Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚ଼ିଲିକା ବିଜେପି ର ମିଶ୍ରଣ ପର୍ବ, ଯୋଗ ଦେଲେ ବିଜେଡ଼ି‌ କର୍ମକର୍ତ୍ତା
ଆଞ୍ଚଳିକ

ଚ଼ିଲିକା ବିଜେପି ର ମିଶ୍ରଣ ପର୍ବ, ଯୋଗ ଦେଲେ ବିଜେଡ଼ି‌ କର୍ମକର୍ତ୍ତା

April 27, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚ଼ିଲିକା (ସୀତାରାମ ଅଗ୍ରୱାଲ): ଆଜି ଚ଼ିଲିକା ନିର୍ବାଚ଼ନ ମଣ୍ଡଳୀର ନାଚୁଣୀ ସ୍ଥିତ ଭାଜପା କାର୍ଯ୍ୟାଳୟ‌ ଠାରେ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଭାରତୀୟ ଜନତା ପାର୍ଟିର ନୀତି ଆଦର୍ଶ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନକଲ୍ୟାଣକାରୀ ଯୋଜନାରେ ଅନୁପ୍ରାଣିତ ଓ ମୋଦି ଗ୍ୟାରେଣ୍ଟି ଉପରେ ଆସ୍ଥା ପ୍ରକଟ କରି ଭେଟେଶ୍ବର ପଞ୍ଚାୟତର‌ ୱାର୍ଡ଼ ସଭ୍ୟ ମହେଶ ଜେନା, ପୂର୍ବତନ ୱାର୍ଡ଼ ସଭ୍ୟ କବିରାଜ ନାୟକଙ୍କ ସମେତ କାର୍ଯ୍ୟକର୍ତ୍ତା ଓ ଜରିପଡ଼ା ପଞ୍ଚାୟତ‌ର ୱାର୍ଡ଼ ସଭ୍ୟ ଦୁଃଖିଶ୍ୟାମ ବେହେରା, ଲକ୍ଷ୍ମୀଧର ବେହେରାଙ୍କ ସମେତ ଆଗଧାଡି଼ର ୩୦ ରୁ ଉର୍ଦ୍ଧ୍ବ ବିଜେଡ଼ି କର୍ମକର୍ତ୍ତା ବିଜୁ ଜନତା ଦଳ ପରିତ୍ୟାଗ କରି ବରିଷ୍ଠ ବିଜେପି ନେତା ତଥା ଚ଼ିଲିକା ବିଧାନସଭା କ୍ଷେତ୍ରର ଭାଜପା ବିଧାୟକ ପ୍ରାର୍ଥୀ ପୃଥ୍ୱୀରାଜ ହରିଚ଼ନ୍ଦନଙ୍କ ଉପସ୍ଥିତିରେ ଭାରତୀୟ ଜନତା ପାର୍ଟିରେ ଆନୁଷ୍ଠାନିକ ଭାବେ ସାମିଲ୍ ହୋଇଛନ୍ତି।

ଦଳରେ ନୂତନ କରି ସାମିଲ୍ ହୋଇଥିବା କାର୍ଯ୍ୟକର୍ତ୍ତା ମାନଙ୍କୁ ଦଳୀୟ ଉତ୍ତରୀୟ ପିନ୍ଧାଇ ଭାଜପା ପରିବାରକୁ ସ୍ବାଗତ କରିଥିଲେ ଭାଜପା ବିଧାୟକ ପ୍ରାର୍ଥୀ ଶ୍ରୀ ହରିଚ଼ନ୍ଦନ।

ଏହି ମିଶ୍ରଣ ପର୍ବରେ ବାଣପୁର ବ୍ଲକ ଅଧ୍ୟକ୍ଷ‌ ଅମରେନ୍ଦ୍ର ରଣସିଂହ, ଚ଼ିଲିକା ବ୍ଲକ ଅଧ୍ୟକ୍ଷା ଜ୍ୟୋସ୍ନା ବେହେରା, ଭେଟେଶ୍ବର ପଞ୍ଚାୟତର ସରପଞ୍ଚ ସାବିତ୍ରୀ ଭୋଳ, ଭେଟେଶ୍ବର ପଞ୍ଚାୟତର ପୂର୍ବତନ ସରପଞ୍ଚ ତଥା ବିରଜାଈ ମଣ୍ଡଳ ଭାଜପା ସଭାପତି ଜିତେନ୍ଦ୍ର କୁମାର ଭୋଳ, ଜିଲ୍ଲା ଭାଜପା ଉପସଭାପତି ସୁମନ୍ତ ପଟ୍ଟନାୟକ, ପୂର୍ବତନ ଜିଲ୍ଲା ପରିଷଦ ସଭ୍ୟ ସତ୍ୟ ନାରାୟଣ ପାଲଟାସିଂହ, ଚ଼ଣ୍ଡେଶ୍ବର ମଣ୍ଡଳ ଯୁବମୋର୍ଚ୍ଚା ସଭାପତି ଲୁଲା ଖାଁ ପ୍ରମୁଖ ଉପସ୍ଥିତ ଥିଲେ।

ଚିଲିକା ବିଜେଡ଼ି‌ କର୍ମକର୍ତ୍ତା ବିଜେପି ମିଶ୍ରଣ ପର୍ବ
Share. Facebook Twitter LinkedIn Email WhatsApp Copy Link

Related Posts

ଗମ୍ଭାରୀମୁଣ୍ଡାରେ ରୋଟାରୀ କ୍ଲବ୍ ପକ୍ଷରୁ ମାଗଣା ଚକ୍ଷୁ ଓ ସ୍ୱାସ୍ଥ୍ୟ ଶିବିର

August 24, 2025

ରଙ୍କନାଥ ଦେବ ପିଠର ଉନ୍ନୟନ କାର୍ଯ୍ୟ ତଦାରଖ କଲେ ଆଇନ ମନ୍ତ୍ରୀ

August 24, 2025

ବିଷପାନ କରିଥିବା ମହିଳାଙ୍କ ବାଣପୁର ହସ୍ପିଟାଲରେ ମୃତ୍ୟୁ

August 24, 2025

ବାଣପୁର ବରିଷ୍ଠ ନାଗରିକ ସଂଘର ପ୍ରଥମ ବାର୍ଷିକ ଉତ୍ସବ: ଯୋଗ ଦେଲେ ଆଇନ ମନ୍ତ୍ରୀ

August 24, 2025
Latest News

କଳାହାଣ୍ଡି: ନୂଆଁଖାଇ ପର୍ବ ପାଳନର ପରମ୍ପରା ଆରମ୍ଭ

August 25, 2025

ଓଡ଼ିଆ ଭାଷା ସାହିତ୍ୟକୁ ଉଜ୍ଜୀବିତ କରି ରଖିବାରେ ଶିଶୁସାହିତ୍ୟର ଭୂମିକା ଅତୁଳନୀୟ

August 25, 2025

ଓୟୁଏଟି ର ୬୪ତମ ପ୍ରତିଷ୍ଠା ଦିବସ

August 25, 2025

ବିସ୍ତୃତ ରାଶିଫଳ: ଅଗଷ୍ଟ ୨୫ ତାରିଖ ସୋମବାରରେ ଏହି ଛଅଟି ରାଶିର ବ୍ୟକ୍ତି ରୁହନ୍ତୁ ସାବଧାନ

August 25, 2025

ସର୍ବଭାରତୀୟ ବାଚସ୍ପତି ସମ୍ମିଳନୀକୁ ଉଦଘାଟନ କଲେ କେନ୍ଦ୍ର ଗୃହ ମନ୍ତ୍ରୀ

August 24, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.