Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଯାନ ବାହନ ଯାଞ୍ଚ ବେଳେ ୫ କେଜି ଗଞ୍ଜେଇ ଜବତ କଲା ଚାନ୍ଦପୁର ପୋଲିସ, ଅଭିଯୁକ୍ତ ଗିରଫ
ଆଞ୍ଚଳିକ

ଯାନ ବାହନ ଯାଞ୍ଚ ବେଳେ ୫ କେଜି ଗଞ୍ଜେଇ ଜବତ କଲା ଚାନ୍ଦପୁର ପୋଲିସ, ଅଭିଯୁକ୍ତ ଗିରଫ

May 20, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚାନ୍ଦପୁର: ନିର୍ବାଚନକୁ ଦୃଷ୍ଟିରେ ରଖି ନୟାଗଡ ଜିଲ୍ଲା ଚାନ୍ଦପୁର ପୋଲିସର ସୁରକ୍ଷା ବ୍ୟବସ୍ଥା କଡାକଡି ହୋଇଛି। ଏହି ସମୟରେ ଯାନ ବାହନଗୁଡିକର ମଧ୍ୟ ଯାଞ୍ଚ କରାଯାଉଛି। ତେବେ ଆଜି ଶନି ମନ୍ଦିର ଓଭର ବ୍ରିଜ ନିକଟରେ ଯାନ ବାହନ ତନଖି ବେଳେ ପୋଲିସ ୫ କେଜି ଗଞ୍ଜେଇ ଜବତ କରିଛି। ପୋଲିସ ୟାମା ବାଇକ ସହ ୫ କେଜି ଗଞ୍ଜେଇ ଜବତ କରିଛି। ଏବଂ ଜଣେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି।

ଗିରଫ ଅଭିଯୁକ୍ତଙ୍କ ନାମ ସୁଦର୍ଶନ ବେହେରା (୩୫)। ଅଭିଯୁକ୍ତ ଜଣକ ରଣପୁରରୁ ଚାନ୍ଦପୁର ବାଇକରେ ଆସୁଥିବା ବେଳେ ଗିରଫ ହୋଇଛନ୍ତି। ଆଇଆଇସି ଜଗଦୀଶ ଚନ୍ଦ୍ର କରଙ୍କ ନେତୃତ୍ୱ ରେ ଯାନ ବାହନ ତନଖି ଚାଲିଥିଲା।

ଅଭିଯୁକ୍ତ ଗିରଫ ଗଞ୍ଜେଇ ଜବତ ଚାନ୍ଦପୁର ପୋଲିସ
Share. Facebook Twitter LinkedIn Email WhatsApp Copy Link

Related Posts

କରୁଣାଶାନ୍ତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ

October 10, 2026

ବାରୁଦ ଓ ବାଣ ସାମଗ୍ରୀ ଜବତ, ଅଭିଯୁକ୍ତ ଗିରଫ

October 9, 2026

୧୬ ଦାଦନ ଶ୍ରମିକ ଉଦ୍ଧାର

October 9, 2026

ଗୋଦାବରୀଶ ମହାବିଦ୍ୟାଳୟରେ ବିଶେଷ ବକ୍ତୃତା କାର୍ଯ୍ୟକ୍ରମ

October 7, 2026
Latest News

“ଦିଲ୍ଲୀକୁ ଅସ୍ଥିର କରିବା ପାଇଁ ଷଡ଼ଯନ୍ତ୍ର”: CJP ପ୍ରତିବାଦ ଉପରେ ବିଜେପିର ଆକ୍ରମଣ

October 10, 2026

CJP ପ୍ରତିବାଦ: ମମତା ବାନାର୍ଜୀଙ୍କ ପରେ ଏବେ କେଜରିୱାଲ ମଧ୍ୟ ଅଟକ

October 10, 2026

କରୁଣାଶାନ୍ତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ

October 10, 2026

“ଗଣତନ୍ତ୍ରର ମରାମତି ପୁଣି ଥରେ ଆରମ୍ଭ ହେବ”: CJP ପ୍ରତିବାଦ ମଧ୍ୟରେ ରାହୁଲ ଗାନ୍ଧୀଙ୍କ ବଡ଼ ବୟାନ

October 10, 2026

‘ସିଜେପି ପ୍ରତିବାଦଠାରୁ ନିଜକୁ ଦୂରେଇ ରଖନ୍ତୁ”: ଯୁବପିଢ଼ିଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଲେ ମୌଲାନା

October 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.