ୍ଭୁ ମିଳନ ମହୋତ୍ସବ

April 15, 2026
Latest News

ଜଳିବ ପଶ୍ଚିମ ଓଡ଼ିଶା

April 21, 2026

ତିନି ମାସ ମଧ୍ୟରେ ୧୮,୨୬୨ଟି ଗ୍ରୀଷ୍ମକାଳୀନ ସ୍ୱତନ୍ତ୍ର ଟ୍ରେନ୍ ଟ୍ରିପ 

April 21, 2026

‘ଭାରତୀୟ ନାବିକଙ୍କ ସୁରକ୍ଷା ସର୍ବୋଚ୍ଚ ପ୍ରାଥମିକତା’: ଭାରତ ସରକାର

April 21, 2026

କେନାଲରୁ ମୁମୁର୍ଷ ଅବସ୍ଥାରେ ଛାତ୍ରଙ୍କୁ ଉଦ୍ଧାର

April 21, 2026

ଚଳଚଞ୍ଚଳ ରଥଖଳା

April 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.