Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଜବାହର ନବୋଦୟ ବିଦ୍ୟାଳୟର ଦଶମ ଓ ଦ୍ଵାଦଶ ପରୀକ୍ଷାରେ ଛାତ୍ରଛାତ୍ରୀଙ୍କ ସଫଳତା
ଆଞ୍ଚଳିକ

ଜବାହର ନବୋଦୟ ବିଦ୍ୟାଳୟର ଦଶମ ଓ ଦ୍ଵାଦଶ ପରୀକ୍ଷାରେ ଛାତ୍ରଛାତ୍ରୀଙ୍କ ସଫଳତା

May 16, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୟାଗଡ ଟାଉନ (ସୁଧାକର ମିଶ୍ର): ଚଳିତ CBSE ପରୀକ୍ଷାରେ ନୟାଗଡ ନବୋଦୟ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ଅଭୁତପୂର୍ବ ସଫଳତା ହାସଲ କରିଛନ୍ତି। ଦଶମ ଶ୍ରେଣୀରେ ଶିବାଶିଷ ପଢି ୫୦୦ ରୁ ୪୯୦ମାର୍କ ରଖି ପ୍ରଥମ ସ୍ଥାନ ଅଧିକାର କରି ବିଦ୍ୟାଳୟକୁ ଗୌରବାନ୍ୟୁତ କରିଛନ୍ତି। ବିଜୟାଲକ୍ଷ୍ମୀ ଦାଶ ୪୮୯ ମାର୍କ ରଖି ଦ୍ଵିତୀୟ ସ୍ଥାନ ଓ ଅବିନାଶ କହ୍ନର ୪୮୩ ମାର୍କ ରଖି ତୃତୀୟ ସ୍ଥାନ ଅଧିକାର କରିଛନ୍ତି।

ସେହିପରି ଦ୍ଵାଦଶ ବିଜ୍ଞାନରେ କ୍ଷ୍ୟାତି ଅଗ୍ରୱାଲ ୫୦୦ ରୁ ୪୭୬ ରଖି ବିଦ୍ୟାଳୟକୁ ଗୌରବାନ୍ୟୁତ କରିଛନ୍ତି। ଯୁଜୁନ ସାହୁ ୪୭୫ ମାର୍କ ରଖି ଦ୍ଵିତୀୟ ଓ ଦେବାଶିଷ ସାହୁ, ଦିପ୍ତୀରଂଜନ ନାୟକ, ଶୁଭମ ମହାରଣା, ରାଜେଶ କୁମାର ସେଠି ଚାରିଜଣ ଛାତ୍ର ୪୬୯ ମାର୍କ ରଖି ତୃତୀୟ ସ୍ଥାନରେ ଉତୀର୍ଣ୍ଣ ହୋଇଛନ୍ତି।

ଉଭାୟ ଦଶମ ଓ ଦ୍ୱାଦଶ ଶ୍ରେଣୀରେ ଶତ ପ୍ରତିଶତ ଛାତ୍ରଛାତ୍ରୀ ଉତୀର୍ଣ୍ଣ ହୋଇଛନ୍ତି। ଛାତ୍ରଛାତ୍ରୀଙ୍କ ସଫଳତାରେ ବିଦ୍ୟାଳୟ ଅଧ୍ୟକ୍ଷ, ଶିକ୍ଷକ, ଶିକ୍ଷୟତ୍ରୀ, କର୍ମଚାରୀ ଓ ଅଭିଭାବକ ଖୁସିବ୍ୟକ୍ତ କରିଛନ୍ତି।

cbse ଜବାହର ନବୋଦୟ ବିଦ୍ୟାଳୟ ନୟାଗଡ଼ ଟାଉନ
Share. Facebook Twitter LinkedIn Email WhatsApp Copy Link

Related Posts

ତାମିଲନାଡୁରେ ଆଉ ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

October 14, 2026

ବିରଳ ବଜ୍ରକାପ୍ତା ଉଦ୍ଧାର

October 13, 2026

କରୁଣାଶାନ୍ତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ

October 10, 2026

ବାରୁଦ ଓ ବାଣ ସାମଗ୍ରୀ ଜବତ, ଅଭିଯୁକ୍ତ ଗିରଫ

October 9, 2026
Latest News

୧୮ରେ ଶପଥ ନେବେ ନୂଆ ରାଜ୍ୟପାଳ ବ୍ରଜମୋହନ ରାମ

October 16, 2026

ନକ୍ସଲମୁକ୍ତ ଭାରତ ପରେ ପୀଡ଼ିତଙ୍କ କ୍ଷତ ଉପଶମ ଓ ସମ୍ମାନଜନକ ଜୀବନ ସୁନିଶ୍ଚିତ କରିବା ଲକ୍ଷ୍ୟ

October 16, 2026

ଲଦାଖରେ ୩୩୫୦ କୋଟି ମୂଲ୍ୟର ୫ଟି ବିକାଶମୂଳକ ପ୍ରକଳ୍ପର ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ

October 16, 2026

ଅକ୍ଟୋବର ୧୬ ତାରିଖ ଶୁକ୍ରବାର ରାଶିଫଳ: ସ୍ୱାସ୍ଥ୍ୟ ଏବଂ ରୋମାନ୍ସ କ୍ଷେତ୍ରରେ କିପରି ରହିବ ଆଜିର ଦିନ

October 16, 2026

ଖାଦ୍ୟ ବିଷାକ୍ତ କାରଣରୁ ୮୪ ସୀମା ସୁରକ୍ଷା ବଳ ଯବାନ ହସ୍ପିଟାଲରେ ଭର୍ତ୍ତି

October 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.