Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଟାଙ୍ଗୀ: ବିଜେପି ରୁ ଟିକେଟ ଆଶାୟୀ କାଳୁ ଖଣ୍ଡାୟତରାୟଙ୍କ ଜନ ଆଶୀର୍ବାଦ ଶୋଭାଯାତ୍ରା
ଆଞ୍ଚଳିକ

ଟାଙ୍ଗୀ: ବିଜେପି ରୁ ଟିକେଟ ଆଶାୟୀ କାଳୁ ଖଣ୍ଡାୟତରାୟଙ୍କ ଜନ ଆଶୀର୍ବାଦ ଶୋଭାଯାତ୍ରା

April 23, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଟାଙ୍ଗୀ (ସୀତାରାମ ଅଗ୍ରୱାଲ): ରାଜ୍ୟର ଏକ ପ୍ରମୁଖ ନିର୍ବାଚନ ମଣ୍ଡଳୀ ଭାବେ ଖୋର୍ଦ୍ଧା ନିର୍ବାଚନ ମଣ୍ଡଳୀର ରହିଛି ଢେର ବିଶେଷତ୍ୱ। ଏହି ନିର୍ବାଚନ ମଣ୍ଡଳୀ ପାଇଁ ଏଯାବତ ବିଜେପି ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇନାହିଁ। ତଥାପି ବିଜେପି ଦଳର ଟିକେଟ ଆଶାୟୀଙ୍କ ଆଶା ଢେର ଆଗରେ ରହିଛି।

ଗତ ନିର୍ବାଚନରେ ୭୦ ହଜାରରୁ ଅଧିକ ଭୋଟ ପାଇ ବିଜେଡି ଠାରୁ ପରାସ୍ତ ହୋଇଥିବା ବିଜେପି ପ୍ରାର୍ଥୀ କାଳୁ ଚରଣ ଖଣ୍ଡାୟତରାୟ ଆଜି ଟାଙ୍ଗୀରେ ଜନ ଆଶୀର୍ବାଦ ଶୋଭାଯାତ୍ରା ରେ ଲୋକଙ୍କ ନିକଟକୁ ଯାଇ ସମର୍ଥନ ମାଗିଛନ୍ତି।

ଏହି ଅବସରରେ ଟାଙ୍ଗୀ ମଧୁ ମଙ୍ଗଳ ପଡିଆ ଠାରୁ ଶୋଭାଯାତ୍ରା ବାହାରି ଟାଙ୍ଗୀ ସହର ପରୀକ୍ରମା କରିଥିଲା। ଏହି ଶୋଭାଯାତ୍ରାରେ ଶହ ଶହ ବିଜେପି ସମର୍ଥକ ସାମିଲ ହୋଇଥିଲେ।

ଏହି ଅବସରରେ ବିଜେପି ନେତା କାଳୁ ଚରଣ ଖଣ୍ଡାୟତରାୟ ଜନ ଆଶୀର୍ବାଦ ନାମରେ ଜନ ସାଧାରଣଙ୍କୁ ବିଜେପିକୁ ସମର୍ଥନ କରିବା ପାଇଁ ଗୁହାରୀ କରିଛନ୍ତି।

ଖୋର୍ଦ୍ଧା ନିର୍ବାଚନ ମଣ୍ଡଳୀ ଟାଙ୍ଗୀ ବିଜେପି
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ଏଲ୍‌ଆଇସି ଶାଖାରେ ଲିଆଫି ୬୨ତମ ପ୍ରତିଷ୍ଠା ଦିବସ

October 3, 2026

ଜିଲ୍ଲାପାଳ, ଏସ୍‌ପି ଓ ଡିଏଫ୍‌ଓଙ୍କ ବାସଭବନ ସମ୍ମୁଖରୁ ଷ୍ଟିଲ୍‌ ଗେଟ୍‌ ନେଇଗଲେ ଦୁର୍ବୃତ୍ତ

October 2, 2026

ବାଲୁଗାଁ ମହାବିଦ୍ୟାଳୟ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ପଥପ୍ରାନ୍ତ ନାଟକ

October 2, 2026

ବାଣପୁର ସେଣ୍ଟ ଜାଭିୟର ହାଇସ୍କୁଲରେ ସ୍ୱଚ୍ଛତା କାର୍ଯ୍ୟକ୍ରମ

October 2, 2026
Latest News

ସିଏନଜି ଭର୍ତ୍ତି ବେଳେ ବିସ୍ଫୋରଣ: ସମ୍ପୂର୍ଣ୍ଣ ଚୂରମାର୍ ହେଲା କାର୍

October 3, 2026

କ୍ରିକେଟରେ ଭାରତକୁ ସ୍ୱର୍ଣ୍ଣ: ଏସୀୟ କ୍ରୀଡ଼ା ଫାଇନାଲରେ ପାକିସ୍ତାନକୁ ଚଟାଇଲା ଧୁଳି

October 3, 2026

ଏସୀୟ କ୍ରୀଡାରେ ଆଉ ଏକ ବଡ ସଫଳତା: ଗଲ୍ଫରେ ପ୍ରଥମ ଭାରତୀୟ ଭାବେ ସ୍ୱର୍ଣ୍ଣ ଜିତିଲେ ପ୍ରଣବୀ

October 3, 2026

ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଚିଠି ଲେଖି ଲେଖିଲେ ଖଡଗେ: କର୍ଣ୍ଣାଟକ ପାଇଁ କଲେ ଗୁରୁତ୍ୱପୂର୍ଣ୍ଣ ଦାବି

October 3, 2026

TiECon Bhubaneswar: ଅକ୍ଟୋବର ୩୦ରୁ ଅନୁଷ୍ଠିତ ହେବ ଉଦ୍ୟୋଗପତି ସମ୍ମିଳନୀ ‘ଟାଇକନ ଭୁବନେଶ୍ୱର ୨୦୨୬’

October 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.