Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ସଡକ ଦୁର୍ଘଟଣାରେ ଜଣେ ମୃତ, ଅନ୍ୟଜଣେ ଗୁରୁତର ଆହତ
ଆଞ୍ଚଳିକ

ବାଣପୁର: ସଡକ ଦୁର୍ଘଟଣାରେ ଜଣେ ମୃତ, ଅନ୍ୟଜଣେ ଗୁରୁତର ଆହତ

April 30, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର: ବାଣପୁର ଅଞ୍ଚଳରେ ଏକ ସଡ଼କ ଦୁର୍ଘଟଣା ଘଟିଯାଇଛି, ଯେଉଁଥିରେ ଜଣଙ୍କର ମୃତ୍ୟୁ ହୋଇଥିବା ଖବର ମିଳିଛି। ଘଟଣାରୁ ପ୍ରକାଶ ଆଜି ଅପରାହ୍ନରେ ବାଣପୁର ନିକଟସ୍ଥ ସାନହନ୍ତୁଆଡ ବଡଶଙ୍ଖ ଠାରେ ଏକ ମୋଟର ସାଇକେଲ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟଜଣେ ଗୁରୁତର ହୋଇ ଭୁବନେଶ୍ୱର ଏମ୍ସ ଡାକ୍ତରଖାନାକୁ ସ୍ଥାନାନ୍ତର ହୋଇଛନ୍ତି।

ମୃତକ ଜଣକ ଗମ୍ଭାରୀମୁଣ୍ଡା ମହତପଲ୍ଲା ଗ୍ରାମର ଗୌରାଙ୍ଗ ନାୟକଙ୍କ ପୁଅ ବଳରାମ ନାୟକ (୨୦) ହୋଇଥିବା ବେଳେ ଆହତ ଜଣକ ଉକ୍ତ ଗ୍ରାମର ସୁଦର୍ଶନ ନାୟକଙ୍କ ପୁଅ ସୁମନ୍ତ ନାୟକ (୨୨) ବୋଲି ଜଣାପଡିଛି। ଦୁର୍ଘଟଣାର କାରଣ ଅସ୍ପଷ୍ଟ ଥିବାବେଳେ ଖବର ଲେଖାହେଲା ପର୍ଯ୍ୟନ୍ତ ଏ ନେଇ ଥାନାରେ କୌଣସି ଅଭିଯୋଗ ହୋଇନଥିବା ଆଇଆଇସି କହିଛନ୍ତି। ମୃତକଙ୍କ ମୃତଦେହ ବାଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ରଖାଯାଇଥିବା ଜଣାଯାଇଛି।

ବାଣପୁର ସଡକ ଦୁର୍ଘଟଣା
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ମା’ ତାରିଣୀଙ୍କ ପୀଠରେ ବିଶ୍ୱଶାନ୍ତି ଗୀତା ମହାଯଜ୍ଞ ଓ ଅଷ୍ଟ ଶମ୍ଭୁ ମିଳନ

April 17, 2026

ଓଡିଶା ଆଦର୍ଶ ବିଦ୍ୟାଳୟର ଛାତ୍ରୀ ଜାତପଦ୍ମାଙ୍କ ସଫଳତା: ସିବିଏସଇ ପରୀକ୍ଷାରେ ରଖିଲେ ୯୮% ନମ୍ବର

April 17, 2026

ଉମାମହେଶ୍ବର ଦେବଙ୍କ ପୀଠରେ ଅଷ୍ଟଶମ୍ଭୁ ମିଳନ ମହୋତ୍ସବ

April 15, 2026

ହନୁମାନ ଜୟନ୍ତୀ ଉପଲକ୍ଷେ ବାଇକ ଶୋଭାଯାତ୍ରା

April 14, 2026
Latest News

ପାଖେଇଲା ଅକ୍ଷୟ ତୃତୀୟା ଜାଣନ୍ତୁ ଏହି ଦିନ କିପରି ଓ କେମିତି କରାଯାଏ ପୂଜା

April 18, 2026

ବାର ଘଣ୍ଟିଆ ମୟୂରଭଞ୍ଜ ବନ୍ଦ

April 18, 2026

ଶିଖରଚଣ୍ଡୀରେ ଦନ୍ତା ଉତ୍ପାତ

April 18, 2026

ଗଞ୍ଜାମରେ ଓଲଟିଲା ବସ୍‌

April 18, 2026

ରୁଷଠାରୁ ତେଲ କିଣିବା ଜାରି ରଖିବ ଭାରତ : ରିହାତି ବୃଦ୍ଧି କଲା ଆମେରିକା

April 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.