Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିଲିକା ବିଧାନସଭା ଆସନ: ସପ୍ତମ ପର୍ଯ୍ୟାୟ ପର୍ଯ୍ୟନ୍ତ ମଧ୍ୟ ବିଜେପି ଆଗୁଆ
ଆଞ୍ଚଳିକ

ଚିଲିକା ବିଧାନସଭା ଆସନ: ସପ୍ତମ ପର୍ଯ୍ୟାୟ ପର୍ଯ୍ୟନ୍ତ ମଧ୍ୟ ବିଜେପି ଆଗୁଆ

June 4, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଚିଲିକା ବିଧାନସଭା ଆସନ ପାଇଁ ଏପର୍ଯ୍ୟନ୍ତ ସପ୍ତମ ପର୍ଯ୍ୟାୟ ଫଳାଫଳ ହସ୍ତଗତ ହୋଇଛି। ଏହି ରାଉଣ୍ଡରେ ବିଜେପି ଏକ ବଡ ଅଗ୍ରଣୀ ହାସଲ କରିଛି। ସପ୍ତମ ପର୍ଯ୍ୟାୟରେ ବିଜେଡ଼ି ପ୍ରାର୍ଥୀ ରଘୁନାଥ ସାହୁଙ୍କ ଠାରୁ ବିଜେପି ପ୍ରାର୍ଥୀ ପୃଥ୍ବୀରାଜ ହରିଚନ୍ଦନ ୬୦୬ ଭୋଟରେ ଆଗୁଆ ଅଛନ୍ତି।

ସପ୍ତମ ରାଉଣ୍ଡରେ ପୃଥ୍ବୀରାଜ ହରିଚନ୍ଦନ ୪୮୭୮ ଭୋଟ ପାଇଥିବା ବେଳେ ରଘୁନାଥ ସାହୁ ୩୨୭୨ ଭୋଟ ପାଇଛନ୍ତି। ଏହିପରି ସପ୍ତମ ରାଉଣ୍ଡ ଶେଷ ସୁଦ୍ଧା ଚିଲିକାରେ ବିଜେପି ୩୨୦୨ ଭୋଟରେ ଆଗୁଆ ରହିଛି।

BJP chilika Odisha
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର ବାଲୁଗାଁ ରୋଟାରୀ କ୍ଳବ ପକ୍ଷରୁ ଅଟୋ ଆମ୍ବୁଲାନ୍ସ ପ୍ରଦାନ

April 27, 2026

ଚିଲିକା ପୁସ୍ତକ ମେଳାର ତୃତୀୟ ସନ୍ଧ୍ୟାରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା

April 26, 2026

ବିଜେପିରେ ମିଶିଲେ ରାଘବ, ହୋଇପାରନ୍ତି ପଞ୍ଜାବର ମୁଖ୍ୟ ଚେହେରା !

April 24, 2026

ସ୍ଵର୍ଗତ ପଣ୍ଡିତ ନୃସିଂହ ପ୍ରସାଦ ମିଶ୍ରଙ୍କ ଦ୍ଵାଦଶାହ ସ୍ମୃତିସଭା

April 22, 2026
Latest News

ବଙ୍ଗ କାହାର ? ଦିଦି ବନାମ ମୋଦୀ

April 29, 2026

ବୁଥ ବାହୁଡା ମତ: ଆସାମରେ ବିଜେପି, ତାମିଲନାଡୁରେ ଶାସକ DMK+ ମେଣ୍ଟ

April 29, 2026

ବୁଥ ବାହୁଡା ମତ: TMCକୁ ମିଳିପାରେ ଝଟକା

April 29, 2026

କେରଳରେ ବିଜୟନ ସରକାର ହ୍ୟାଟ୍ରିକ୍ କରିବ ନା ହାର ମାନିବ !

April 29, 2026

ପଶ୍ଚିମବଙ୍ଗ ନିର୍ବାଚନ : ଅପରାହ୍ନ ୫ଟା ସୁଦ୍ଧା ୮୯.୯୯ ପ୍ରତିଶତ ମତଦାନ

April 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.