Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ରଣପୁର: ଆନ୍ତର୍ଜାତିକ ଶ୍ରମିକ ଦିବସ ଉପଲକ୍ଷେ ଆଇନ ସଚେତନତା ଶିବିର
ଆଞ୍ଚଳିକ

ରଣପୁର: ଆନ୍ତର୍ଜାତିକ ଶ୍ରମିକ ଦିବସ ଉପଲକ୍ଷେ ଆଇନ ସଚେତନତା ଶିବିର

May 1, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ରଣପୁର: ମେ ୧ ତାରିଖକୁ ଆନ୍ତର୍ଜାତିକ ଶ୍ରମିକ ଦିବସ ଭାବେ ପାଳନ କରାଯାଏ। ଏହି ପରିପ୍ରେକ୍ଷୀରେ ଆଜି ସାରା ବିଶ୍ୱରେ ଶ୍ରମିକ ଦିବସ ପାଳନ କରାଯାଉଛି। ଶ୍ରମିକମାନଙ୍କୁ ସମ୍ମାନ ଦେବା ସହିତ ଶ୍ରମିକମାନଙ୍କ ଅଧିକାର ପାଇଁ ସ୍ୱର ଉତ୍ତୋଳନ କରିବା ଉଦ୍ଦେଶ୍ୟରେ ଏହି ଦିବସ ପାଳନ କରାଯାଏ। ସମାଜ ପ୍ରତି ଶ୍ରମିକମାନଙ୍କ ଅବଦାନ ଅତୁଳନୀୟ।

ଏହି ପରିପ୍ରେକ୍ଷୀରେ ରଣପୁର ତାଲୁକ ଲିଗାଲ ସର୍ଭିସ କମିଟି ପକ୍ଷରୁ ନରସିଂହପୁର ମଧ୍ୟ ଇଁରାଜୀ ବିଦ୍ୟାଳୟରେ ଆନ୍ତର୍ଜାତିକ ଶ୍ରମିକ ଦିବସ ଉପଲକ୍ଷେ ଆଇନ ସଚେତନତା ଶିବିର ଅନୁଷ୍ଠିତ ହୋଇ ଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ରଣପୁର କୋର୍ଟ ବିଚାରପତି ତଥା ତାଲୁକ ଲିଗାଲ ସର୍ଭିସ କମିଟିର ଅଧ୍ୟକ୍ଷ ଗୌରୀ ଶଙ୍କର ପଣ୍ଡା, ମୁଖ୍ୟ ବକ୍ତା ଭାବେ ରଣପୁର ବାର ଆସୋସିଏସନର ସଭାପତି ତଥା ବରିଷ୍ଠ ଆଇନୀଜୀବୀ ସୁବାଷ ଚନ୍ଦ୍ର ଜେନା, ସମ୍ମାନୀତ ଅତିଥି ଭାବେ ରଣପୁର ବାର ଆସୋସିଏସନର ସମ୍ପାଦକ ସତ୍ୟ ରଞ୍ଜନ ମତ୍ତା, ବରିଷ୍ଠ ଆଇନୀଜୀବୀ କୃପାସିନ୍ଧୁ ବେହେରା, ଜନ ମଙ୍ଗଳ ଅଧିକାରୀ ଶୁଭଶ୍ରୀ ଶୁଭସ୍ମିତା, ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅଶୋକ କୁମାର ଦାଶ, ସାଧନ କେନ୍ଦ୍ର କର୍ମୀ ସୁଶୀଲ କୁମାର ରଣା, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ସୁନୀଲ କୁମାର ମହାନ୍ତି ପ୍ରମୁଖ ଯୋଗ ଦେଇଥିଲେ।

ଏହି ସଚେତନତା ଶିବିରରେ ଶିଶୁ ଶ୍ରମିକ ଏବଂ ଶ୍ରମିକମାନଙ୍କ ବିଭିନ୍ନ ସୁବିଧା ଅସୁବିଧା ଉପରେ ଆଲୋଚନା କରଯାଇଥିଲା। ନରସିଂହପୁର ଗ୍ରାମବାସୀ, ବିଦ୍ୟାଳୟ ପରିଚାଳନା କମିଟିର ସମସ୍ତ ସଭ୍ୟ ଉପସ୍ଥିତ ଥିଲେ। ତାଲୁକ ଲିଗାଲ ସର୍ଭିସ କମିଟିର ସଦସ୍ୟ ରାଜେଶ କୁମାର ମଲ୍ଲିକ ଓ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ ଏବଂ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟତ୍ରୀ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।

ଆଇନ ସଚେତନତା ଶିବିର ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୨ ରଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026
Latest News

ବାଲେଶ୍ବର ରାଜନୀତିରେ ହଲଚଲ, ବିଜେଡିରେ ମିଶିଲେ ରଘୁନାଥ ମହାନ୍ତି, ଜୀବନ ପ୍ରଦୀପ ଦାସ

March 25, 2026

ଗଙ୍ଗା ରାମ ହସ୍ପିଟାଲରେ ଭର୍ତ୍ତି ହେଲେ ସୋନିଆ ଗାନ୍ଧୀ: ରାହୁଲ ଗାନ୍ଧୀଙ୍କ କେରଳ ଗସ୍ତ ରଦ୍ଦ

March 25, 2026

ବିଶ୍ୱ ସଙ୍କଟ ସମୟରେ କୃଷି କ୍ଷେତ୍ରରେ ସ୍ଥିରତା ପାଇଁ ଶିବରାଜ ସିଂହ ଚୌହାନଙ୍କ ଉଚ୍ଚସ୍ତରୀୟ ବୈଠକ

March 25, 2026

ଇଣ୍ଟରନେଟ୍ କେବୁଲ କାଟିବ ଇରାନ?: ଭାରତ ଉପରେ ଘନୀଭୂତ ହେଲା ବିପଦ

March 25, 2026

ଯୁଦ୍ଧକୁ ନେଇ ସାରା ବିଶ୍ୱ ଚିନ୍ତିତ, କିନ୍ତୁ ଭାରତ ପାଇଁ କିଛି ଭଲ ଖବର: ଜାଣନ୍ତୁ…

March 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.