Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ଗୋଦାବରୀଶ ମହାବିଦ୍ୟାଳୟର ରୋଭର ରେଞ୍ଜରଙ୍କ ଦ୍ବାରା ଜଳ ସେଵା କାର୍ଯକ୍ରମ
ଆଞ୍ଚଳିକ

ବାଣପୁର: ଗୋଦାବରୀଶ ମହାବିଦ୍ୟାଳୟର ରୋଭର ରେଞ୍ଜରଙ୍କ ଦ୍ବାରା ଜଳ ସେଵା କାର୍ଯକ୍ରମ

April 22, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର: ଆଜି ଓଡ଼ିଶା ରାଜ୍ୟ ଭାରତ ସ୍କାଉଟ ଗାଇଡ୍ ସହାୟତାରେ ଗୋଦାବରୀଶ ମହାବିଦ୍ୟାଳୟର ରୋଭର ରେଞ୍ଜରଙ୍କ ଦ୍ବାରା କଲେଜ ରୋଡ଼ର ଭାଗୀରଥୀ ମଣ୍ଡପ ପାର୍ଶ୍ଵରେ ଏକ ଜଳ ସେବା ଶିବିର ଅନୁଷ୍ଠିତ ହୋଇଯାଇଛି। ଅଧ୍ୟକ୍ଷ ବିନାୟକ ହୋତାଙ୍କ ଉପସ୍ଥିତିରେ ଜଳ ସେଵା କାର୍ଯକ୍ରମ ଅନୁଷ୍ଠିତ ହୋଇ ଯାଇଛି।

ଏହି କାର୍ଯ୍ୟକ୍ରମ ତା.୨୨.୪.୨୦୨୪ ରିଖ ଠାରୁ ୧.୫.୨୦୨୪ ରିଖ ପର୍ଯ୍ୟନ୍ତ ପରିଚାଳିତ ହେବ। ପ୍ରଥମ ଦିନ କାର୍ଯ୍ୟକ୍ରମରେ ଅନୁଷ୍ଠାନର ପ୍ରଶାସନିକ ଅଧିକାରୀ ଏସ୍.ପି.ଏନ୍.ଏସ୍ ବର୍ମା ,+୨ କାର୍ଯ୍ୟ ନିର୍ବାହୀ ଅଧିକାରୀ ଲକ୍ଷ୍ମୀ ପ୍ରସାଦ ମିଶ୍ର, ଆଦିତ୍ୟ ସାରଥୀ ବେଦମତା, କୁମାରୀ ଉତ୍କଳିକା ପାଢୀ ଏବଂ ପ୍ରାକ୍ତନ ରୋଭର ଛାତ୍ର ସୁନିଲ୍ କୁମାର ସ୍ୱାଇଁ, ନିତିଶ୍ କୁମାର ବିଶ୍ବାଳ, ସିତୁନ ମହାପାତ୍ର ଓ ରୋଭର ତୁଷାର, ଅନିରୁଧ ଏବଂ ରେଞ୍ଜର ଚିନ୍ମୟୀ, ମୋନାଲିସା, ବର୍ଷା, ସରିତା, ଗାୟତ୍ରୀ, ଶ୍ରଦ୍ଧାଞ୍ଜଳୀ, ଅନନ୍ୟା, ଇତିଶ୍ରୀ, ଶର୍ମିଷ୍ଠା, ରୂପା, ଇତି, ବିଷ୍ଣୁପ୍ରିୟାଙ୍କ ଉପସ୍ଥିତିରେ ଦିବା ୧୧ ଘଟିକା ଠାରୁ ୨ ଘଟିକା ପର୍ଯ୍ୟନ୍ତ ପ୍ରାୟ ୧୨୦(ଏକ ଶହ କୋଡିଏ) ଲୋକଙ୍କୁ ଦହି ସରବତ ପ୍ରଦାନ କରାଯାଇଛି।

ଗୋଦାବରୀଶ ମହାବିଦ୍ୟାଳୟ ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ଭଗବତୀ ମନ୍ଦିର ଉନ୍ନୟନ କାର୍ଯ୍ୟ ମାମଲା: ବିରୋଧୀଙ୍କୁ କଡ଼ା ଆକ୍ରମଣ କଲେ ବାଣପୁର ବ୍ଲକ ଅଧ୍ୟକ୍ଷ

September 11, 2026

ବାଣପୁର: ବ୍ଲକ ସ୍ତରୀୟ ଇଣ୍ଡୋର ସ୍ପୋର୍ଟ୍ସ ଉଦଯାପିତ

September 9, 2026

ବାଣପୁରରେ ସାକ୍ଷରତା ଦିବସ ଉପଲକ୍ଷେ ୩୫ ଜଣ ସମ୍ମାନିତ

September 9, 2026

ବାଣପୁର: ବ୍ଲକ୍ ସ୍ତରୀୟ ଚକ୍ଷୁ ଚିକିତ୍ସା ତାଲିମ୍ ଶିବିର ଉଦଯାପିତ

September 9, 2026
Latest News

‘ଔରଙ୍ଗଜେବଙ୍କ ଭଳି ମାନସିକତା’: ଅଖିଳେଶ ଯାଦବଙ୍କ ଉପରେ ସଙ୍ଗୀତ ସୋମଙ୍କ କଡ଼ା ଆକ୍ରମଣ

September 12, 2026

ସବ୍-ଜେଲରୁ ଦୁଷ୍କର୍ମ କଏଦୀ ଫେରାର: ଜେଲର ନିଲମ୍ବିତ, ତଦନ୍ତ ଜାରି

September 12, 2026

୮୦ ଦଶକ ଫଟୋ ଟ୍ରେଣ୍ଡ୍‌ର ମୋହ: ଗୋଟିଏ ଫଟୋ ପାଇଁ ଖର୍ଚ୍ଚ ହେଉଛି ଲିଟର ଲିଟର ପାଣି

September 12, 2026

ଟାଙ୍ଗିଆରେ ହାଣି ବଡଭାଇକୁ ହତ୍ୟା

September 12, 2026

ଅଫିସରଙ୍କ ନିର୍ଯାତନା ଅଭିଯୋଗ: ଆନନ୍ଦପୁରରେ ଅଗ୍ନିଶମ କର୍ମଚାରୀଙ୍କ ଆତ୍ମାହୁତି ଉଦ୍ୟମ

September 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.