Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚ଼ିଲିକା ବିଜେପି ର ମିଶ୍ରଣ ପର୍ବ, ଯୋଗ ଦେଲେ ବିଜେଡ଼ି‌ କର୍ମକର୍ତ୍ତା
ଆଞ୍ଚଳିକ

ଚ଼ିଲିକା ବିଜେପି ର ମିଶ୍ରଣ ପର୍ବ, ଯୋଗ ଦେଲେ ବିଜେଡ଼ି‌ କର୍ମକର୍ତ୍ତା

April 27, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚ଼ିଲିକା (ସୀତାରାମ ଅଗ୍ରୱାଲ): ଆଜି ଚ଼ିଲିକା ନିର୍ବାଚ଼ନ ମଣ୍ଡଳୀର ନାଚୁଣୀ ସ୍ଥିତ ଭାଜପା କାର୍ଯ୍ୟାଳୟ‌ ଠାରେ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଭାରତୀୟ ଜନତା ପାର୍ଟିର ନୀତି ଆଦର୍ଶ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନକଲ୍ୟାଣକାରୀ ଯୋଜନାରେ ଅନୁପ୍ରାଣିତ ଓ ମୋଦି ଗ୍ୟାରେଣ୍ଟି ଉପରେ ଆସ୍ଥା ପ୍ରକଟ କରି ଭେଟେଶ୍ବର ପଞ୍ଚାୟତର‌ ୱାର୍ଡ଼ ସଭ୍ୟ ମହେଶ ଜେନା, ପୂର୍ବତନ ୱାର୍ଡ଼ ସଭ୍ୟ କବିରାଜ ନାୟକଙ୍କ ସମେତ କାର୍ଯ୍ୟକର୍ତ୍ତା ଓ ଜରିପଡ଼ା ପଞ୍ଚାୟତ‌ର ୱାର୍ଡ଼ ସଭ୍ୟ ଦୁଃଖିଶ୍ୟାମ ବେହେରା, ଲକ୍ଷ୍ମୀଧର ବେହେରାଙ୍କ ସମେତ ଆଗଧାଡି଼ର ୩୦ ରୁ ଉର୍ଦ୍ଧ୍ବ ବିଜେଡ଼ି କର୍ମକର୍ତ୍ତା ବିଜୁ ଜନତା ଦଳ ପରିତ୍ୟାଗ କରି ବରିଷ୍ଠ ବିଜେପି ନେତା ତଥା ଚ଼ିଲିକା ବିଧାନସଭା କ୍ଷେତ୍ରର ଭାଜପା ବିଧାୟକ ପ୍ରାର୍ଥୀ ପୃଥ୍ୱୀରାଜ ହରିଚ଼ନ୍ଦନଙ୍କ ଉପସ୍ଥିତିରେ ଭାରତୀୟ ଜନତା ପାର୍ଟିରେ ଆନୁଷ୍ଠାନିକ ଭାବେ ସାମିଲ୍ ହୋଇଛନ୍ତି।

ଦଳରେ ନୂତନ କରି ସାମିଲ୍ ହୋଇଥିବା କାର୍ଯ୍ୟକର୍ତ୍ତା ମାନଙ୍କୁ ଦଳୀୟ ଉତ୍ତରୀୟ ପିନ୍ଧାଇ ଭାଜପା ପରିବାରକୁ ସ୍ବାଗତ କରିଥିଲେ ଭାଜପା ବିଧାୟକ ପ୍ରାର୍ଥୀ ଶ୍ରୀ ହରିଚ଼ନ୍ଦନ।

ଏହି ମିଶ୍ରଣ ପର୍ବରେ ବାଣପୁର ବ୍ଲକ ଅଧ୍ୟକ୍ଷ‌ ଅମରେନ୍ଦ୍ର ରଣସିଂହ, ଚ଼ିଲିକା ବ୍ଲକ ଅଧ୍ୟକ୍ଷା ଜ୍ୟୋସ୍ନା ବେହେରା, ଭେଟେଶ୍ବର ପଞ୍ଚାୟତର ସରପଞ୍ଚ ସାବିତ୍ରୀ ଭୋଳ, ଭେଟେଶ୍ବର ପଞ୍ଚାୟତର ପୂର୍ବତନ ସରପଞ୍ଚ ତଥା ବିରଜାଈ ମଣ୍ଡଳ ଭାଜପା ସଭାପତି ଜିତେନ୍ଦ୍ର କୁମାର ଭୋଳ, ଜିଲ୍ଲା ଭାଜପା ଉପସଭାପତି ସୁମନ୍ତ ପଟ୍ଟନାୟକ, ପୂର୍ବତନ ଜିଲ୍ଲା ପରିଷଦ ସଭ୍ୟ ସତ୍ୟ ନାରାୟଣ ପାଲଟାସିଂହ, ଚ଼ଣ୍ଡେଶ୍ବର ମଣ୍ଡଳ ଯୁବମୋର୍ଚ୍ଚା ସଭାପତି ଲୁଲା ଖାଁ ପ୍ରମୁଖ ଉପସ୍ଥିତ ଥିଲେ।

ଚିଲିକା ବିଜେଡ଼ି‌ କର୍ମକର୍ତ୍ତା ବିଜେପି ମିଶ୍ରଣ ପର୍ବ
Share. Facebook Twitter LinkedIn Email WhatsApp Copy Link

Related Posts

ଆନ୍ନାମଲାଇ ବିଜେପିରୁ ଇସ୍ତଫା ଦେଇନାହାନ୍ତି : ନୈନାର ନାଗେନ୍ଦ୍ରନ

June 4, 2026

ଭୁବନେଶ୍ବରରେ ଆୟୋଜିତ ଚନ୍ଦନ ଉତ୍ସବରେ ଯୋଗ ଦେଇ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଲେ..

May 31, 2026

ଚ଼ିଲିକାର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

May 29, 2026

ମହାଭାରତ ବେଳେ ଦୁଇ ଗୋଷ୍ଠୀ ମୁହାଁମୁହିଁ

May 28, 2026
Latest News

ଦୁଇ-ତୃତୀୟାଂଶ ଲକ୍ଷ୍ୟରେ ଏନଡ଼ିଏ : ୨୪ ଆସନ ନିର୍ବାଚନରେ ବଦଳିବ କି ସଂସଦୀୟ ସମୀକରଣ?

June 5, 2026

UP CM Birthday: ଯୋଗୀ ଆଦିତ୍ୟନାଥଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

June 5, 2026

ବିଜେପିକୁ ବଡ଼ ଝଟକା! ଦଳ ଛାଡ଼ି ନୂଆ ରାଜନୈତିକ ଆନ୍ଦୋଳନର ଆରମ୍ଭ କଲେ ଅନ୍ନାମଲାଇ

June 5, 2026

RBI Repo Rate: ଅପରିବର୍ତ୍ତିତ ରହିଲା ଚଳିତ ଆର୍ଥିକ ବର୍ଷର ରେପୋ ରେଟ, ଆରବିଆଇର ଘୋଷଣା

June 5, 2026

ଉଚ୍ଚ ଯୋଗ୍ୟତା ଲୁଚାଇ ଚାକିରି ପାଇବା ଅନ୍ୟାୟ: ସୁପ୍ରିମକୋର୍ଟ

June 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.