Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିଲିକା ନିର୍ବାଚନ ମଣ୍ଡଳୀରୁ ଜେଡିପି ବିଧାୟକ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ
ଆଞ୍ଚଳିକ

ଚିଲିକା ନିର୍ବାଚନ ମଣ୍ଡଳୀରୁ ଜେଡିପି ବିଧାୟକ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

May 6, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଚିଲିକା ନିର୍ବାଚନ ମଣ୍ଡଳୀରୁ ଜେଡିପି ବିଧାୟକ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

ବାଲୁଗାଁ ( ସୀତାରାମ ଅଗ୍ରୱାଲ) :-ସୋମବାର ପୂର୍ବାହ୍ନରେ ଚିଲିକା ନିର୍ବାଚନମଣ୍ଡଳୀ ଜେଡିପି ବିଧାୟକ ପ୍ରାର୍ଥୀ ସେକ କୌଶର ନିଜ ସମର୍ଥକଙ୍କ ସହ ଶୋଭାଯାତ୍ରାରେ ଆସି ଖୋର୍ଦ୍ଧା ଅତିରିକ୍ତ ଜିଲ୍ଲାପାଳ ତଥା ଚିଲିକା ନିର୍ବାଚନ ମଣ୍ଡଳୀ ରିଟର୍ଣ୍ଣିଂ ଅଧିକାରୀ ସାଫଲ୍ୟ ମଣ୍ଡିତ ପ୍ରଧାନଙ୍କ ନିକଟରେ ନିଜର ନାମାଙ୍କନ ପତ୍ର ଦାଖଲ କରିଛନ୍ତି।

ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ପହଞ୍ଚି ପ୍ରସ୍ତାବକ ଓ ସମର୍ଥକଙ୍କ ଦସ୍ତଖତ ପରେ ନିଜର ନାମାଙ୍କନ ପତ୍ର ରିଟର୍ଣ୍ଣିଂ ଅଧିକାରୀଙ୍କ ନିକଟରେ ଦାଖଲ କରିଥିଲେ। ତେବେ ଚଳିତ ନିର୍ବାଚନରେ ଜନସାଧାରଣଙ୍କ ସେବା ଓ ଅଞ୍ଚଳର ବିକାଶ ଦିଗରେ ଉଦ୍ୟମ ଜାରି ରଖିବାସହ ସୁଖଦୁଃଖରେ ଲୋକଙ୍କ ଅତି ନିକଟତର ହୋଇ ସହାୟତାର ହାତ ବଢ଼ାଇବା ପାଇଁ ସଂକଳ୍ପ ନେଇଥିବା ସେକ କୌଶର ଜିତିବେ ବୋଲି ଆଶା କରିଛନ୍ତି।

odishaelection2024 ଓଡିଶାନିର୍ବାଚନ2024 ଚିଲିକା ପ୍ରାର୍ଥୀ
Share. Facebook Twitter LinkedIn Email WhatsApp Copy Link

Related Posts

ନେହେରୁ ସେବା ସଂଘରେ ସମ୍ବିଧାନ ଦିବସ ପାଳିତ

November 26, 2025

ବାଣପୁର କୋର୍ଟରେ ସମ୍ବିଧାନ ଦିବସ ପାଳନ ଓ ଆଲୋଚନା ଚକ୍ର ଅନୁଷ୍ଠିତ

November 26, 2025

ବାଲୁଗାଁ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ରରେ ବାର୍ଷିକ ପ୍ରକଳ୍ପ ପ୍ରଦର୍ଶନୀ ଆୟୋଜିତ

November 25, 2025

ବାଲୁଗାଁ କଲେଜରେ ଏନସିସି ଦିବସ

November 23, 2025
Latest News

ପାକିସ୍ତାନୀରେ ବିପର୍ଯ୍ୟୟ ସୃଷ୍ଟି କରିଥିବା ବ୍ରହ୍ମୋସ୍ କ୍ଷେପଣାସ୍ତ୍ର ପାଇଁ ବିଶ୍ୱ ପାଗଳ: ଚୂଡ଼ାନ୍ତ ହେଲା ବଡ଼ ଚୁକ୍ତି

November 26, 2025

ସୋଆରେ ଇନ୍‌ଷ୍ଟିଚ୍ୟୁସନ୍‌ସ ଇନୋଭେସନ୍ କାଉନ୍‌ସିଲ୍‌ର ଆଂଚଳିକ ସମ୍ମିଳନୀ ଆୟୋଜିତ

November 26, 2025

ରାଜ୍ୟରେ ଜାତୀୟ ଦୁଗ୍ଧ ଦିବସ ପାଳିତ

November 26, 2025

ଗବେଷଣା ଓ ଦକ୍ଷତା ନିର୍ମାଣ ବିକାଶ ପାଇଁ ଏମଓୟୁ ସାକ୍ଷର

November 26, 2025

ନେହେରୁ ସେବା ସଂଘରେ ସମ୍ବିଧାନ ଦିବସ ପାଳିତ

November 26, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.