Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବ୍ରହ୍ମପୁରରେ ବିଶ୍ଵ ଶିଶୁ ଶ୍ରମିକ ନିରାକରଣ ଦିବସ ପାଳିତ
ଆଞ୍ଚଳିକ

ବ୍ରହ୍ମପୁରରେ ବିଶ୍ଵ ଶିଶୁ ଶ୍ରମିକ ନିରାକରଣ ଦିବସ ପାଳିତ

June 13, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଆନ୍ତର୍ଜାତୀୟ ଶିଶୁ ଶ୍ରମିକ ନିରାକରଣ ଦିବସ ଉପଲକ୍ଷେ ଗଞ୍ଜାମ ଜିଲ୍ଲା ପ୍ରଶାସନ ଓ ଆଇ ଏସ୍ ଆର ଡି ସ୍ବେଚ୍ଛାସେବୀ ସଂସ୍ଥା ତରଫରୁ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ ହୋଇଛି। ଆଇ ଏସ୍ ଆର ଡି ନିର୍ଦ୍ଦେଶକ ସୁଧୀର ସାବତଙ୍କ ସଂଯୋଜନାରେ ବୁଧବାର ପୁର୍ବାହ୍ନରେ ବ୍ରହ୍ମପୁର ରେଳଷ୍ଟେସନ ଠାରୁ ଏକ ଏକ ସମାବେଶ ଓ ଶୋଭାଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

ପୁର୍ବତନ ବିଧାୟକ ରମେଶ ଚନ୍ଦ୍ର ଚ୍ୟାଉପଟନାୟକ, ରାଜ୍ୟ କାଜୁ ନିଗମର ପୁର୍ବତନ ଅଧ୍ୟକ୍ଷ ସୁବାସ ଚନ୍ଦ୍ର ମହାରଣା ପତାକା ଦେଖାଇ ଶୋଭାଯାତ୍ରା କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ ଓ ଉପସ୍ଥିତ ଅତିଥି, ନିର୍ଦ୍ଦେଶକ ସୁଧୀର ସାବତ ଶ୍ରମିକ ନେତା ଶରତ ପଣ୍ଡା, ସମାଜସେବୀ ସୁଶାନ୍ତ ସାବତ ଓ ବ୍ରହ୍ମପୁର ରେଳଷ୍ଟେସନ ଷ୍ଟେସନ ପରିଚାଳକ ପ୍ରମୁଖ ଆଜିର ସମାଜରେ ଶିଶୁ ମାନେ ପାଠ ନ ପଢି ଶ୍ରମିକ ଭାବେ କାମ କରିବା ପାଇଁ ବାହାରକୁ ଚାଲିଯାଉଛନ୍ତି। ଏହି ଭଳି ପରିସ୍ଥିତିରେ ଏହାର ମୁଳତ୍ପାଟନ ପାଇଁ ସମସ୍ତଙ୍କର ସହଯୋଗର ଆବଶ୍ୟକତା ରହିଛି ବୋଲି ବକ୍ତବ୍ୟ ରଖିଥିଲେ।

ଏହି କାର୍ଯ୍ୟକ୍ରମକୁ ବ୍ରହ୍ମପୁର ସକ୍ଷୀ କେନ୍ଦ୍ର ପ୍ରଶାସିକା ମହେଶ୍ୱତା ପାଢ଼ୀ, ଆଇନ ସହାୟିକା ସ୍ନେହମୟୀ ପାଢ଼ୀ, ପ୍ରିତୀ ସରିତା ଓ ପାର୍ବତୀ ମଲିକ ପ୍ରମୁଖ ସହଯୋଗ କରିଥିଲେ।

ବ୍ରହ୍ମପୁର ଶିଶୁ ଶ୍ରମିକ ନିରାକରଣ ଦିବସ
Share. Facebook Twitter LinkedIn Email WhatsApp Copy Link

Related Posts

ସାପ କାମୁଡାରେ ଯୁବ ଚାଷୀଙ୍କ ପ୍ରାଣହାନୀ

October 15, 2026

ଛାତ୍ର ସଂସଦ ନିର୍ବାଚନ : ଚାଲିଛି ମତଦାନ, ଆଜି କଲେଜକୁ ମିଳିବ ନୂଆ ନେତୃତ୍ବ

October 15, 2026

ସିଏସ୍ଆଇଆର୍-ଆଇଏମ୍ଏମଟିରେ “୮୫ ତମ ସିଏସ୍ଆଇଆର୍ ପ୍ରତିଷ୍ଠା ଦିବସ” ପାଳିତ

October 15, 2026

ଏନ୍‌ଏସ୍‌ଏପି ଅବଧି ୫ ବର୍ଷ ବୃଦ୍ଧି

October 14, 2026
Latest News

କିଏ ହେବ ଟିମ୍ ଇଣ୍ଡିଆର ନୂତନ ମୁଖ୍ୟ ଚୟନକର୍ତ୍ତା, ବିସିସିଆଇର ନୂତନ ଯୋଜନା କ’ଣ?

October 15, 2026

ମୁମ୍ବାଇ ପୋଲିସର ବଡ କାର୍ଯ୍ୟାନୁଷ୍ଠାନ: ଆମିର ଖାନଙ୍କ ଭଣଜାଙ୍କୁ ଭାରତ ଛାଡିବା ପାଇଁ ନୋଟିସ

October 15, 2026

ସାପ କାମୁଡାରେ ଯୁବ ଚାଷୀଙ୍କ ପ୍ରାଣହାନୀ

October 15, 2026

ଆଇପିଏଲ୍ ଟ୍ରେଡ୍: ସନରାଇଜର୍ସକୁ ଫେରିଲେ ନଟରାଜନ୍

October 15, 2026

୧୬ ରେ ପୁଣି କକ୍‌ରୋଚ୍ ଜନତା ପାର୍ଟିର ବିକ୍ଷୋଭ

October 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.