Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିଲିକା ନିର୍ବାଚନ ମଣ୍ଡଳୀରୁ ଜେଡିପି ବିଧାୟକ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ
ଆଞ୍ଚଳିକ

ଚିଲିକା ନିର୍ବାଚନ ମଣ୍ଡଳୀରୁ ଜେଡିପି ବିଧାୟକ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

May 6, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଚିଲିକା ନିର୍ବାଚନ ମଣ୍ଡଳୀରୁ ଜେଡିପି ବିଧାୟକ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

ବାଲୁଗାଁ ( ସୀତାରାମ ଅଗ୍ରୱାଲ) :-ସୋମବାର ପୂର୍ବାହ୍ନରେ ଚିଲିକା ନିର୍ବାଚନମଣ୍ଡଳୀ ଜେଡିପି ବିଧାୟକ ପ୍ରାର୍ଥୀ ସେକ କୌଶର ନିଜ ସମର୍ଥକଙ୍କ ସହ ଶୋଭାଯାତ୍ରାରେ ଆସି ଖୋର୍ଦ୍ଧା ଅତିରିକ୍ତ ଜିଲ୍ଲାପାଳ ତଥା ଚିଲିକା ନିର୍ବାଚନ ମଣ୍ଡଳୀ ରିଟର୍ଣ୍ଣିଂ ଅଧିକାରୀ ସାଫଲ୍ୟ ମଣ୍ଡିତ ପ୍ରଧାନଙ୍କ ନିକଟରେ ନିଜର ନାମାଙ୍କନ ପତ୍ର ଦାଖଲ କରିଛନ୍ତି।

ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ପହଞ୍ଚି ପ୍ରସ୍ତାବକ ଓ ସମର୍ଥକଙ୍କ ଦସ୍ତଖତ ପରେ ନିଜର ନାମାଙ୍କନ ପତ୍ର ରିଟର୍ଣ୍ଣିଂ ଅଧିକାରୀଙ୍କ ନିକଟରେ ଦାଖଲ କରିଥିଲେ। ତେବେ ଚଳିତ ନିର୍ବାଚନରେ ଜନସାଧାରଣଙ୍କ ସେବା ଓ ଅଞ୍ଚଳର ବିକାଶ ଦିଗରେ ଉଦ୍ୟମ ଜାରି ରଖିବାସହ ସୁଖଦୁଃଖରେ ଲୋକଙ୍କ ଅତି ନିକଟତର ହୋଇ ସହାୟତାର ହାତ ବଢ଼ାଇବା ପାଇଁ ସଂକଳ୍ପ ନେଇଥିବା ସେକ କୌଶର ଜିତିବେ ବୋଲି ଆଶା କରିଛନ୍ତି।

odishaelection2024 ଓଡିଶାନିର୍ବାଚନ2024 ଚିଲିକା ପ୍ରାର୍ଥୀ
Share. Facebook Twitter LinkedIn Email WhatsApp Copy Link

Related Posts

ମହୁକୁଦରେ ବ୍ଳକ୍ ସ୍ତରୀୟ ବିଶ୍ୱଶାନ୍ତି ଅଲେଖ ମହିମା ଅଖଣ୍ଡ ବ୍ରହ୍ମ ଯଜ୍ଞ

February 19, 2026

ବେଆଇନ ମୋରମ୍ ଚାଲାଣ ଅଭିଯୋଗରେ ହାଇୱା ଗାଡ଼ି ଜବତ

February 19, 2026

ଜିଲ୍ଳାପାଳ ଏବଂ ଏସ୍ ପିଙ୍କ ନାଲିପଡା ଅର୍ଜୁନପୁର ଗ୍ରାମ ପଂଚାୟତରେ ପଲ୍ଲୀରେ ପ୍ରଶାସନ ଜନଶୁଣାଣି

February 16, 2026

ରଙ୍କନାଥ ମନ୍ଦିରରେ ନୂତନ ପ୍ରବଚନ ମଣ୍ଡପକୁ ଉଦଘାଟନ କଲେ ଆଇନ ମନ୍ତ୍ରୀ

February 15, 2026
Latest News

ଓଡିଶା ବଜେଟ ଉପସ୍ଥାପନା କଲେ ମୁଖ୍ୟମନ୍ତ୍ରୀ, ଏଥର ୩ ଲକ୍ଷ ୧୦ ହଜାର କୋଟି ଟଙ୍କା

February 20, 2026

ଆସନ୍ତା ରବିବାର ସନ୍ଧ୍ୟା ୬:୩୦ରୁ ଜୀ ସାର୍ଥକରେ ଓଡିଆ ଚଳଚ୍ଚିତ୍ର “ଇନ୍ସପେକ୍ଟର ସନା” 

February 20, 2026

ବ୍ରହ୍ମପୁର ରେଳ ଷ୍ଟେସନର ପୁନଃବିକାଶକୁ ମଞ୍ଜୁରୀ

February 20, 2026

ଇଣ୍ଡିଆ ଏଆଇ ସମ୍ମିଳନୀରେ ବିରୋଧ ପ୍ରଦର୍ଶନ: ଅନେକ ଯୁବ କଂଗ୍ରେସ କର୍ମୀ ଅଟକ

February 20, 2026

ଟ୍ରମ୍ପଙ୍କ ଇରାନକୁ ଚେତାବନୀ ପରେ କ’ଣ ରହିଛି ସୁନା ଏବଂ ରୂପା ମୂଲ୍ୟ?: ଜାଣନ୍ତୁ ଆଜିର ଦର

February 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.