Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚ଼ିଲିକା ବିଜେପିର ମିଶ୍ରଣ ପର୍ବ, ଯୋଗ ଦେଲେ ପାଞ୍ଚଟି ଗ୍ରାମ ପଞ୍ଚାୟତର‌ ବହୁ ବିଜେଡ଼ି କର୍ମୀ
ଆଞ୍ଚଳିକ

ଚ଼ିଲିକା ବିଜେପିର ମିଶ୍ରଣ ପର୍ବ, ଯୋଗ ଦେଲେ ପାଞ୍ଚଟି ଗ୍ରାମ ପଞ୍ଚାୟତର‌ ବହୁ ବିଜେଡ଼ି କର୍ମୀ

May 7, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚିଲିକା( ସୀତାରାମ ଅଗ୍ରୱାଲ): ଚିଲିକା ନିର୍ବାଚ଼ନ ମଣ୍ଡଳୀର କୁମାରଙ୍ଗ, ବିଷ୍ଣୁଡ଼ିହ, ମାନସିଂହପୁର, କୁମାଣ୍ଡଳ,ଭବାନୀପୁର ଗ୍ରାମ ପଞ୍ଚାୟତର‌ ୧୦୦ ରୁ ଉର୍ଦ୍ଧ୍ବ ବିଜେଡ଼ି କର୍ମକର୍ତ୍ତା ବିଜୁ ଜନତା ଦଳ ପରିତ୍ୟାଗ କରି ବିଜେପିରେ ଯୋଗଦେଇଛନ୍ତି। ସେମାନେ ଦଳର ନୀତି, ଆଦର୍ଶ ଓ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ଜନକଲ୍ୟାଣକାରୀ ଯୋଜନାରେ ଅନୁପ୍ରାଣିତ ବିଜେପିରେ ଯୋଗଦେଇଛନ୍ତି।

ବିଜେପି ନେତା ତଥା ଚ଼ିଲିକା ବିଧାନସଭା କ୍ଷେତ୍ରର ଭାଜପା ବିଧାୟକ ପ୍ରାର୍ଥୀ ଶ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନଙ୍କ ଉପସ୍ଥିତିରେ ଭାରତୀୟ ଜନତା ପାର୍ଟିରେ ଆନୁଷ୍ଠାନିକ ଭାବେ ସାମିଲ୍ ହେଲେ।ଦଲରେ ସାମିଲ ହୋଇଥିବା ସମସ୍ତ କାର୍ଯ୍ୟକର୍ତ୍ତା ମାନଙ୍କୁ ଦଳୀୟ ଉତ୍ତରୀୟ ପିନ୍ଧାଇ ଭାଜପା ପରିବାରକୁ ସ୍ବାଗତ କରିଥିଲେ ବିଧାୟକ ପ୍ରାର୍ଥୀ ଶ୍ରୀ ହରିଚ଼ନ୍ଦନ।

ଏହି ମିଶ୍ରଣ ପର୍ବରେ ବାଣପୁର ବ୍ଲକ ଅଧ୍ୟକ୍ଷ‌ ଶ୍ରୀ ଅମରେନ୍ଦ୍ର ରଣସିଂହ, ଚ଼ିଲିକା ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ଜ୍ୟୋସ୍ନା ବେହେରା, ଚ଼ିଲିକା ବ୍ଲକ ଉପାଧ୍ୟକ୍ଷ ଶ୍ରୀ ଅରୁଣ ପଟ୍ଟନାୟକ,ବିରଜାଈ ମଣ୍ଡଳ ଭାଜପା ସଭାପତି ଶ୍ରୀ ଜିତେନ୍ଦ୍ର କୁମାର ଭୋଳ,ବିଷ୍ଣୁଡ଼ିହ ପଞ୍ଚାୟତର‌ ସଂଗଠକ ଶ୍ରୀ ରାଜେଶ ନାୟକ, ଭବାନୀପୁର ପଞ୍ଚାୟତର‌ ସରପଞ୍ଚ ଶ୍ରୀ କାର୍ତ୍ତିକ ବାରିକ,ଭେଟେଶ୍ବର ପଞ୍ଚାୟତର ସରପଞ୍ଚ ଶ୍ରୀମତୀ ସାବିତ୍ରୀ ଭୋଳ,ଭେଟେଶ୍ବର ପଞ୍ଚାୟତର ସମିତିସଭ୍ୟା ଶ୍ରୀମତୀ ରଶ୍ମିତା ପ୍ରଧାନ,ମାନସିଂହପୁର ପଞ୍ଚାୟତର ସରପଞ୍ଚଙ୍କ ପ୍ରତିନିଧି ଶ୍ରୀ ରତ୍ନାକର ବେହେରା ଏବଂ କୁମାରଙ୍ଗ ପଞ୍ଚାୟତ ର‌ ଭାଜପା ସଭାପତି ଶ୍ରୀ ସନାତନ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ।

ଚିଲିକା ଚିଲିକା ବିଜେପି ପୃଥୀରାଜ ହରିଚନ୍ଦନ
Share. Facebook Twitter LinkedIn Email WhatsApp Copy Link

Related Posts

କେନ୍ଦ୍ରମନ୍ତ୍ରୀ ଗଡକରିଙ୍କୁ ସାକ୍ଷାତ କରି ରାଜ୍ୟର ବିଭିନ୍ନ ପ୍ରକଳ୍ପକୁ ତ୍ବରାନିତ କଲେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ

May 26, 2026

ଗୋଦାବାରୀଶ ଉଚ୍ଚ ବିଦ୍ୟାଳୟର ଯୁକ୍ତ ଦୁଇ ପରୀକ୍ଷା ଫଳାଫଳ

May 25, 2026

ଚିଲିକାରୁ ବେଆଇନ ଘେରି ଉଚ୍ଛେଦ

May 19, 2026

ବାଣପୁର: ଜାତୀୟ ସମର ଶିକ୍ଷାଥ୍ରୀ ବାହିନୀ ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା

May 17, 2026
Latest News

ଏହି ରାଜନୈତିକ ଦଳର ବଡ ଘୋଷଣା: ଆଗାମୀ ନିର୍ବାଚନରେ ୩୩% ଆସନରେ ଲଢ଼ିବେ ମହିଳା

May 27, 2026

“ପର୍ଦ୍ଦାଫାସ୍ ହେଲା ରାହୁଲ ଗାନ୍ଧୀଙ୍କ ଏଜେଣ୍ଡା”: ସୁପ୍ରିମକୋର୍ଟଙ୍କ ରାୟ ପରେ ବିଜେପିର ପ୍ରଥମ ପ୍ରତିକ୍ରିୟା

May 27, 2026

ଆସାମ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ରୁଜୁ ହେବ ମାମଲା?: ଦିଲ୍ଲୀ ପୋଲିସଠାରୁ ଜବାବ ମାଗିଲେ କୋର୍ଟ 

May 27, 2026

ସିଦ୍ଧରମୈୟାଙ୍କୁ ରାହୁଲ ଗାନ୍ଧୀଙ୍କ ସିଧା ବାର୍ତ୍ତା: ପରିବର୍ତ୍ତନ ହେବ କି କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ?

May 27, 2026

ବାଇଜୁର ପ୍ରତିଷ୍ଠାତା ରବିନ୍ଦ୍ରନଙ୍କୁ ୬ ମାସ ଜେଲ ଦଣ୍ଡ: ଜାଣନ୍ତୁ କାରଣ

May 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.