Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ପୁରୀର ସମସ୍ତ ସାହିରେ ଆୟୋଜିତ ସାହି ଯାତରେ ଭାଗ ନେଲେ ସମ୍ବିତ ପାତ୍ର ଓ ଜୟନ୍ତ ଷଡ଼ଙ୍ଗୀ
ଆଞ୍ଚଳିକ

ପୁରୀର ସମସ୍ତ ସାହିରେ ଆୟୋଜିତ ସାହି ଯାତରେ ଭାଗ ନେଲେ ସମ୍ବିତ ପାତ୍ର ଓ ଜୟନ୍ତ ଷଡ଼ଙ୍ଗୀ

April 20, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ପୁରୀ: ପୁରୀର ମହାନ ପରମ୍ପରା ସାହି ଯାତରେ ଭରତୀୟ ଜନତା ପାର୍ଟିର ସାଂସଦ ପ୍ରାର୍ଥି ସମ୍ବିତ ପାତ୍ର, ପୁରୀ ବିଧାୟକ ପ୍ରାର୍ଥୀ ଜୟନ୍ତ ଷଡ଼ଙ୍ଗୀ ପାର୍ଟିର ବରିଷ୍ଠ କାର୍ଯ୍ୟକର୍ତ୍ତାଙ୍କ ସହିତ ଭାଗ ନେଇଛନ୍ତି। ସମ୍ବିତ ପାତ୍ର ଓ ଜୟନ୍ତ ଷଡ଼ଙ୍ଗୀ ସାହି ଯାତରେ ଭାଗ ନେବା ସହିତ ସାହି ଲୋକଙ୍କ ସହିତ ସମ୍ବାଦ କରି ସାହିର ସୁବିଧା ଅସୁବିଧା ବୁଝିଛନ୍ତି ଓ ନିର୍ବାଚନର ପୁଣି ଥରେ ନରେନ୍ଦ୍ର ମୋଦିଙ୍କୁ ପ୍ରଧାନମନ୍ତ୍ରୀ ଭାବେ ନିର୍ବାଚିତ କରିବା ପାଇଁ ଅନୁରୋଧ କରିଛନ୍ତି।

ଏହି ଅବସରରେ ସମ୍ବିତ ପାତ୍ର ପ୍ରତିକ୍ରିୟା ଦେଇ କହିଛନ୍ତି ଯେ ” ଆମ ପୁରୀର ସାହି ଯାତ ମହାନ ଉତ୍କଳୀୟ ନାଟ୍ୟ ପରମ୍ପରାର ନିଦର୍ଶନ। ସନାତନ ଧର୍ମର ପୌରାଣିକ ବିଷୟ ବସ୍ତୁକୁ ସମାଜର ପ୍ରତ୍ୟେକ ବର୍ଗ ନିକଟରେ ପହଞ୍ଚାଇବା ପାଇଁ ଏହା ପ୍ରମୁଖ ମାଧ୍ୟମ। ଏହା ସହିତ ପୁରୀର ସାହି ଯାତ ଆମ ମହାନ ସଂସ୍କୃତିର ପ୍ରକଟିକରଣର ମଧ୍ୟ ଏକ ମାଧ୍ୟମ। ”

ଜୟନ୍ତ ଷଡଙ୍ଗୀ ଭରତୀୟ ଜନତା ପାର୍ଟି ସନାତନ ଧର୍ମ ସମ୍ବିତ ପାତ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ଚିଲିକାରାଣୀ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟର ୪୪ ତମ ବାର୍ଷିକ ଉତ୍ସବ

March 30, 2026

ଶ୍ରୀ ସତ୍ୟସାଇ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ଉତ୍ସବ

March 30, 2026

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026
Latest News

ବିହାର: ଶୀତଳା ମନ୍ଦିରରେ ଦଳାଚକଟା, ୮ ମୃତ

March 31, 2026

ପଣ୍ଡିତ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ପ୍ରକଳ୍ପ ଅଟକଳ ବଢାଇବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

March 31, 2026

ଆଜି ରାଜରାଜେଶ୍ଵରୀ ବେଶରେ ଦର୍ଶନ ଦେବେ କାକଟପୁରବାସିନୀ ମା’ ମଙ୍ଗଳା: ଜାଣନ୍ତୁ ନୀତିକାନ୍ତି

March 31, 2026

‘ଅନ୍ତ୍ୟୋଦୟ ଗୃହ ଯୋଜନା’ ର ଏକ ବର୍ଷ ପୂର୍ତ୍ତି: ସମସ୍ତ ହିତାଧିକାରୀଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

March 31, 2026

କୋରାପୁଟ ସ୍ଥିତ ସୀମା ସୁରକ୍ଷା ବଳର ହୀରକ ଜୟନ୍ତୀ ପାଳିତ

March 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.