Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିଲିକା କୂଳରୁ ମୃତ ଡ଼ଲଫିନ ଉଦ୍ଧାର: ମୃତ୍ୟୁର କାରଣ ଅସ୍ପଷ୍ଟ
ଆଞ୍ଚଳିକ

ଚିଲିକା କୂଳରୁ ମୃତ ଡ଼ଲଫିନ ଉଦ୍ଧାର: ମୃତ୍ୟୁର କାରଣ ଅସ୍ପଷ୍ଟ

May 12, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଲୁଗାଁ (ସୀତାରାମ ଅଗ୍ରୱାଲ): ଆଜି ବାଲୁଗାଁ ଚିଲିକା କୂଳ ଗୋପବନ୍ଧୁ ନଗର ଠାରେ ଏକ ମୃତ ଡ଼ଲଫିନ ଉଦ୍ଧାର ହୋଇଛି।  ସୂଚନା ପାଇ ବାଲୁଗାଁ ବନ୍ୟପ୍ରାଣୀ ବିଭାଗ ଅଧିକାରୀ ମାନେ ଘଟଣାସ୍ଥଳକୁ ପହଞ୍ଚି ମୃତ୍ ଡ଼ଲଫିନ ଜବତ କରିଛନ୍ତି। ଏହା ଇରାୱାଡି ପ୍ରଜାତିର ଡ଼ଲଫିନ ବୋଲି ଜଣାପଡିଛି।

ତେବେ ଡ଼ଲଫିନର ବୟସ ଆନୁମାନିକ ଦୁଇ ବର୍ଷ ଭିତରେ ହୋଇଥିବାବେଳେ ଏହାର ମୃତ୍ୟୁ କିପରି ହେଲା ତାହା ଅସ୍ପଷ୍ଟ ରହିଛି। ବର୍ତ୍ତମାନ ମୃତ ଡ଼ଲଫିନର ଶବ ବ୍ୟବଚ୍ଛେଦ କରାଯାଇଥିବା ବେଳେ ରିପୋର୍ଟ ଆସିବା ପରେ ମୃତ୍ୟୁର କାରଣ ଜଣାପଡିବ ବୋଲି ଚିଲିକା ବନ୍ୟପ୍ରାଣୀ ଡ଼ିଏଫଓ ଅମ୍ଲାନ ନାୟକ ସୂଚନା ଦେଇଛନ୍ତି।

ଚିଲିକା ବାଲୁଗାଁ ମୃତ ଡ଼ଲଫିନ ଉଦ୍ଧାର
Share. Facebook Twitter LinkedIn Email WhatsApp Copy Link

Related Posts

ତାମିଲନାଡୁରେ ଆଉ ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

October 14, 2026

ବିରଳ ବଜ୍ରକାପ୍ତା ଉଦ୍ଧାର

October 13, 2026

କରୁଣାଶାନ୍ତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ

October 10, 2026

ବାରୁଦ ଓ ବାଣ ସାମଗ୍ରୀ ଜବତ, ଅଭିଯୁକ୍ତ ଗିରଫ

October 9, 2026
Latest News

ଆଜି ମହଙ୍ଗା ହେଲା ସୁନା: ଜାଣନ୍ତୁ ରୂପାର ସ୍ଥିତି

October 16, 2026

ଦୀପାବଳି ପୂର୍ବରୁ ମହିଳା ସଂରକ୍ଷଣ ଏବଂ ସୀମା ନିର୍ଦ୍ଧାରଣ ବିଲ୍!: ସରକାର ଡାକିବେ ସଂସଦୀୟ ଅଧିବେଶନ?

October 16, 2026

ବାଂଲାଦେଶ ଭଳି ସରକାର ବଦଳାଇବାକୁ ଚାଲିଛି ଷଡ଼ଯନ୍ତ୍ର : ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ

October 16, 2026

ୟେମେନର ରାଷ୍ଟ୍ରପତି ଭବନରେ ହୁତି ଆକ୍ରମଣ: ୫ ମୃତ ଓ ୧୬ ଆହତ

October 16, 2026

୭.୦ ତୀବ୍ରତାର ଭୂକମ୍ପରେ ଥରିଲା ରୁଷର କାମଚାଟ୍‌କା ଉପଦ୍ୱୀପ

October 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.