Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିଲିକା: ଭୟାବହ ଅଗ୍ନିକାଣ୍ଡରେ ୧୨ ବଖରା ଘର ଭଶ୍ମିଭୂତ, ୭ ଲକ୍ଷ ମୂଲ୍ୟର ସମ୍ପତି ଜଳି ପୋଡି ପାଉଁଶ
ଆଞ୍ଚଳିକ

ଚିଲିକା: ଭୟାବହ ଅଗ୍ନିକାଣ୍ଡରେ ୧୨ ବଖରା ଘର ଭଶ୍ମିଭୂତ, ୭ ଲକ୍ଷ ମୂଲ୍ୟର ସମ୍ପତି ଜଳି ପୋଡି ପାଉଁଶ

April 16, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚିଲିକା (ସୀତାରାମ ଅଗ୍ରୱାଲ): ଚିଲିକା ବ୍ଳକ ସୋରଣ ଗ୍ରାମ ପଂଚାୟତର ହଂସାରାଡିହ ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଯେଉଁଥିରେ ୧୦ ବଖରା ଚାଳ ଘର ଏବଂ ୨ ବଖରା ଆଜବେଷ୍ଟେସ ଭଶ୍ମିଭୂତ ହୋଇଯାଇଅଛି। ଏଥିରେ ୭ ଲକ୍ଷରୁ ଉର୍ଦ୍ଧ୍ଵ ଟଙ୍କାର ସମ୍ପତି ସହ ଆସବାବ ପତ୍ର ପୋଡି ପାଉଁଶ ହୋଇଥିବା ଜଣାପଡିଛି।

ହଂସରାଡିହ ଗ୍ରାମର ସୁରେଶ ରାଉତଙ୍କ ୩ ବଖରା, କୈଳାସ ରାଉତଙ୍କ ୨ ବଖରା ଚାଳ ଓ ଗୋକୁଳ ରାଉତ ୫ ବଖରା ଚାଳ ବଖରା ଘର ଏବଂ ବଗୁଲି ରାଉତ, ବୁଦ୍ଧିବାମନ ରାଉତଙ୍କ ଗୋଟିଏ ଲେଖାଏଁ ଘର ସଂପୂର୍ଣ୍ଣ ଭାବେ ପୋଡି ପାଉଁଶ ହୋଇ ଯାଇଛି। ଏତଦବ୍ୟତୀତ ଅନେକ ବ୍ୟକ୍ତିଙ୍କର ଘର ଆଂଶିକ ପୋଡିଥିବା ଜଣା ପଡିଛି।

ଖବର ପାଇ ଟାଙ୍ଗୀ ଅଗ୍ନିଶମ ବାହିନୀ ପହଞ୍ଚି ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରିଛି। ଅଗ୍ନିକାଣ୍ଡର କାରଣ ବିଦ୍ୟୁତ ସଟସର୍କିଟ ବୋଲି ଟାଙ୍ଗୀ ଭାରପ୍ରାପ୍ତ ଅଗ୍ନିଶମ ଅଧିକାରୀ ମୋହନ କୁମାର ଦଳାଇ ସୂଚନା ଦେଇଛନ୍ତି।

ଚିଲିକା ଭୟାବହ ଅଗ୍ନିକାଣ୍ଡ
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ କଲେଜରେ ନିର୍ବାଚନ ସାକ୍ଷରତା କ୍ଲବର ଆଲୋଚନାଚକ୍ର

August 10, 2026

ଚିଲିକାକୁ ବିଶ୍ୱସ୍ତରୀୟ ପର୍ଯ୍ୟଟନସ୍ଥଳୀ ଭାବେ ବିକଶିତ କରିବା ପାଇଁ ଉଚ୍ଚ ସ୍ତରୀୟ ବୈଠକ

August 4, 2026

ଭୁବନେଶ୍ୱର ପାତ୍ରପଡ଼ାରେ ତୁଳା ଗୋଦାମରେ ଭୟାବହ ଅଗ୍ନିକାଣ୍ଡ

August 3, 2026

ଉଲୁଣ୍ଡାରେ ଅଘଟଣ: ଘରର କାନ୍ଥ ଭୁଶୁଡ଼ି ବୃଦ୍ଧଙ୍କ ମୃତ୍ୟୁ, ପତ୍ନୀ ଗୁରୁତର

August 2, 2026
Latest News

ଆକ୍ସନ୍‌ ମୋଡ୍‌ରେ BMC-BDA : ମାଟିରେ ମିଶିବ ୩୩୦ରୁ ଅଧିକ ଘର

August 11, 2026

ସୁନା ଏବଂ ରୂପା ମୂଲ୍ୟରେ ବଡ଼ ବୃଦ୍ଧି: ଜାଣନ୍ତୁ ଆଜିର ଦର

August 11, 2026

ଖୁବଶୀଘ୍ର ଗଠନ ହେବ ଲୋକାୟୁକ୍ତ

August 11, 2026

ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ ସହ ବିଧାୟକମାନଙ୍କ ବୈଠକ

August 11, 2026

ଖରିଫ ମାର୍କେଟିଂ ଋତୁ ପାଇଁ ଧାନ ସଂଗ୍ରହ ଓ ଚାଷୀ ପଞ୍ଜିକରଣ ନେଇ ଆନ୍ତଃମନ୍ତ୍ରୀସ୍ତରୀୟ କମିଟି ବୈଠକ

August 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.