Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିଲିକା ନିର୍ବାଚନ ମଣ୍ଡଳୀରେ ଆପ୍ ତରଫରୁ ରୋଡ ସୋ, ଯୋଗଦେଲେ ରାଜ୍ୟ ସଭାପତି
ଆଞ୍ଚଳିକ

ଚିଲିକା ନିର୍ବାଚନ ମଣ୍ଡଳୀରେ ଆପ୍ ତରଫରୁ ରୋଡ ସୋ, ଯୋଗଦେଲେ ରାଜ୍ୟ ସଭାପତି

May 20, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଚିଲିକା ନିର୍ବାଚନ ମଣ୍ଡଳୀରେ ଆପ୍ ତରଫରୁ ରୋଡ ସୋ, ଯୋଗଦେଲେ ରାଜ୍ୟ ସଭାପତି

ଚିଲିକା( ସୀତାରାମ ଅଗ୍ରୱାଲ): ଆଜି ଚିଲିକା ନିର୍ବାଚନ ମଣ୍ଡଳୀରେ ଆମ୍ ଆଦମୀ ପାର୍ଟି ତରଫରୁ ବିଧାୟକ ପାର୍ଥି ସଂଗ୍ରାମ କେଶରୀ ପରିଡ଼ା ଙ୍କ ପାଇଁ ଏକ ରୋଡ଼ ସୋ ଆୟୋଜନ ହୋଇଥିଲା। ଏଥିରେ ରାଜ୍ୟ ସଭାପତି ନୀଶିକାନ୍ତ ମହାପାତ୍ର ଯୋଗ ଦେଇ ବିଭିନ୍ନ ସ୍ଥାନରେ ଜନସାଧାରଣ ଙ୍କୁ ଉଦବୋଧନ କରି ଶିକ୍ଷା, ସ୍ବାସ୍ଥ୍ୟ, ରୋଜଗାର, ମହିଳା ସମ୍ମାନ ରାଶି, ବେକାରୀ ଭତ୍ତା, ପାଣି, ଫ୍ରୀ ବିଜୁଳୀ ଓ ସ୍ଵଚ୍ଛ ଶାସନ ବିଷୟରେ ବର୍ଣ୍ଣନା କରିଥିଲେ ଏବଂ ଦିଲ୍ଲୀ ଓ ପଞ୍ଜାବ ବାସୀ କିପରି ଏହାର ଲାଭ ପାଉଛନ୍ତି ତାହା ବର୍ଣ୍ଣନା କରିଥିଲେ।

ପାର୍ଥି ସଂଗ୍ରାମ କେଶରୀ କିପରି ଚିଲିକା ଆଞ୍ଚଳ ଦିର୍ଘଦିନ ହେଲା ଅବହେଳିତ ଓ ସେ ଜିତିଲେ କିପରି ଏଠିକା ଆଞ୍ଚଳର ଉନ୍ନତି କରିବେ ତାର ରୋଡ଼ ମ୍ୟାପ୍ ଜନସାଧାରଣ ଆଗରେ ତାଙ୍କ ଉଦବୋଧନ ମାଧ୍ୟମରେ ରଖିଥିଲେ। ଏହି ଶୋଭାଯାତ୍ରାରଟି ବଡକୁଳ ଠାରୁ ବାହାରି ବାଲୁଗାଁ, ବାଣପୁର, ଆୟତ୍ତପୁରୁ, ଗମ୍ଭାରୀମୁଣ୍ଡା ହୋଇ ନାଚୁଣୀ ଠାରେ ସରିଥିଲା। ଏଥିରେ ଶତାଧିକ ଲୋକେ ଯୋଗ ଦେଇଥିଲେ।

chilika ଚିଲିକା ଚିଲିକା ନିର୍ବାଚନ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ଉତ୍ତରାୟଣୀ ପୀଠରେ ଭାଜପାର ବନ୍ଧୁ ମିଳନ କାର୍ଯ୍ୟକ୍ରମ

July 20, 2026

ବାଣପୁର-ବାଲୁଗାଁ ରୋଟାରୀ କ୍ଲବର ଗଠନମୂଳକ ସଭା

July 20, 2026

ଚିଲିକାରେ ଆଇନ ମନ୍ତ୍ରୀ ଓ ପୁରୀ ସାଂସଦଙ୍କ ବିଶେଷ ଜନସମ୍ପର୍କ ଅଭିଯାନ

July 19, 2026

ବାଣପୁର ଗ୍ରାମୀଣ ମହିଳା ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ ଅବସରକାଳୀନ ସମ୍ବର୍ଦ୍ଧନା ଉତ୍ସବ

July 18, 2026
Latest News

ଶାମି ଏବଂ ସିରାଜଙ୍କ ସମର୍ଥନରେ ଆସିଲେ ଏହି ଅଭିଜ୍ଞ କ୍ରିକେଟର: ଗମ୍ଭୀର କଲେ ସମାଲୋଚନା

July 21, 2026

୬୬ତମ ଓଡ଼ିଶା ରାଜ୍ୟ ଜୁନିୟର ଓ ସବ୍-ଜୁନିୟର ସନ୍ତରଣ ପ୍ରତିଯୋଗିତା ଆରମ୍ଭ

July 21, 2026

ସଂସ୍କୃତ ଓ ଅର୍ଥଶାସ୍ତ୍ର ବିଷୟର ୧୨୦ ନବନିଯୁକ୍ତ ପିଜିଟି ଶିକ୍ଷକ-ଶିକ୍ଷୟିତ୍ରୀଙ୍କ ପାଇଁ ଦିଗଦର୍ଶନ କର୍ମଶାଳା

July 21, 2026

କ୍ୟାଚ୍‌ ଦ ରେନ୍‌ ଅଭିଯାନ ଅଧୀନରେ ୭୫ଟି ଅମୃତ ସାମ୍‌ ସହର ସହିତ ଜାତୀୟ ମତବିନିମୟ କାର୍ଯ୍ୟକ୍ରମ

July 21, 2026

ତୁରନ୍ତ ଶିକ୍ଷକ ଓ ଶିକ୍ଷାକର୍ମଚାରୀମାନଙ୍କର ସମସ୍ୟା ସମାଧାନ କରନ୍ତୁ: ସମନ୍ୱୟ ସମିତି

July 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.