Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»+୨କଳା ରେ ବ୍ଲକ୍ ଟପର୍ ବି ଦୀପିକାଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛା
ଆଞ୍ଚଳିକ

+୨କଳା ରେ ବ୍ଲକ୍ ଟପର୍ ବି ଦୀପିକାଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛା

May 29, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଟାଙ୍ଗି (ସୀତାରାମ ଅଗ୍ରୱାଲ): ଗତ ୨୬ ତାରିଖରେ ଯୁକ୍ତ ଦୁଇ ପରୀକ୍ଷା ଫଳ ପ୍ରକାଶ ପାଇଛି। ଉକ୍ତ ପରୀକ୍ଷାରେ ଚଳିତ ବର୍ଷ ମଧ୍ୟ ଛାତ୍ରୀମାନେ ବାଜିମାତ କରିଛନ୍ତି। ତେବେ ଖୋର୍ଦ୍ଧା ଜିଲ୍ଲା ଟାଙ୍ଗି ବ୍ଲକ୍ ରତନପୁର ଗ୍ରାମର ମାତା ବି ମଞ୍ଜୁଲା ନାଇଡୁ ଓ ପିତା ବି ମନୋଜ କୁମାର ନାଇଡୁ ଙ୍କ ଏକମାତ୍ର କନ୍ୟା ବି ଦୀପିକା ନାଇଡୁ। ଏଥର ସମସ୍ତଙ୍କୁ ପଛରେ ପକାଇ ବ୍ଲକ୍ ଟପର୍ ହୋଇଛନ୍ତି। ଏହି ଖବର ପ୍ରସାରିତ ହେବା ପରେ ବୀପିକାଙ୍କୁ ବିଭିନ୍ନ ମହଲରୁ ପ୍ରଶଂସା ଶୁଅ ଛୁଟିବାର ଲାଗିଛି।

ଦୀପିକା ରାମଚନ୍ଦ୍ର କଳ୍ପନା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଯୁକ୍ତ ଦୁଇ କଳାରେ ଅଧ୍ୟୟନ କରୁଥିଲେ। ତେବେ ଦୀପିକା ସମୁଦାୟ ୬୦୦ ନମ୍ବରରୁ ୫୦୯ ମାର୍କ (୮୪.୮୩%) ରଖି ଉକ୍ତ ପରୀକ୍ଷାରେ ଉତ୍ତିର୍ଣ୍ଣ ହୋଇଛନ୍ତି। ସେ ବିଦ୍ୟାଳୟର ପ୍ରଥମ ସ୍ଥାନ ଅଧିକାର କରିଥିବା ବେଳେ ଟାଙ୍ଗି ବ୍ଲକ୍ ରେ ମଧ୍ଯ ପ୍ରଥମ ଅଧିକାର କରିଥିବାର ବିଦ୍ୟାଳୟ ସୂତ୍ରରୁ ପ୍ରକାଶ।

ସୂଚନା ଥାଉକି ସେ ଖୋର୍ଦ୍ଧା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ପୁରାତନ ଛାତ୍ରୀ ହୋଇଥିବା ବେଳେ ଦଶମ ଶ୍ରେଣୀରେ ମଧ୍ୟ ଶତକଡା ୯୧ ପ୍ରତିଶତ ମାର୍କ ରଖି ଉତ୍ତିର୍ଣ୍ଣ ହୋଇଥିଲେ।

ଦୀପିକା ରତନପୁରର ଟିଭି ସାମ୍ବାଦିକ ବି ମନୋଜ କୁମାର ନାଇଡୁ ଓ ମାତା ଶିକ୍ଷାବିତ୍ ମାଞ୍ଜୁଲା ନାଇଡୁଙ୍କ ଏକମାତ୍ର କନ୍ୟା ଅଟନ୍ତି। ତେବେ ସଂକୃତିଙ୍କ ସଫଳତା ପାଇଁ ସେ ପିତା ମାତା ସମେତ ତାଙ୍କ ଗୁରୁଜୀ ଶ୍ୟାସୁନ୍ଦର ପଟ୍ଟନାୟକ, କଲେଜ ର ସମସ୍ତ ଗୁରୁଜୀ ଗୁରୁମା ଓ ସହପାଠୀଙ୍କୁ ଶ୍ରେଉ ଦେଇଛନ୍ତି। ଏଥିପାଇଁ ରତନପୁରବାସୀ, କଲେଜ ର ସମସ୍ତ କର୍ମକର୍ତ୍ତା ଓ ନିରାକାରପୁରସ୍ଥିତ ଚାଣକ୍ୟ କୋଚିଙ୍ଗ ସେଣ୍ଟର୍ ଗର୍ବ ଅନୁଭବ କରିଥିବା ବେଳେ ତାଙ୍କର ଉତ୍ତୋରତର ଉନ୍ନତି କାମନା ସହ ଶୁଭେଚ୍ଛା ଜଣାଇଛନ୍ତି।

ଯୁକ୍ତ ଦୁଇ ପରୀକ୍ଷା
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ମହାବିଦ୍ୟାଳୟର ଏନସିସି ଅଧିକାରୀଙ୍କୁ ସମ୍ବର୍ଦ୍ଧନା

May 6, 2026

ବାଲୁଗାଁ ମହାବିଦ୍ୟାଳୟ ପକ୍ଷରୁ ଚିଲିକା କୂଳରେ ଜଳଛତ୍ର

May 6, 2026

ବାଲୁଗାଁ ମହାବିଦ୍ୟାଳୟର ବାର୍ଷିକ ସାୟନାରା କାର୍ଯ୍ୟକ୍ରମରେ ଅଧ୍ୟାପିକାଙ୍କୁ ସମ୍ବର୍ଦ୍ଧନା

May 5, 2026

ଗୋଦାବରୀଶ ମହାବିଦ୍ୟାଳୟରେ ୬ ଦିନିଆ ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ଉଦଯାପିତ

May 5, 2026
Latest News

ଭୁବନେଶ୍ୱରରେ ଆଡ୍‌ଭାନ୍ସଡ ପେଡିଆଟ୍ରିକ ଅପ୍‌ଥାଲମୋଲୋଜି ସେବାର ଶୁଭାରମ୍ଭ

May 6, 2026

ବେଙ୍ଗାଲୁରୁରେ ହେବ ନାହିଁ IPL 2026 ଫାଇନାଲ, ନିୟମ ବଦଳାଇଲା BCCI: ଜାଣନ୍ତୁ କାରଣ

May 6, 2026

ମେ’ ୯ ରେ ବଙ୍ଗଳାରେ ଶପଥ ଗ୍ରହଣ ସମାରୋହ: ମୁଖ୍ୟମନ୍ତ୍ରୀ ବାଛିବେ ଅମିତ ଶାହ ଏବଂ ଓଡିଶା ମୁଖ୍ୟମନ୍ତ୍ରୀ

May 6, 2026

ଅଟୋ ଧକ୍କାରେ ମୋଟରସାଇକେଲ ଚାଳକ ମୃତ

May 6, 2026

ବାଲୁଗାଁ ମହାବିଦ୍ୟାଳୟର ଏନସିସି ଅଧିକାରୀଙ୍କୁ ସମ୍ବର୍ଦ୍ଧନା

May 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.