Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ବଜ୍ରାଘାତରେ ଯୁବକଙ୍କ ପ୍ରାଣହାନୀ
ଆଞ୍ଚଳିକ

ବାଣପୁର: ବଜ୍ରାଘାତରେ ଯୁବକଙ୍କ ପ୍ରାଣହାନୀ

May 12, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର (ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅଞ୍ଚଳରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ବଜ୍ରାଘାତରେ ଜଣେ ଯୁବକ ପ୍ରାଣ ହରାଇଥିବା ଖବର ହସ୍ତଗତ ହୋଇଛି।

ସୂଚନା ମୁତାବକ ଗତକାଲି ବିଳମ୍ବିତ ରାତ୍ରିରେ ପ୍ରବଳ ବଜ୍ରପାତ ସହ ବର୍ଷା ହୋଇଥିବା ବେଳେ ବାଣପୁର ଏନଏସି ଦାଶରଥିପୁର ଗ୍ରାମ ହରିଜନ ସାହିର ସ୍ବର୍ଗତ ଗୋଲକ ନାୟକଙ୍କ ପୁତ୍ର ସାଗର ନାୟକ (୩୪)ଙ୍କ ଉପରେ ବଜ୍ରପାତ ହୋଇଥିଲା। ସେ ଘର ବାହାରେ ଶୋଇଥିବା ବେଳେ ବଜ୍ରାଘାତର ଶିକାର ହୋଇଥିଲେ।

ତେବେ ପରିବାରବର୍ଗ ତାଙ୍କୁ ବାଣପୁର ମେଡିକାଲ ନେଇଥିବା ବେଳେ ଡାକ୍ତର ସେଠାରେ ତାଙ୍କୁ ମୃତ୍ ଘୋଷଣା କରିଥିଲେ। ଖବର ପାଇ ବାଣପୁର ପୋଲିସ କେସ ନମ୍ବର ୬/୨୪ ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇଦେଇଛି। ଏ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।

ବଜ୍ରାଘାତ ବାଣପୁର ଯୁବକଙ୍କ ପ୍ରାଣହାନୀ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026

ଡାଲିର ଗୁଣ ଜ୍ଞାନ ଓ ମାଗଣା ସ୍ଵାସ୍ଥ୍ୟ ଶିବିର ଅନୁଷ୍ଠିତ

March 9, 2026

ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦର ସୁବର୍ଣ୍ଣ ଜୟନ୍ତୀ ମହାସମାରୋହରେ ପାଳିତ

March 7, 2026

ସଡ଼କ ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ

March 5, 2026
Latest News

ଏହି ତାରିଖରେ ପ୍ରକାଶ ପାଇବ ୨୦୨୬ ଆଇପିଏଲ କାର୍ଯ୍ୟସୂଚୀ: BCCI ରୁ ମିଳିଲା ଅପଡେଟ୍

March 10, 2026

ପ୍ରମୁଖ କୃଷି ଫସଲ ଉତ୍ପାଦନର ଦ୍ୱିତୀୟ ଅଗ୍ରୀମ ଆକଳନ ପ୍ରକାଶ କଲା କୃଷି ମନ୍ତ୍ରଣାଳୟ

March 10, 2026

ପିଆଇବି ଏଡିଜିଙ୍କ ଆକାଶବାଣୀ ପୁରୀ କେନ୍ଦ୍ର ଗସ୍ତ

March 10, 2026

ଜଳ ଜୀବନ ମିଶନର ଅବଧି ବୃଦ୍ଧି ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରୀ

March 10, 2026

‘ଭାରତ ସରକାର ଦାୟୀ ନୁହନ୍ତି’: ଗ୍ୟାସ ଯୋଗାଣ ଅଭାବ ଉପରେ କଂଗ୍ରେସ ସାଂସଦଙ୍କ ବିବୃତ୍ତି

March 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.