Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ ନିକଟସ୍ଥ ଜାତୀୟ ରାଜପଥରେ ଓଲଟିଲା ଅଟୋ, ୫ ଗୁରୁତର
ଆଞ୍ଚଳିକ

ବାଲୁଗାଁ ନିକଟସ୍ଥ ଜାତୀୟ ରାଜପଥରେ ଓଲଟିଲା ଅଟୋ, ୫ ଗୁରୁତର

April 25, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଲୁଗାଁ( ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଥାନା 16 ନମ୍ବର ଜାତୀୟ ରାଜପଥ ନୂଆଗଡ ଓଭରବ୍ରିଜ ନିକଟରେ ଏକ ଯାତ୍ରୀବାହି ଅଟୋ ଭାରସାମ୍ୟ ହରାଇ ଲେଉଟିବା ଫଳରେ ପାଞ୍ଚ ଜଣ ଗୁରୁତର ଆହତ ହୋଇଛନ୍ତି।

ସୂଚନା ମୁତାବକ ଅଟୋଟି ଚଣ୍ଡେଶ୍ୱର ଅଞ୍ଚଳରୁ ବାହାରି ଗଞ୍ଜାମ ପଥରା ଅଞ୍ଚଳକୁ ଯାଉଥିବା ବେଳେ ନୂଆଗଡ ଓଭରବ୍ରିଜ ନିକଟରେ ଭାରସାମ୍ୟ ହରାଇ ଲେଉଟିପଡ଼ିଛି। ଫଳରେ ଅଟୋ ମଧ୍ୟରେ ଥିବା ୩ ଜଣ ପୁରୁଷ ଓ ୨ ଜଣ ମହିଳା ଗୁରୁତର ଆହତ ହୋଇଛନ୍ତି।

ଖବର ପାଇ ବର୍ତ୍ତମାନ ଦୁର୍ଘଟଣାସ୍ଥଳରେ ନାଭାଲ ଫାଣ୍ଡି ପୋଲିସ ଏବଂ ଆମ୍ବୁଲାନ୍ସ ପହଞ୍ଚି ଗୁରୁତରଙ୍କୁ ଚିକିତ୍ସା ପାଇଁ ମେଡିକାଲ ନେଉଥିବାର ଜଣାପଡିଛି।

ଜାତୀୟ ରାଜପଥ ନୂଆଗଡ଼ ନୂଆଗଡ ଓଭରବ୍ରିଜ ବାଲୁଗାଁ
Share. Facebook Twitter LinkedIn Email WhatsApp Copy Link

Related Posts

ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଜଣେ ମୃତ: ବାଲୁଗାଁ-ବାଣପୁର ମୁଖ୍ୟ ରାସ୍ତା ଅବରୋଧ କଲେ ଗ୍ରାମବାସୀ

August 27, 2026

ଆରଏସଏସ ତରଫରୁ ବାଣପୁରରେ ରକ୍ଷା ବନ୍ଧନ ଉତ୍ସବ ପାଳିତ

August 27, 2026

ଧର୍ମପରାୟଣ ସମାଜସେବୀ ମହିଳାଙ୍କ ପରଲୋକ

August 26, 2026

ବାଲୁଗାଁ: ମହିଳା ସଶକ୍ତିକରଣ ସଚେତନତା ଆଲୋଚନାଚକ୍ର

August 25, 2026
Latest News

“ପ୍ରଥମେ ଜାତି ବ୍ୟବସ୍ଥା ସମାପ୍ତ କର, ତା’ପରେ ସଂରକ୍ଷଣ…”: ରାମଦାସ ଅଠାୱଲେଙ୍କ ବଡ଼ ବୟାନ

August 29, 2026

ପନିର ପରେ ଏବେ ଘିଅ ଉପରେ କାର୍ଯ୍ୟାନୁଷ୍ଠାନ: ଏକ ବର୍ଷ ପାଇଁ ପ୍ରତିବନ୍ଧକ ଲଗାଇଲା ଏହି ରାଜ୍ୟ 

August 29, 2026

SCO ଶିଖର ସମ୍ମିଳନୀ ପୂର୍ବରୁ ଭାରତର ରୋଡମ୍ୟାପ୍ ସେୟାର କଲେ ପ୍ରଧାନମନ୍ତ୍ରୀ ମୋଦି

August 29, 2026

ଲଗାତାର ତୃତୀୟ ଦିନ ପାଇଁ ଖସିଲା ସୁନା ଦର: ଜାଣନ୍ତୁ ଆଜିର ମୂଲ୍ୟ

August 29, 2026

ସିଟି ବସ୍‌ ଅଟକାଇ ଦାଦାବଟି ଆଦାୟ ଓ କର୍ମଚାରୀଙ୍କୁ ଆକ୍ରମଣ ଘଟଣାରେ ୩ ଗିରଫ

August 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.