Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚ଼ିଲିକା ବିଜେପିର‌ ମିଶ୍ରଣ ପର୍ବ: ଯୋଗ ଦେଲେ ପୂର୍ବତନ ଅଧ୍ୟକ୍ଷା, ସରପଞ୍ଚ, ସମିତିସଭ୍ୟ
ଆଞ୍ଚଳିକ

ଚ଼ିଲିକା ବିଜେପିର‌ ମିଶ୍ରଣ ପର୍ବ: ଯୋଗ ଦେଲେ ପୂର୍ବତନ ଅଧ୍ୟକ୍ଷା, ସରପଞ୍ଚ, ସମିତିସଭ୍ୟ

May 12, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚ଼ିଲିକା (ସୀତାରାମ ଅଗ୍ରୱାଲ): ଆଜି ଚ଼ିଲିକା ବ୍ଲକ ର ପୂର୍ବତନ ଅଧ୍ୟକ୍ଷା ଝରଣା ରାଣୀ ବାରିକ, ବରିଷ୍ଠ ବିଜେଡ଼ି ସଂଗଠକ ପ୍ରଫୁଲ୍ଲ ବାରିକ, ଦାମିଆ ବରବରା ପଞ୍ଚାୟତର ପୂର୍ବତନ ସରପଞ୍ଚ ଉପେନ୍ଦ୍ର ଜାନି, ଜରିପଡ଼ା ପଞ୍ଚାୟତ‌ର ପୂର୍ବତନ ସମିତିସଭ୍ୟ ବିଦ୍ୟା ବେହେରା, ଭେଟେଶ୍ବର ପଞ୍ଚାୟତର ବିଜେଡ଼ି କର୍ମକର୍ତ୍ତା ନରହରି ଜେନା, ତୁମ୍ବୁରାପୁଟ ପଞ୍ଚାୟତର ବିଜେଡ଼ି କର୍ମକର୍ତ୍ତା ଟୁକୁ ବେହେରା, ରବି ବେହେରା, ଦାମିଆ ବରବରା ପଞ୍ଚାୟତର ୱାର୍ଡ଼ ମେମ୍ବର ଦମୟନ୍ତୀ ଜାନି, ପୂର୍ବତନ ୱାର୍ଡ଼ ମେମ୍ବର ମୂରଲୀ ଜାନି, ଦାମିଆ ବରବରା ପଞ୍ଚାୟତର ସ୍ବାଧିନ ସରପଞ୍ଚ ପ୍ରାର୍ଥୀ ଉପେନ୍ଦ୍ର ଶବର ଏବଂ ଦାମିଆ ବରବରା, ଜରିପଡ଼ା ଓ‌ ସୋରଣ ପଞ୍ଚାୟତର ୧୦୦ ରୁ ଉର୍ଦ୍ଧ୍ବ କର୍ମୀ ବିଜୁ ଜନତା ଦଳ ପରିତ୍ୟାଗ କରି ବିଜେପିର ନୀତି ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆଦର୍ଶରେ ଅନୁପ୍ରାଣିତ‌ ହୋଇ‌ ଚ଼ିଲିକାର ପୂର୍ବତନ ବିଧାୟକ ଡ଼ାଃ ବିଭୂତିଭୂଷଣ ହରିଚ଼ନ୍ଦନ, ଚ଼ିଲିକା ଭାଜପା ବିଧାୟକ ପ୍ରାର୍ଥୀ ପୃଥ୍ୱୀରାଜ ହରିଚ଼ନ୍ଦନଙ୍କ ଉପସ୍ଥିତିରେ ଭାରତୀୟ ଜନତା ପାର୍ଟିରେ ବିଧିବଦ୍ଧ ଭାବେ ସାମିଲ୍ ହେଲେ।

