Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚ଼ିଲିକାରେ ଭାରତୀୟ ଜନତା ପାର୍ଟିର ମିଶ୍ରଣ ପର୍ବ
ଆଞ୍ଚଳିକ

ଚ଼ିଲିକାରେ ଭାରତୀୟ ଜନତା ପାର୍ଟିର ମିଶ୍ରଣ ପର୍ବ

April 18, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚ଼ିଲିକା (ସୀତାରାମ ଅଗ୍ରୱାଲ): ଆଜି ଚ଼ିଲିକା ନିର୍ବାଚ଼ନ ମଣ୍ଡଳୀର ବିଜୁ ଜନତା ଦଳର କାର୍ଯ୍ୟକର୍ତ୍ତା ବିଜେଡ଼ି ଛାଡି ଭାରତୀୟ ଜନତା ପାର୍ଟିରେ ସାମିଲ ହୋଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆଦର୍ଶରେ ଅନୁପ୍ରାଣିତ‌ ହୋଇ ଚ଼ିଲିକା ବିଧାନସଭା କ୍ଷେତ୍ରର ଭାଜପା ବିଧାୟକ ପ୍ରାର୍ଥୀ ପୃଥ୍ୱୀରାଜ ହରିଚ଼ନ୍ଦନଙ୍କ ଉପସ୍ଥିତିରେ ଭାରତୀୟ ଜନତା ପାର୍ଟିରେ ବିଧିବଦ୍ଧ ଭାବେ ସେମାନେ ସାମିଲ୍ ହୋଇଛନ୍ତି। ବିଷ୍ଣୁଡ଼ିହ ପଞ୍ଚାୟତ, ଡ଼ୁଙ୍ଗମାଳ ପଞ୍ଚାୟତ, ବଡ଼କୂଳ ପଞ୍ଚାୟତ ଓ ମାନସିଂହପୁର ପଞ୍ଚାୟତର‌ ମିଶିଥିବା ସମସ୍ତ ବିଜେଡ଼ି କାର୍ଯ୍ୟକର୍ତ୍ତାମାନଙ୍କୁ ଦଳୀୟ ଉତ୍ତରୀୟ ପିନ୍ଧାଇ ଭାଜପା ପରିବାରକୁ ଶ୍ରୀ ହରିଚ଼ନ୍ଦନ ସ୍ବାଗତ କରିଛନ୍ତି।

ମିଶ୍ରଣ ପର୍ବରେ ଜିଲ୍ଲା ଭାଜପା ସାଧାରଣ ସମ୍ପାଦକ ତଥା ଚି଼ଲିକା ବିଧାନସଭା କ୍ଷେତ୍ରର ଭାଜପା ସଂଯୋଜକ ଦୁଷ୍ମନ୍ତ ହରିଚ଼ନ୍ଦନ, ଚ଼ିଲିକା ପଞ୍ଚାୟତ ସମିତି ଅଧ୍ୟକ୍ଷା ଜ୍ୟୋସ୍ନା ବେହେରା, ଚ଼ିଲିକା ବ୍ଲକ ପଞ୍ଚାୟତ ସମିତି ଉପାଧ୍ୟକ୍ଷଅରୁଣ ପଟ୍ଟନାୟକ, ବଡ଼କୂଳ ମଣ୍ଡଳ ଭାଜପା ସଭାପତି ଦିଲ୍ଲିପ ମହାନ୍ତି, ସଂଗଠକ ରାଜେଶ ନାୟକ, ତପନ ପ୍ରଧାନ, ମାନସିଂହପୁର ପଞ୍ଚାୟତ ସରପଞ୍ଚଙ୍କ ପ୍ରତିନିଧି ରତ୍ନାକର ବେହେରା, ବିଜେପି ନେତ୍ରୀ ମମତା ପରିଡ଼ା, କାର୍ଯ୍ୟକର୍ତ୍ତା ଯୋଗେନ୍ଦ୍ର ସାହୁ ପ୍ରମୁଖ ଉପସ୍ଥିତ ଥିଲେ।

ଏହି କର୍ମକର୍ତ୍ତା ମାନେ ଦଳରେ ସାମିଲ୍ ହେବା ଦ୍ବାରା ଦଳର ସଂଗଠନ ତୃଣମୂଳ ସ୍ତରରେ ଆହୁରି ସଶକ୍ତ ହେବ ବୋଲି ବିଧାୟକ ପ୍ରାର୍ଥୀ ଶ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ ମତ ପ୍ରକାଶ କରିଥଲେ।

ଚିଲିକା ବିଜୁ ଜନତା ଦଳ ଭାରତୀୟ ଜନତା ପାର୍ଟି ମିଶ୍ରଣ ପର୍ବ
Share. Facebook Twitter LinkedIn Email WhatsApp Copy Link

Related Posts

ଗାଲୁଆ ଗ୍ରାମ ପଂଚାୟତରେ ‘ପଲ୍ଲୀରେ ପ୍ରଶାସନ’ ଜନଶୁଣାଣି

February 23, 2026

ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର

February 22, 2026

ବାଣପୁର: ପଦ୍ମଶ୍ରୀ ଉପେନ୍ଦ୍ର ମହାରଥିଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧୋତ୍ସବ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

February 22, 2026

ଇଚ୍ଛାପୁରରେ ୨୨ତମ ବିଶ୍ୱଶାନ୍ତି ଶୈବଯାଗ ଓ ଏକଲକ୍ଷ ଆଠ ଦୀପ ମହାଯଜ୍ଞ 

February 22, 2026
Latest News

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026

ଏମ୍ସ ଭୁବନେଶ୍ବରରେ ଅତ୍ୟାଧୁନିକ ଲିଭର ଟ୍ରାନ୍ସପ୍ଲାଣ୍ଟ ୟୁନିଟ୍ ଏବଂ ରୋବୋଟିକ୍ ସର୍ଜରୀ ସିଷ୍ଟମକୁ ଉଦ୍ଘାଟିତ

February 23, 2026

ଗାଲୁଆ ଗ୍ରାମ ପଂଚାୟତରେ ‘ପଲ୍ଲୀରେ ପ୍ରଶାସନ’ ଜନଶୁଣାଣି

February 23, 2026

ସୁରକ୍ଷିତ ଟ୍ରେନ୍ ପରିଚାଳନା ସୁନିଶ୍ଚିତ କରିଥିବା ଚାରି ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥର ସମ୍ମାନ

February 23, 2026

ଥାଇଲାଣ୍ଡରେ ଭାରତୀୟ ଶ୍ରମିକ ଅଟକ ରହିବା ଘଟଣାରେ ନିଜ ଆଡ଼ୁ ହସ୍ତକ୍ଷେପ କଲେ ଏନଏଚଆରସି

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.