Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁରେ ବିଜେଡିର କର୍ମୀ ସମ୍ମିଳନୀ, ଯୋଡି ଶଙ୍ଖରେ ଭୋଟ ଦେବାକୁ ନିବେଦନ
ଆଞ୍ଚଳିକ

ବାଲୁଗାଁରେ ବିଜେଡିର କର୍ମୀ ସମ୍ମିଳନୀ, ଯୋଡି ଶଙ୍ଖରେ ଭୋଟ ଦେବାକୁ ନିବେଦନ

May 8, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାଲୁଗାଁରେ ବିଜେଡିର କର୍ମୀ ସମ୍ମିଳନୀ, ଯୋଡି ଶଙ୍ଖରେ ଭୋଟ ଦେବାକୁ ନିବେଦନ

ବାଲୁଗାଁ ( ସୀତାରାମ ଅଗ୍ରୱାଲ):-ବୁଧବାର ପୂର୍ବାହ୍ନରେ ଚିଲିକା ନିର୍ବାଚନୀ ମଣ୍ଡଳୀ ଅନ୍ତର୍ଗତ ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦର ଶତାଧିକ କର୍ମୀଙ୍କୁ ନେଇ ରାମପୁର ସ୍ଥିତ ବିଜେଡି କାର୍ଯ୍ୟାଳୟରେ ଏକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କର୍ମୀ ସମ୍ମିଳନୀରେ ଚିଲିକା ବିଧାୟକ ପ୍ରାର୍ଥି ରଘୁନାଥ ସାହୁ ଉପସ୍ଥିତ ଥିଲେ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିଭିନ୍ନ ଲୋକାଭିମୁଖୀ ବିକାଶମୂଳକ ଯୋଜନା ଦ୍ୱାରା ଚିଲିକା ନିର୍ବାଚନ ମଣ୍ଡଳର ଉର୍ଣ୍ଣତି ସାଙ୍ଗକୁ ପ୍ରତିଟି ଜନସାଧାରଣ ଉପକୃତ ହୋଇପାରିଛନ୍ତି।ଯାହାକି ବିକାଶର ଧାରାକୁ ତ୍ୱରାନ୍ୱିତ କରିବା ପାଇଁ ଆସନ୍ତା ନିର୍ବାଚନରେ ନବୀନ ପଟ୍ଟନାୟକଙ୍କୁ ଷଷ୍ଠ ଥର ଭାବେ ମୁଖ୍ୟମନ୍ତ୍ରୀ କରାଇବା ସହ ବିଧାୟକ ପ୍ରାର୍ଥି ରଘୁନାଥ ସାହୁ ଏବଂ ସାଂସଦ ପ୍ରାର୍ଥି ଅରୁପ ପଟ୍ଟନାୟକଙ୍କୁ ଯୋଡି ଶଙ୍ଖରେ ବିପୁଳ ମାତ୍ରାରେ ଭୋଟ ଦେଇ ଜୟଯୁକ୍ତ କରିବାପାଇଁ ଉପସ୍ଥିତ କର୍ମୀମାନେ ସଂକଳ୍ପ ନେଇଥିଲେ।

ଉକ୍ତ କାର୍ଯ୍ୟକ୍ରମରେ ଏନଏସି ଅଧ୍ୟକ୍ଷା ସୁକାନ୍ତି ପାଇକରାୟ, ଉପାଧ୍ୟକ୍ଷ ଭଗବାନ ପ୍ରଧାନ, ଏନଏସି ବିଜେଡି ସଭାପତି ଜୟନ୍ତ ସ୍ବାଇଁ,ଏନଏସି ଯୁବ ଛାତ୍ର ବିଜେଡି ସଭାପତି ଶଶିକାନ୍ତ ପାଇକରାୟ, କାଉନସିଲର ଅଭିମନ୍ୟୁ ସ୍ବାଇଁ, ଲକ୍ଷ୍ମୀଧର ସେଠୀ, ମମତା ପଣ୍ଡା, ସୁଜାତା ପଣ୍ଡା, ଅନିତା ସ୍ବାଇଁ, ପୂର୍ବତନ ମନ୍ତ୍ରୀ ଦେବେନ୍ଦ୍ର ନାଥ ମାନସିଂହ,ଏନଏସି ଅଧ୍ୟକ୍ଷା ପ୍ରତିନିଧି ସନ୍ତୋଷ ପାଇକରାୟଙ୍କ ସମେତ ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦ ବିଜୁ ଜନତା ଦଳର ଶତାଧିକ କର୍ମୀ ଯୋଗ ଦେଇଥିଲେ।

odishaelection2024 ଓଡିଶାନିର୍ବାଚନ2024 ଚିଲିକା ବିଜେଡି ବାଲୁଗାଁ ବିଜେଡି ରଘୁନାଥ ସାହୁ
Share. Facebook Twitter LinkedIn Email WhatsApp Copy Link

Related Posts

ସ୍ଵର୍ଗତ ପଣ୍ଡିତ ନୃସିଂହ ପ୍ରସାଦ ମିଶ୍ରଙ୍କ ଦ୍ଵାଦଶାହ ସ୍ମୃତିସଭା

April 22, 2026

ବନାନ ସଂଶୋଧନ : ମତାମତ ମାଗିଲେ ସରକାର

April 22, 2026

ଝାରସୁଗୁଡା ଦେଶର ସବୁଠୁ ଉତ୍ତପ୍ତ ସହର

April 22, 2026

ବ୍ରହ୍ମପୁର ରେଳ ଷ୍ଟେସନର ହେବ ଆଧୁନିକୀକରଣ; ୩ଟି ନୂଆ ଲାଇନ ସହ ଦକ୍ଷିଣ ଓଡ଼ିଶାର ଆଧ୍ୟାତ୍ମିକ ଓ ସାଂସ୍କୃତିକ ଐତିହ୍ୟର ପ୍ରତିଫଳନ

April 22, 2026
Latest News

୮ଟି ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ

April 22, 2026

ସ୍ଵର୍ଗତ ପଣ୍ଡିତ ନୃସିଂହ ପ୍ରସାଦ ମିଶ୍ରଙ୍କ ଦ୍ଵାଦଶାହ ସ୍ମୃତିସଭା

April 22, 2026

ବନାନ ସଂଶୋଧନ : ମତାମତ ମାଗିଲେ ସରକାର

April 22, 2026

ଝାରସୁଗୁଡା ଦେଶର ସବୁଠୁ ଉତ୍ତପ୍ତ ସହର

April 22, 2026

ଇଥାନଲ୍ ଉପରେ ନିୟମ ପରିବର୍ତ୍ତନ କଲେ ସରକାର, ମହଙ୍ଗା ବିମାନ ଯାତ୍ରା ହେବ ଶସ୍ତା !

April 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.