Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିଲିକା ରାଜନୀତି: ବିଜେଡିରେ ମିଶିଲେ ପୂର୍ବତନ ସରପଞ୍ଚଙ୍କ ସହ ଶତାଧିକ ବିଜେପି କର୍ମି
ଆଞ୍ଚଳିକ

ଚିଲିକା ରାଜନୀତି: ବିଜେଡିରେ ମିଶିଲେ ପୂର୍ବତନ ସରପଞ୍ଚଙ୍କ ସହ ଶତାଧିକ ବିଜେପି କର୍ମି

April 26, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଚିଲିକା ରାଜନୀତି: ବିଜେଡିରେ ମିଶିଲେ ପୂର୍ବତନ ସରପଞ୍ଚଙ୍କ ସହ ଶତାଧିକ ବିଜେପି କର୍ମି

ବାଲୁଗାଁ ( ସୀତାରାମ ଅଗ୍ରୱାଲ): ଚିଲିକା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଚିଲିକା ବ୍ଲକ ନିମିକ୍ଷେତା ପଞ୍ଚାୟତର ତିନି ଥରର ବିଜେପି ସମର୍ଥିତ ପୂର୍ବତନ ସରପଞ୍ଚ ଅଞ୍ଜଳି ସ୍ବାଇଁଙ୍କ ସମେତ ଚାଷଙ୍ଗରା, ନିମାଇଁମଲ୍ଲ, ଓସ୍ତାପଲ୍ଲି,ବୀରପାଟଣା, ବେଲପଡ଼ା, ପରିଛାପଦରର ବିଜେପିର ବହୁ ଆଗଧାଡିର ନେତା ଓ କର୍ମୀମାନେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଜୁ ଜନତା ଦଳରେ ସାମିଲ ହୋଇଛନ୍ତି।

ସମସ୍ତ କାର୍ଯ୍ୟକର୍ତାଙ୍କୁ ଚିଲିକା ବିଜେଡି ବିଧାୟକ ପ୍ରାର୍ଥୀ ରଘୁନାଥ ସାହୁ ଦଳୀୟ ଉତ୍ତରୀୟ ଦେଇ ବିଜେଡି ପରିବାରକୁ ସ୍ୱାଗତ କରିଥିଲେ। ଉକ୍ତ ମିଶ୍ରଣ ପର୍ବରେ ବିଜେଡି ଚିଲିକା ବ୍ଲକ ସଭାପତି ଦେବେନ୍ଦ୍ର ସାମନ୍ତସିଂହାର, ଜିଲ୍ଲା ପରିଷଦ ସଭ୍ୟା ମମତା ପାଇକରାୟ, ପୂର୍ବତନ ଚିଲିକା ବ୍ଲକ ଅଧ୍ୟକ୍ଷ ଉତ୍ପଳ ପାଇକରାୟ, ଖୋର୍ଦ୍ଧା ଜିଲ୍ଲା ବିଜେଡି ସାଧାରଣ ସମ୍ପାଦକ ମନୋଜ ପ୍ରଧାନ, ଚିଲିକା ବ୍ଲକ ମହିଳା ସଭାପତି ଅମ୍ରିତା ବେହେରା, ଚିଲିକା ବ୍ଲକ ବିଜୁ ଯୁବ ଜନତା ଦଳ ସଭାପତି ଆଲୋକ ନାୟକ, ପୂର୍ବତନ ମନ୍ତ୍ରୀ ଦେବେନ୍ଦ୍ରନାଥ ମାନସିଂହ, ଜିଲ୍ଲା ବିଜେଡି ସାଧାରଣ ସମ୍ପାଦକ ପ୍ରଭାସ ସୁନ୍ଦରାୟ ପ୍ରମୁଖ ଉପସ୍ଥିତ ଥିଲେ।

ନୂତନ କର୍ମକର୍ତ୍ତାଙ୍କ ଦଳରେ ସାମିଲ ନେଇ ଦଳୀୟ ସଂଗଠନ ଆହୁରି ମଜଭୁତ ହେବା ନେଇ ବିଧାୟକ ପାର୍ଥି ଶ୍ରୀ ସାହୁ କହିଛନ୍ତି।

odishaelection2024 ଓଡିଶା ରାଜନୀତି ଚିଲିକା ରଘୁନାଥ ସାହୁ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ସରସ୍ବତୀ ଶିଶୁମନ୍ଦିରରେ ଜାତୀୟ କ୍ରୀଡା ଦିବସ ପାଳିତ

August 29, 2026

ଚିଲିକା ଲୋକଙ୍କୁ ଆର୍ଥିକ ସ୍ୱାବଲମ୍ବୀ କରିବା ଲକ୍ଷ୍ୟ: ଆଇନ ମନ୍ତ୍ରୀଙ୍କ ଫୋକସରେ କୃଷି ଓ ଉଦ୍ୟାନ କୃଷି

August 29, 2026

ଆରଏସଏସ ତରଫରୁ ବାଣପୁରରେ ରକ୍ଷା ବନ୍ଧନ ଉତ୍ସବ ପାଳିତ

August 27, 2026

ଧର୍ମପରାୟଣ ସମାଜସେବୀ ମହିଳାଙ୍କ ପରଲୋକ

August 26, 2026
Latest News

କାର ବିକ୍ରି ପରେ ଶୀଘ୍ର ବନ୍ଦ କରନ୍ତୁ FASTag: ନଚେତ୍ ଆକାଉଣ୍ଟରୁ କଟିପାରେ ଟଙ୍କା

August 30, 2026

ଫୋନ୍‌ରେ ସବୁ ସେଭ୍‌, ମସ୍ତିଷ୍କରୁ ସବୁ ଡିଲିଟ୍‌!

August 30, 2026

ସ୍କିନ୍‌କେୟାରରେ କାହିଁକି ଆଲୋଭେରାର ଏତେ ଚାହିଦା? ଜାଣନ୍ତୁ କାରଣ

August 30, 2026

ଓଡ଼ିଶାରେ ମ୍ୟାଲେରିଆ ସ୍ଥିତି ସମୀକ୍ଷା କଲା ରାଜ୍ୟ ବୈଷୟିକ ଟାସ୍କଫୋର୍ସ

August 30, 2026

ଖାଦ୍ୟର ଗୁଣବତ୍ତା ଓ ସୁରକ୍ଷା ସୁନିଶ୍ଚିତ କରିବା ଲକ୍ଷ୍ୟରେ ବ୍ୟାପକ ଯାଞ୍ଚ

August 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.