Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଓଡିଶା ବିଧାନସଭା ନିର୍ବାଚନ: ଚିଲିକାରେ ପୁଣି ପ୍ରଦୀପ ସ୍ଵାଇଁଙ୍କୁ ପ୍ରାର୍ଥୀ କଲା କଂଗ୍ରେସ
ଆଞ୍ଚଳିକ

ଓଡିଶା ବିଧାନସଭା ନିର୍ବାଚନ: ଚିଲିକାରେ ପୁଣି ପ୍ରଦୀପ ସ୍ଵାଇଁଙ୍କୁ ପ୍ରାର୍ଥୀ କଲା କଂଗ୍ରେସ

April 20, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ୨୦୨୪ ସାଧାରଣ ନିର୍ବାଚନ ପାଇଁ ଆଜି କଂଗ୍ରେସ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଲୋକସଭା ଆସନ ପାଇଁ କଂଗ୍ରେସ ୪ ଜଣଙ୍କ ନାମ ଘୋଷଣା କରିଥିବା ବେଳେ ବିଧାନସଭା ଆସନ ପାଇଁ ୧୬ ଜଣଙ୍କୁ କଂଗ୍ରେସ ଟିକେଟ ଦେଇଛି।

ତେବେ ଚିଲିକା ବିଧାନସଭା ଆସନରୁ ପ୍ରଦୀପ କୁମାର ସ୍ଵାଇଁଙ୍କ ଉପରେ ଦଳ ପୁଣିଥରେ ଭରସା କରିଛି। ସୂଚନା ଅନୁଯାୟୀ, ଚିଲିକା ନିର୍ବାଚନମଣ୍ଡଳୀର ପ୍ରାର୍ଥୀ ହେବା ପାଇଁ ଏକାଧିକ ଆଶାୟୀ ଆବେଦନ କରିଥିବା ବେଳେ ୨୦୧୯ ନିର୍ବାଚନରେ ଚିଲିକା ନିର୍ବାଚନ ମଣ୍ଡଳୀର ପ୍ରାର୍ଥୀ ହୋଇଥିବା ପ୍ରଦୀପ କୁମାର ସ୍ଵାଇଁଙ୍କୁ ଦଳ ପ୍ରାର୍ଥୀ ଭାବେ ମନୋନୀତ କରିଛି।

Assembly Election election 2024 Lok Sabha Election ଚିଲିକା ବିଧାନସଭା ନିର୍ବାଚନ
Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ବରରେ ଆୟୋଜିତ ଚନ୍ଦନ ଉତ୍ସବରେ ଯୋଗ ଦେଇ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଲେ..

May 31, 2026

ଚ଼ିଲିକାର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

May 29, 2026

ମହାଭାରତ ବେଳେ ଦୁଇ ଗୋଷ୍ଠୀ ମୁହାଁମୁହିଁ

May 28, 2026

ଆଜି ୧୨ ଘଣ୍ଟିଆ ଜୟପୁର ବନ୍ଦ

May 28, 2026
Latest News

କୁଏତ ବିମାନବନ୍ଦର ଆକ୍ରମଣରେ ଜଣେ ଭାରତୀୟଙ୍କ ମୃତ୍ୟୁ; ଆହତ ୧୩ ଜଣଙ୍କୁ ସହାୟତା ପ୍ରଦାନ

June 5, 2026

ଉତ୍ତର ପୂର୍ବ ପରିଷଦର ୭୩ତମ ପୂର୍ଣ୍ଣାଙ୍ଗ ବୈଠକର ଅଧ୍ୟକ୍ଷତା କଲେ ଅମିତ ଶାହ

June 5, 2026

ଆଜି ଜୁନ ୫ ତାରିଖ ଶୁକ୍ରବାରରେ ଏହି ସାତୋଟି ରାଶିର ଭାଗ୍ୟ ଚମକିବ, କରନ୍ତୁ ଏହି କାମ

June 5, 2026

ମୋଦିଙ୍କ ପ୍ରଶଂସାରେ ପୁଟିନ, ଭାରତକୁ ନେଇ କହିଲେ ବଡ଼ କଥା

June 4, 2026

ଇଭି ଭଡା ଦେୟ ଧାର୍ଯ୍ୟ କଲେ ସରକାର

June 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.