ଦଳରେ ସାମିଲ ହୋଇଥିବା ସମସ୍ତ କାର୍ଯ୍ୟକର୍ତ୍ତା ମାନଙ୍କୁ ଦଳୀୟ ଉତ୍ତରୀୟ ପିନ୍ଧାଇ ଭାଜପା ପରିବାରକୁ ସ୍ବାଗତ କରିଥିଲେ ଡ଼ାଃ ହରିଚ଼ନ୍ଦନ ଓ ଶ୍ରୀ ହରିଚ଼ନ୍ଦନ। ଏହି କାର୍ଯ୍ୟକର୍ତ୍ତା ମାନେ ଦଳରେ ସାମିଲ୍ ହେବା ଦ୍ବାରା ଦଳର ସଂଗଠନ ଆହୁରି ସୁଦୃଢ଼ ହେବ ବୋଲି ମତ ପ୍ରକାଶ କରିଥଲେ ବିଧାୟକ ପ୍ରାର୍ଥୀ ଶ୍ରୀ ହରିଚ଼ନ୍ଦନ।

ଏହି ମିଶ୍ରଣ ପର୍ବରେ ଚ଼ିଲିକା ବିଜେପି ପ୍ରଭାରୀ ବିକାଶ ପଟ୍ଟନାୟକ, ବାଣପୁର ବ୍ଲକ ଅଧ୍ୟକ୍ଷ‌ ଅମରେନ୍ଦ୍ର ରଣସିଂହ, ଚ଼ିଲିକା ବ୍ଲକ ଅଧ୍ୟକ୍ଷା ଜ୍ୟୋସ୍ନା ବେହେରା, ଭେଟେଶ୍ବର ପଞ୍ଚାୟତର ପୂର୍ବତନ ସରପଞ୍ଚ ତଥା ବିରଜାଈ ମଣ୍ଡଳ ଭାଜପା ସଭାପତି ଜିତେନ୍ଦ୍ର କୁମାର ଭୋଳ ଏବଂ ଚ଼ଣ୍ଡେଶ୍ବର ମଣ୍ଡଳ ଭାଜପା ସଭାପତି ଲକ୍ଷ୍ମୀଧର ବରାଳ ଉପସ୍ଥିତ ଥିଲେ।

ଚିଲିକା ବିଜେପି ମିଶ୍ରଣ ପର୍ବ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର ବ୍ଲକରେ ଯୋଗଦେଲେ ନୂତନ ବିଡ଼ିଓ

August 4, 2025

ଚିଲିକା ସାମ୍ବାଦିକଙ୍କୁ ମରଣାନ୍ତକ ଆକ୍ରମଣ: କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି

August 3, 2025

ନରସିଂହପୁର କ୍ଲଷ୍ଟରରେ ଦ୍ଵିତୀୟ ମାସିକ କ୍ଲଷ୍ଟର ବୈଠକ

August 2, 2025

ଗୋଦାବରୀଶ ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଓ ଦାୟିତ୍ଵ ଗ୍ରହଣ ଉତ୍ସବ

July 31, 2025
Latest News

ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ କାର୍ଯ୍ୟକ୍ରମ ସମୀକ୍ଷା: ପ୍ରଥମ ପର୍ଯ୍ୟାୟରେ ନିର୍ମାଣ ହେବ ୮୩୫ ସ୍କୁଲ

August 5, 2025

ଜୀ ସାର୍ଥକରେ ଅଗଷ୍ଟ ୧୦ ସନ୍ଧ୍ୟା ୬.୩୦ରେ ଦେଖନ୍ତୁ ଓଡ଼ିଆ ଫିଲ୍ମ ‘ପାରି କରିବେ ଭୋଳାଶଙ୍କର ୪’

August 4, 2025

୩୩ ସିଭିଲ ଜଜଙ୍କୁ ଶପଥ ପାଠ କରାଇଲେ ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି

August 4, 2025

ଖୋର୍ଦ୍ଧା: ଜିଲ୍ଲା ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଅନୁଷ୍ଠିତ

August 4, 2025

ଓଭାଲ ଟେଷ୍ଟରେ ଭାରତର ଚମତ୍କାର ବିଜୟ ପରେ କାହିଁକି କ୍ଷମା ମାଗିଲେ କଂଗ୍ରେସ ସାଂସଦ ଶଶି ଥରୁର?

August 4, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.