Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ ଅବକାରୀ ବିଭାଗର ଚଢାଉ, ମିଳିଲା ୨୧ କେଜି ୧୫୦ ଗ୍ରାମ ଗଞ୍ଜେଇ
ଆଞ୍ଚଳିକ

ବାଲୁଗାଁ ଅବକାରୀ ବିଭାଗର ଚଢାଉ, ମିଳିଲା ୨୧ କେଜି ୧୫୦ ଗ୍ରାମ ଗଞ୍ଜେଇ

May 9, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାଲୁଗାଁ ଅବକାରୀ ବିଭାଗର ଚଢାଉ, ମିଳିଲା ୨୧ କେଜି ୧୫୦ ଗ୍ରାମ ଗଞ୍ଜେଇ

ବାଲୁଗାଁ: ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଅବକାରୀ ବିଭାଗକୁ ମିଳିଛି ସଫଳତା। ଜାତୀୟ ରାଜପଥରେ ଚଢ଼ାଉ କରି ବିପୁଳ ପରିମାଣରେ ଗଞ୍ଜେଇ ଜବତ କରିଛି ଅବକାରୀ ବିଭାଗ। ସୂଚନା ମୁତାବକ ନାଚୁଣୀ ୧୬ ନମ୍ବର ଜାତୀୟ ରାଜପଥ ସୁନାଖେଳା ଓଭରବ୍ରିଜ ନିକଟରେ ୩ ଜଣ ଯୁବକ ସଂନ୍ଦିଗ୍ଧ ଅବସ୍ଥାରେ ବୁଲୁଥିବା ବେଳେ ସୂଚନା ପାଇ ଚଢ଼ାଉ କରିଥିଲେ ବାଲୁଗାଁ ଅବକାରୀ ଅଧିକାରିଣୀ ସ୍ମିତା ପଣ୍ଡା ଓ ଟିମ।

ଚଢ଼ାଉ ବେଳେ ତିନି ଯୁବକଙ୍କ ନିକଟରୁ ୨୧ କେଜି ୧୫୦ ଗ୍ରାମ ଗଞ୍ଜେଇ ଜବତ ହୋଇଛି। ଅଭିଯୁକ୍ତ ମାନେ ହେଲେ ଉତ୍ତରପ୍ରଦେଶ ର ଫଇଜାଲ(୨୬), ମୁସାରଫ(୨୩) ଏବଂ ଜିସାନ (୨୨) l ତେବେ ଅଭିଯୁକ୍ତ ମାନେ ଉକ୍ତ ଗଞ୍ଜେଇ କେଉଁଠୁ ଆଣିଲେ ଏବଂ କୁଆଡ଼େ ନେଉଥିଲେ ସେବିଷୟରେ ଏଯାବତ ମୁହଁ ଖୋଲିନାହାନ୍ତି। ଅଭିଯୁକ୍ତ ମାନଙ୍କୁ ଆଜି କୋର୍ଟଚାଲାଣ କରାଯିବ ବୋଲି ଅବକାରୀ ଅଧିକାରିଣୀ ଶ୍ରୀମତୀ ପଣ୍ଡା କହିଛନ୍ତି।

ଗଞ୍ଜେଇ ଗଞ୍ଜେଇ ଜବତ ବାଲୁଗାଁ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁରରେ ଆରଏସଏସ ଓ ଏବିଭିପି ପକ୍ଷରୁ ରଥଯାତ୍ରା ସେବା କାର୍ଯ୍ୟ

July 16, 2026

ଟାଙ୍ଗୀ ବ୍ଲକ ପରିସରରେ ମିଳିତ ଜନଶୁଣାଣି ଶିବିର

July 13, 2026

ଦିବଙ୍ଗତ କବି ସଂଗ୍ରାମ କେଶରୀ ସାହୁଙ୍କ ଦ୍ଵାଦଶାହ ଶ୍ରଦ୍ଧାଞ୍ଜଳି ସଭା

July 11, 2026

ଟ୍ରକ ଭର୍ତ୍ତି ଗଞ୍ଜେଇ ଜବତ : ତିନି ଗିରଫ

July 10, 2026
Latest News

କିଡନୀ ଖରାପ ହେଲେ ଦେଖାଯାଏ ଏହି ଲକ୍ଷଣ: ଆଦୌ କରନ୍ତୁ ନାହିଁ ଅଣଦେଖା

July 18, 2026

ଟ୍ରମ୍ପ-ନେତାନାହୁଙ୍କ ମଧ୍ୟରେ ଫାଟ?: ୱାଶିଂଟନ ଗସ୍ତ ବାତିଲ କଲେ ଇସ୍ରାଏଲୀ ପ୍ରଧାନମନ୍ତ୍ରୀଙ୍କ

July 18, 2026

ଏମ୍ସ ଭୁବନେଶ୍ବର ଷଷ୍ଠ ସମାବର୍ତ୍ତନ ଉତ୍ସବ: ୩୨ ମେଧାବୀ ଛାତ୍ରଛାତ୍ରୀଙ୍କୁ ପ୍ରଦାନ କରାଯିବ ୬୧ ସ୍ୱର୍ଣ୍ଣ ପଦକ

July 18, 2026

ରଥଯାତ୍ରାରେ ଆହତ ହୋଇଥିବା ଶ୍ରଦ୍ଧାଳୁଙ୍କ ସ୍ୱାସ୍ଥ୍ୟାବସ୍ଥା ବୁଝିଲେ ଉପମୁଖ୍ୟମନ୍ତ୍ରୀ

July 18, 2026

ବିକଶିତ ଓଡ଼ିଶା ଗଠନ ପାଇଁ NEP ଅପରିହାର୍ଯ୍ୟ: ନିତ୍ୟାନନ୍ଦ ଗଣ୍ଡ

July 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.