Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଖୋର୍ଦ୍ଧା: ବାଣ ପ୍ରସ୍ତୁତ ସମୟରେ ବିସ୍ଫୋରଣ ଘଟି ଦୁଇ ଆହତ
ଆଞ୍ଚଳିକ

ଖୋର୍ଦ୍ଧା: ବାଣ ପ୍ରସ୍ତୁତ ସମୟରେ ବିସ୍ଫୋରଣ ଘଟି ଦୁଇ ଆହତ

May 10, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଖୋର୍ଦ୍ଧା: ବାଣ ପ୍ରସ୍ତୁତ ସମୟରେ ବିସ୍ଫୋରଣ ଘଟି ଘର ଜଳିଯିବା ସହ ଦୁଇ ଜଣ ଆହତ ହୋଇଛନ୍ତି। ବିସ୍ଫୋରଣ ସମୟରେ ଶବ୍ଦ ଏତେ ଭୟଙ୍କର ଥିଲା ଯେ, ଆଖପାଖରେ ଆତଙ୍କ ଖେଳିଯାଇଛି। ଖୋର୍ଦ୍ଧା ଜିଲ୍ଲା ବାଘମାରି ଥାନା ଅନ୍ତର୍ଗତ ଲେଖନପୁର ଗାଁ ରେ ଏଭଳି ଏକ ଅଭାବନୀୟ ଘଟଣା ଘଟିଛି। ସେଇ ଗାଁ ର ଗୌରାଙ୍ଗ ଚରଣ ପଟ୍ଟନାୟକଙ୍କ ଘରେ ବାଣ ଭିଡୁ ଥିବା ବେଳେ ବିସ୍ଫୋରଣ ଘଟି ଘରର ଆଜବେଷ୍ଟ ଉଡ଼ି ଯାଇଛି।

ଘରର ମାଲିକ ଗୁରୁତର ଆହତ ହେବା ସହ ତାଙ୍କ ନାତୁଣୀ ମଧ୍ୟ ଆହତ ହୋଇଛି। ବାଙ୍କୀ ଏବଂ ବେଗୁନିଆରୁ ଦମକଳ ଆସି ନିଆକୁ ଆୟତ କରିଛି।

ଖବର ପାଇ ଖୋର୍ଦ୍ଧା ଏସ ଡି ପି ଓ ଦିଲ୍ଲୀପ କୁମାର ଦାସ ଏବଂ ବାଘମାରି ଆଇ ଆଇ ସି ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି। ଆହତ ବ୍ୟକ୍ତି ଙ୍କୁ ଭୁବନେଶ୍ୱର ର ଏକ ଘରୋଇ ମେଡିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି।

ଖୋର୍ଦ୍ଧା ବିସ୍ଫୋରଣ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁରରେ ଖୋଲିଲା ଯୋଗ ଶିକ୍ଷା କେନ୍ଦ୍ର: କ୍ୟାରିଅର ଗଢିବା ପାଇଁ ପାଠ୍ୟକ୍ରମ ବ୍ୟବସ୍ଥା

March 31, 2026

ଚିଲିକାରାଣୀ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟର ୪୪ ତମ ବାର୍ଷିକ ଉତ୍ସବ

March 30, 2026

ଶ୍ରୀ ସତ୍ୟସାଇ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ଉତ୍ସବ

March 30, 2026

ରାୟଗଡ଼ା ଏବଂ ଖୋର୍ଦ୍ଧା ଜିଲ୍ଲାରେ ଦୁଇଟି ମେଗା ଫୁଡ ପାର୍କ ସ୍ଥାପନ କେନ୍ଦ୍ର ସରକାରଙ୍କ ମଞ୍ଜୁରି

March 28, 2026
Latest News

“ପ୍ରଧାନମନ୍ତ୍ରୀ ଯାହା କରିପାରିବେ, ତାହା…”: ଇରାନ ଯୁଦ୍ଧ ଉପରେ ଓମାର ଅବଦୁଲ୍ଲାଙ୍କ ବଡ଼ ବୟାନ

March 31, 2026

ନକ୍ସଲମୁକ୍ତ ଭାରତ ଘୋଷଣା ପରେ ଶିବସେନା ସାଂସଦଙ୍କ ପ୍ରତିକ୍ରିୟା: ସରକାରକୁ କଲେ ପ୍ରଶ୍ନ

March 31, 2026

ବାଣପୁରରେ ଖୋଲିଲା ଯୋଗ ଶିକ୍ଷା କେନ୍ଦ୍ର: କ୍ୟାରିଅର ଗଢିବା ପାଇଁ ପାଠ୍ୟକ୍ରମ ବ୍ୟବସ୍ଥା

March 31, 2026

ଖୋଲାଖୋଲି ବିକ୍ରି ହେଉଥିଲା “ମେଡ୍ ଇନ୍ ପାକିସ୍ତାନ” ସାମଗ୍ରୀ: ରାକେଟର ପର୍ଦ୍ଦାଫାସ କଲା ପୋଲିସ

March 31, 2026

IPL ଠାରୁ PSLରେ ପ୍ଲେୟାର ଅଫ୍ ଦି ମ୍ୟାଚ୍ ପୁରସ୍କାର ରାଶି ଅଧିକ?: ଜାଣନ୍ତୁ କେତେ ପାର୍ଥକ୍ୟ

March 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.