Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»କାର୍ ଧକ୍କାରେ ବାଇକ୍ ଚାଳକ ଗୁରୁତର
ଆଞ୍ଚଳିକ

କାର୍ ଧକ୍କାରେ ବାଇକ୍ ଚାଳକ ଗୁରୁତର

April 22, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ହିଞ୍ଜିଳି ଥାନା ଅନ୍ତର୍ଗତ ଶ୍ୟାମଳାଇ ମନ୍ଦିର ଛକରେ ଆସ୍କା ଅଭିମୁଖେ ଯାଉଥିବା ଏକ କାର୍ ର ମୁହାଁମୁହିଁ ଧକ୍କା ଫଳରେ ହିଞ୍ଜିଳି ଥାନା ଅନ୍ତର୍ଗତ ନନ୍ଦିକ ଗ୍ରାମର ବିଭୁତି ଭୁଷଣ ପରିଡ଼ା ନାମକ ଜଣେ ଯୁବକ ଗୁରୁତର ଆହତ ହୋଇ ବ୍ରହ୍ମପୁର ବଡ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି।

ଘଟଣାରୁ ଜଣାପଡିଛି ଯେ, ଆହତ ବିଭୁତି କୌଣସି କାମରେ ଆସି ନିକଟସ୍ଥ ବୁରୁପଡା ଗ୍ରାମରୁ ନିଜ ଗ୍ରାମ ନନ୍ଦିକ ଫେରୁଥିବା ବେଳେ ଉକ୍ତ ସ୍ଥାନରେ ନିଜେ ଚଳାଉଥିବା ମୋଟରସାଇକେଲ ଉକ୍ତ ମୁହାଁମୁହିଁ ଧକ୍କା ହୋଇଥିଲା। ଯାହା ଫଳରେ ସେ ଗୁରୁତର ଆହତ ହୋଇ ତଳେ ପଡ଼ିଗଲା ଓ ଅଞ୍ଚଳ ବାସିନ୍ଦା ଘଟଣାସ୍ଥଳରେ ପହଞ୍ଚି କାର୍ କୁ ଅଟକାଇ ରଖିବା ସହ ବିଭୁତି କୁ ଚିକିତ୍ସା ନିମନ୍ତେ ହିଞ୍ଜିଳି ଡାକ୍ତରଖାନାକୁ ପଠାଇଥିଲେ।

ଅବସ୍ଥା ଗୁରୁତର ହେବାରୁ ଡାକ୍ତର ମାନେ ତାକୁ ଅଧିକ ଚିକିତ୍ସା ପାଇଁ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ପଠାଇଥିଲେ। ଖବର ପାଇ ହିଞ୍ଜିଳି ଥାନା ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ଉଭୟ ଗାଡ଼ି ଜବତ କରି ଘଟଗାଁ ତଦନ୍ତ ଆରମ୍ଭ କରିଛନ୍ତି।

କାର୍ ଧକ୍କା ହିଞ୍ଜିଳି ଥାନା
Share. Facebook Twitter LinkedIn Email WhatsApp Copy Link

Related Posts

ନାକଟିଦେଉଳ ବ୍ଲକରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ

February 2, 2026

ବାଲୁଗାଁ ମହାବିଦ୍ୟାଳୟ ଓଡ଼ିଆ ସାହିତ୍ୟ ପରିଷଦର ବାର୍ଷିକ ସାରସ୍ୱତ ସମାରୋହ ଓ କବିତା ପାଠୋତ୍ସବ

January 31, 2026

ଦୁର୍ଗା ଚରଣ ଚିଲିକା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସଡ଼କ ସୁରକ୍ଷା ସଚେତନତା ଶୋଭାଯାତ୍ରା

January 31, 2026

ଛତ୍ରପୁର ଆଶ୍ରମ ବିଦ୍ୟାଳୟର ବାର୍ଷିକ ଉତ୍ସବ

January 31, 2026
Latest News

କଠିନ ଇନ୍ଧନ ପରିଚାଳିତ ରାମଜେଟ୍ ପ୍ରଯୁକ୍ତିର ସଫଳ ପରୀକ୍ଷଣ

February 4, 2026

ସହରାଞ୍ଚଳ ପରିମଳ ବ୍ୟବସ୍ଥାର ସୁଦୃଢୀକରଣ ପାଇଁ ତ୍ରିପାକ୍ଷିକ ବୁଝାମଣା ସ୍ବାକ୍ଷରିତ

February 4, 2026

ମଣିପୁର ବିଜେପି ବିଧାୟକ ଦଳର ନେତା ହେଲେ ୟୁମନାମ୍ ଖେମଚାନ୍ଦ ସିଂହ

February 4, 2026

ଆଜି ଫେବୃୟାରୀ ୪ ତାରିଖ ବୁଧବାରରେ ଛଅଟି ରାଶିର ଧନ ବୃଦ୍ଧି

February 4, 2026

ସିଏସଆଇଆର-ଆଇଏମଏମଟି ପରିଦର୍ଶନ କଲେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି

February 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.