Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ମଦ୍ୟ ପାନ କରି ଗାଡି ଚଳାଇବା ମହଙ୍ଗା ପଡିଲା: ଓଲଟିଲା ପେଟ୍ରୋଲ କଣ୍ଟେନର
ଆଞ୍ଚଳିକ

ମଦ୍ୟ ପାନ କରି ଗାଡି ଚଳାଇବା ମହଙ୍ଗା ପଡିଲା: ଓଲଟିଲା ପେଟ୍ରୋଲ କଣ୍ଟେନର

June 12, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଖୋର୍ଦ୍ଧା/ନିରାକରପୁର: ମଦ୍ୟ ପାନ କରି ଗାଦି ଚଳାଇବା ଚାଳକଙ୍କୁ ମହଙ୍ଗା ପଡିଛି। ଯାହା ଫଳରେ ଭରସାମ୍ୟ ହରାଇ ଖୋର୍ଦ୍ଧା ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ବଡ଼ ପୋଖରୀଆ ଛକ ନିକଟରେ ପେଟ୍ରୋଲ କଣ୍ଟେନର ଓଲଟି ପଡିଛି। ଚାଳକଙ୍କୁ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଛି। ଖବର ପାଇ ଘଟଣା ସ୍ଥଳରେ ନିରାକାରପୁର ପୋଲିସ ପହଞ୍ଚିଛି।

ମଙ୍ଗଳବାର ମଧ୍ୟାହ୍ନରେ ବାଲୁଗାଁରୁ ପେଟ୍ରୋଲ ଖାଲି କରି ଗୋଟିଏ ପେଟ୍ରୋଲ କଣ୍ଟେନର ପାରାଦ୍ୱୀପ ଅଭିମୁଖେ ଯାଉଥିଲା। କଣ୍ଟେନର ଚାଳକ ଜଣକ ଅତ୍ୟଧିକ ମଦ୍ୟପନ କରିଥିବାରୁ ଗାଡି ଉପରୁ ସେ ନିୟନ୍ତ୍ରଣ ହରାଇଥିଲେ। ଫଳରେ ବଡ଼ ପୋଖରିଆ ଛକରେ କଣ୍ଟେନର ଟି ରାସ୍ତା କଡ଼ରେ ଥିବା ଆମ୍ବ ଦୋକାନକୁ ଧକ୍କା ଦେଇଥିଲା। ରାସ୍ତା କଡ଼କୁ କଣ୍ଟେନର ଟି ଓଲଟି ପଡ଼ିଥିଲା।

ଖବର ପାଇ ନିରାକାରପୁର ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଗୁରୁତର ଟ୍ରକ ଚାଳକଙ୍କୁ ଉଦ୍ଧାର କରି ଟାଙ୍ଗୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲା। ଏପଟେ କଣ୍ଟେନର ଧକ୍କାରେ ଆମ୍ବ ଦୋକାନ କଡ଼ରେ ଥିବା ଏକ ଅଟୋ ରିକ୍ସା ଭାଙ୍ଗି ରୁଜି ଚୂରମାର ହୋଇଛି। ପୋଲିସ ଚାଳକଙ୍କୁ ଅଟକ ରଖି ତଦନ୍ତ କରୁଛି।

ଖୋର୍ଦ୍ଧା ନିରାକରପୁର
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ସମାଜସେବୀ ରମେଶ ଷଡ଼ଙ୍ଗୀଙ୍କ ଦ୍ଵାଦଶାହ ଶୋକସଭା

August 12, 2026

ବାଲୁଗାଁ କଲେଜରେ ନିର୍ବାଚନ ସାକ୍ଷରତା କ୍ଲବର ଆଲୋଚନାଚକ୍ର

August 10, 2026

ପିଏମ୍ ଶ୍ରୀ ଜେଏନ୍‌ଭି ଗୁରୁଜଙ୍ଗରେ ୫୩ତମ ରାଷ୍ଟ୍ରୀୟ ବାଳ ବୈଜ୍ଞାନିକ ପ୍ରଦର୍ଶନୀ

August 8, 2026

ଉଲୁଣ୍ଡାରେ ଅଘଟଣ: ଘରର କାନ୍ଥ ଭୁଶୁଡ଼ି ବୃଦ୍ଧଙ୍କ ମୃତ୍ୟୁ, ପତ୍ନୀ ଗୁରୁତର

August 2, 2026
Latest News

ବାଣପୁର: ସମାଜସେବୀ ରମେଶ ଷଡ଼ଙ୍ଗୀଙ୍କ ଦ୍ଵାଦଶାହ ଶୋକସଭା

August 12, 2026

ଗୋମୁତ୍ରରୁ ରୋଜଗାର: ୧୫ ଟି ଗାଁରେ ଏକ ଅନନ୍ୟ ପ୍ରକଳ୍ପ ଆରମ୍ଭ

August 12, 2026

ପତନ ଦ୍ୱାରରେ ଆମେରିକୀୟ ଡଲାରର ପ୍ରାଧାନ୍ୟ!: କ’ଣ ଭାରତକୁ ମିଳିବ ଲାଭ?

August 12, 2026

କୋର୍ଟ ଚାଲାଣ ପାଇଁ ଏକ ନୂତନ ପଦ୍ଧତି: ୧୦ ଦିନ ମଧ୍ୟରେ ହେବ ସମାଧାନ

August 12, 2026

ବାଂଲାଦେଶ ଗସ୍ତ ବାତିଲ?: ଭାରତ-ଆଫଗାନିସ୍ତାନ ଟି-୨୦ ସିରିଜ ସୂଚୀ ଘୋଷଣା କଲା ବିସିସିଆଇ

August 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.