Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ପଂଚାୟତ ବିଜେଡ଼ି କାର୍ଯ୍ୟକାରୀ ସଭାପତି ହେଲେ ବିଚିତ୍ରାନନ୍ଦ ପ୍ରଧାନ
ଆଞ୍ଚଳିକ

ପଂଚାୟତ ବିଜେଡ଼ି କାର୍ଯ୍ୟକାରୀ ସଭାପତି ହେଲେ ବିଚିତ୍ରାନନ୍ଦ ପ୍ରଧାନ

May 18, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

କୁଜଙ୍ଗ: କୁଜଙ୍ଗ ପଂଚାୟତ ବିଜେଡ଼ିକୁ ମଜବୁତ୍ କରିବା ଲକ୍ଷରେ ଆଜି କୁଜଙ୍ଗ ଅଂଚଳର ଯୁବ ସଂଗଠକ ତଥା ବରିଷ୍ଠ ସାମ୍ବାଦିକ ବିଚିତ୍ରାନନ୍ଦ ପ୍ରଧାନଙ୍କୁ ପଂଚାୟତ ବିଜେଡ଼ି କାର୍ଯ୍ୟକାରୀ ସଭାପତି ଭାବେ ନିଯୁକ୍ତ କରିଛନ୍ତି ଆଇନ୍‌ଜୀବୀ ତଥା ବ୍ଲ୍‌କ୍ ବିଜେଡ଼ି ଉପସଭାପତି ସତ୍ୟାନନ୍ଦ ବିଶ୍ୱାଳ। ଶ୍ରୀ ପ୍ରଧାନଙ୍କର ସାଂଗଠନିକ ଦକ୍ଷତା ଓ ଦଳ ପାଇଁ ଦୀର୍ଘ ବର୍ଷଧରି କାର୍ଯ୍ୟକରିବାର ନିଷ୍ଠାପରତାକୁ ବିଚାରକୁ ନେଇ ତାଙ୍କୁ ଏହି ଗୁରୁ ଦାୟିତ୍ୱ ପ୍ରଦାନ କରାଯାଇଛି। ଏଥିପାଇଁ ବିଧାୟକ ସମ୍ବିତ୍ ରାଉତରାୟ, ବ୍ଲକ୍ ବିଜେଡ଼ି ସଭାପତି ନରେନ୍ଦ୍ର ପରିଡ଼ା, କାର୍ଯ୍ୟ ସଭାପତି ସୁଢ଼ଳ ସ୍ୱାଇଁ, ବରିଷ୍ଠ ବିଜେଡ଼ି ନେତା ପ୍ରଫୁଲ୍ଲ ପରିଡ଼ା, କୁଜଙ୍ଗ ସରପଂଚ ବନ୍ଦିତା ଦାସ, ପଂଚାୟତ ବିଜେଡ଼ି ସଭାପତି ଭାରତ ଭୂଷଣ ଦାସ, ପ୍ରଚାର କମିଟି ଅଧ୍ୟକ୍ଷ ରଘୁନାଥ ସାହୁଙ୍କୁ କୃତଜ୍ଞତା ଜଣାଇବା ସହିତ ଦଳ ଯେଉଁ ଉଦ୍ଦେଶ୍ୟରେ ତାଙ୍କ ଉପରେ ଆସ୍ଥା ପ୍ରକଟ କରି ଯେଉଁ ଗୁରୁ ଦାୟିତ୍ୱ ପ୍ରଦାନ କରିଛନ୍ତି ତାହାକୁ ସେ ନିଷ୍ଠାପର ସହ ଦାୟିତ୍ୱ ନିର୍ବାହ କରିବେ ବୋଲି ତାଙ୍କ ପ୍ରତିକ୍ରିୟାରେ ଶ୍ରୀ ପ୍ରଧାନ ପ୍ରକାଶ କରିଛନ୍ତି।

କୁଜଙ୍ଗ ପଂଚାୟତ ବିଜେଡି
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ମହାବିଦ୍ୟାଳୟରେ ଏନଏସଏସ ଦିବସ ଅବସରରେ ବୃକ୍ଷରୋପଣ କାର୍ଯ୍ୟକ୍ରମ

September 25, 2026

ଭୁବନେଶ୍ବରର ରାଜ ରାସ୍ତାରେ ପୁଣି ରଣହୁଙ୍କାର କରିବ ବିଜେଡି, ଯୋଗ ଦେବେ ନବୀନ

September 24, 2026

ତାଳପଦା ସମୁଦ୍ର କୂଳରୁ ମୃତ ଡଲଫିନ୍‌ ଉଦ୍ଧାର

September 23, 2026

ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ସାତସମାରେ ସ୍ୱଚ୍ଛତା ପକ୍ଷ ପାଳିତ

September 23, 2026
Latest News

ଓଡ଼ିଶାରେ ଆଇସିଡିଆଇର ପରାମର୍ଶ କର୍ମଶାଳା ଆୟୋଜିତ

September 25, 2026

ପାର୍ବଣ ଋତୁରେ ଅତିରିକ୍ତ ଯାତ୍ରୀ ଭିଡ଼କୁ ଦୃଷ୍ଟିରେ ରଖି ପୂଜା ସ୍ପେଶାଲ ଟ୍ରେନ

September 25, 2026

ସ୍ୱଚ୍ଛତା, ସଚେତନତା ଓ ଜନସହଭାଗିତାରେ ଏମସିଏଲ୍‌ର ‘ସ୍ୱଚ୍ଛତା ହିଁ ସେବା-୨୦୨୬’ ଅଭିଯାନ

September 25, 2026

ଦିବ୍ରୁଗଡ଼ ସ୍ଥିତ ଆଇସିଏମଆର-ଏନଆଇଏଚଆର ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି

September 25, 2026

ବାଲୁଗାଁ ମହାବିଦ୍ୟାଳୟରେ ଏନଏସଏସ ଦିବସ ଅବସରରେ ବୃକ୍ଷରୋପଣ କାର୍ଯ୍ୟକ୍ରମ

September 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.