Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଦୁଇ ବାଇକ ମୁହାଁମୁହିଁ ଧକ୍କା, ୩ଗୁରୁତର, ୨ଆହତ
ଆଞ୍ଚଳିକ

ଦୁଇ ବାଇକ ମୁହାଁମୁହିଁ ଧକ୍କା, ୩ଗୁରୁତର, ୨ଆହତ

June 7, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗୋଳନ୍ଥରା ଥାନା ଅନ୍ତର୍ଗତ ହଳଦିଆପଦର ପୁଷ୍ପା ବାର ନିକଟରେ ଦୁଇ ବାଇକ ମୁହାଁମୁହିଁ ଧକ୍କା ହେବା ଫଳରେ ୫ଜଣ ଆହତ ହୋଇ ବ୍ରହ୍ମପୁର ଏମକେସିଜି ମେଡ଼ିକାଲରେ ଭର୍ତ୍ତି ହୋଇଥିବା ସୂଚନା। ଆହାତଙ୍କ ମଧ୍ୟରୁ ୩ଜଣ ଗୁରୁତର ଥିବା ସୂଚନା ମିଳିଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆହତ ମାନଙ୍କୁ ଉଦ୍ଧାର କରି ଚିକିତ୍ସା ନିମନ୍ତେ ଡାକ୍ତରଖାନାକୁ ପଠାଇ ଆହତ ମାନଙ୍କର ପରିଚୟ ଖୋଜୁଛନ୍ତି ଓ ଘଟଣା ର ତଦନ୍ତ ଆରମ୍ଭ କରିଛନ୍ତି।

accident ଗୋଳନ୍ଥରା ଥାନା
Share. Facebook Twitter LinkedIn Email WhatsApp Copy Link

Related Posts

ଭୀମ ଭୋଇ କଲେଜରେ ରକ୍ତଦାନ ଶିବିର: ୨୫ ୟୁନିଟ୍ ରକ୍ତ ସଂଗ୍ରହ

January 6, 2026

ବାଲୁଗାଁ: ସତସଙ୍ଗ ଶ୍ରୀମନ୍ଦିରରେ ନବମ ବାର୍ଷିକ ଉଦବୋଧନ ସ୍ମୃତି ମହୋତ୍ସବ

January 5, 2026

ଗୋଦାବରୀଶ ମହାବିଦ୍ୟାଳୟରେ ପ୍ଲାଷ୍ଟିକ ମୂକ୍ତ ଧାରଣୀୟ କ୍ୟାମ୍ପସ ସଚେତନତା କାର୍ଯ୍ୟକ୍ରମ

January 3, 2026

ଅଜଣା ଗାଡ଼ି ଧକ୍କାରେ ଯୁବକଙ୍କ ମୃତ୍ୟୁ: ମୃତକଙ୍କ ପରିଚୟ ଖୋଜୁଛି ପୋଲିସ

January 2, 2026
Latest News

ଦ୍ୱିତୀୟ ସନ୍ଧ୍ୟାରେ ରଣପୁର ମହୋତ୍ସବ “ଅର୍ଜୁନ”: ସଂସ୍କୃତି, ସୃଜନଶୀଳତା ଓ ଶ୍ରଦ୍ଧାର ଅପୂର୍ବ ସମନ୍ୱୟ

January 6, 2026

ଓଡ଼ିଶାରେ ଜାତୀୟ ଅନୁସୂଚିତ ଜନଜାତି କମିଶନଙ୍କ ସମୀକ୍ଷା ବୈଠକ

January 6, 2026

୧୬୬ ଗ୍ରାମ ହେରୋଇନ୍ ସହିତ ଦୁଇ ଚୋରା ଚାଲାଣକାରୀ ଗିରଫ

January 6, 2026

ଓଡ଼ିଶାରେ ୧.୫ କୋଟି ଲୋକଙ୍କୁ ସେବା: ଏକ ନୂଆ ମାନକ ସୃଷ୍ଟି କଲା ୧୦୮ ଆମ୍ବୁଲାନ୍ସ ସେବା

January 6, 2026

BCCI ଆଗରେ ମୁଣ୍ଡ ନୁଆଁଇବ କି ବାଂଲାଦେଶ? ଜୟ ଶାହଙ୍କ ଅଧ୍ୟକ୍ଷତାରେ ICCର ବଡ଼ ପଦକ୍ଷେପ

January 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.