Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବ୍ରହ୍ମପୁର: ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର
ଆଞ୍ଚଳିକ

ବ୍ରହ୍ମପୁର: ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର

April 19, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗଞ୍ଜାମ ଜିଲ୍ଲା ବୈଦ୍ୟନାଥ ନଗର ପୋଲିସ ଥାନା ଅନ୍ତର୍ଗତ ବ୍ରହ୍ମା ନଗର ସାହି ଭିତରେ ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ପରିତ୍ୟକ୍ତ ଅବସ୍ଥାରେ ପଡ଼ିରହିଥିବା ଯୁବକଙ୍କ ମୃତଦେହ ଦେଖି ସ୍ଥାନୀୟ ଲୋକ କର୍ପୋରେଟର ପ୍ରଶାନ୍ତ କୁମାର ପଟ୍ଟନାୟକଙ୍କୁ ଖବର ଦେଇଥିଲେ। ଏହାପରେ କର୍ପୋରେଟର ପ୍ରଶାନ୍ତ ତୁରନ୍ତ ପୋଲିସକୁ ଏନେଇ ସୂଚନା ଦେଇଥିଲେ।

ପୋଲିସ ଘଟଣାସ୍ଥଳରେ ପହଞ୍ଚି ପଞ୍ଚନାମା କରିବା ପରେ ଶବ ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ପଠାଇ ଘଟଣାର ତଦନ୍ତ ଆରମ୍ଭ କରିଛି।

ବ୍ରହ୍ମପୁର ମୃତଦେହ ଉଦ୍ଧାର
Share. Facebook Twitter LinkedIn Email WhatsApp Copy Link

Related Posts

ତାମିଲନାଡୁରେ ଆଉ ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

October 14, 2026

ବିରଳ ବଜ୍ରକାପ୍ତା ଉଦ୍ଧାର

October 13, 2026

ମା’ ଦୁର୍ଗାଙ୍କ ଆଗମନକୁ ନେଇ ଝଲସୁଛି ରେଶମ ସହର ବ୍ରହ୍ମପୁର

October 12, 2026

କରୁଣାଶାନ୍ତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ

October 10, 2026
Latest News

ପୂଜା ପେଣ୍ଡାଲରେ ଦଳଚକଟା: ୧୭ ଜଣଙ୍କ ମୃତ୍ୟୁ

October 17, 2026

ରଣପୁରରେ ଧୁମ୍‌ଧାମ୍‌ରେ ପାଳିତ ହେଲା ମହାସପ୍ତମୀ

October 17, 2026

ଗିଲଙ୍କ ସ୍ଥାନରେ ଶ୍ରେୟସ ହେବେ ଭାରତର ଏକଦିବସୀୟ ଅଧିନାୟକ: ଇଶାନ ହେଲେ ଉପ-ଅଧିନାୟକ

October 17, 2026

ଓଡ଼ିଶା ଆସିବେ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ

October 17, 2026

ରାହୁଲ ଗାନ୍ଧୀଙ୍କ ବିରୋଧରେ ମହିଳା ସାମ୍ବାଦିକଙ୍କ ଅଭିଯୋଗ: ତୁରନ୍ତ FIR ଦାବି

October 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.