Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର ନିକଟସ୍ଥ ଆୟତପୁର ଗ୍ରାମରେ ପାଳିତ ହେଲା ଶୀତଳ ଷଷ୍ଠୀ
ଆଞ୍ଚଳିକ

ବାଣପୁର ନିକଟସ୍ଥ ଆୟତପୁର ଗ୍ରାମରେ ପାଳିତ ହେଲା ଶୀତଳ ଷଷ୍ଠୀ

June 13, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାଣପୁର ନିକଟସ୍ଥ ଆୟତପୁର ଗ୍ରାମରେ ପାଳିତ ହେଲା ଶୀତଳ ଷଷ୍ଠୀ

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ନିକଟସ୍ଥ ଆୟତପୁରରେ ବେଶ ଧୂମଧାମରେ ପାଳିତ ହୋଇଯାଇଛି ଶୀତଳ ଷଷ୍ଠୀ ଯାତ୍ରା। ପ୍ରଭୃ ବେଲେଶ୍ବରଙ୍କ ନିକଟରେ ଏହି ଉତ୍ସବ ବହୁ ବର୍ଷ ଧରି ପାଳନ କରାଯାଇଆସୁଛି। ସେହି ଅଞ୍ଚଳରେ ବେଲେଶ୍ବର ଶୀତଳ ଷଷ୍ଠୀ ଦେଖିବା ପାଇଁ ବହୁ ଲୋକଙ୍କର ସମାଗମ ହୋଇଥାଏ।

ପରଂପରା ଅନୁସାରେ ଶିବ ଏବଂ ମା ପାର୍ବତୀଙ୍କ ବିବାହ ଉତ୍ସବ ଅନୁଷ୍ଠିତ ହୋଇଥାଏ। ବହୁ ସମୟ ଧରି ଏହି ବିବାହ ଉତ୍ସବ ଆୟୋଜିତ ହୋଇଥାଏ। ଏହାପରେ ମା ପାର୍ବତୀଙ୍କୁ ସାଥିରେ ଧରି ଦେବଦେବ ମହାଦେବ ବେଲେଶ୍ବର ଶୋଭଯାତ୍ରାରେ ଗ୍ରାମ୍ୟ ପରିକ୍ରମା କରିଥାନ୍ତି। ଏହି ସମୟରେ ପାରଂପାରିକ ବାଦ୍ୟ ଓ ନୃତ୍ୟ ପରିବେଷଣ କରାଯାଇଥାଏ।

ଶୀତଳ ଷଷ୍ଠୀ
Share. Facebook Twitter LinkedIn Email WhatsApp Copy Link

Related Posts

ଉମାମହେଶ୍ବର ଦେବଙ୍କ ପୀଠରେ ଅଷ୍ଟଶମ୍ଭୁ ମିଳନ ମହୋତ୍ସବ

April 15, 2026

ହନୁମାନ ଜୟନ୍ତୀ ଉପଲକ୍ଷେ ବାଇକ ଶୋଭାଯାତ୍ରା

April 14, 2026

ବାଲୁଗାଁ ମହାବିଦ୍ୟାଳୟରେ ଅଗ୍ନି ନିରାପତ୍ତା ସଚେତନତା କାର୍ଯ୍ୟକ୍ରମ

April 13, 2026

ଗୋଦାବରୀଶ ମହାବିଦ୍ୟାଳୟ ରୋଭର ଓ ରେଞ୍ଜର ମାନଙ୍କ ଜଳ ବଣ୍ଟନ କାର୍ଯ୍ୟକ୍ରମ

April 13, 2026
Latest News

ହର୍ମୁଜ୍ ଖୋଲିଲା ଇରାନ: ଧନ୍ୟବାଦ ଜଣାଇଲେ ଡୋନାଲ୍ଡ ଟ୍ରମ୍ପ

April 17, 2026

ଲୁଣା ଜଙ୍ଗଲ ସଂରକ୍ଷଣ ଓ ପୁନରୁଦ୍ଧାର କ୍ଷେତ୍ରରେ ଭାରତର ଅନ୍ୟତମ ସଫଳ ମଡେଲ୍ ପାଲଟିଛି ‘ଓଡ଼ିଶା’

April 17, 2026

ଲୋକସଭାରେ ଖାରଜ ହେଲା ମହିଳା ସଂରକ୍ଷଣ ବିଲ୍: ସପକ୍ଷରେ ପଡିଲା ମାତ୍ର ୨୯୮ ଭୋଟ୍

April 17, 2026

ଦ୍ୱୈତ ନାଗରିକତା ମାମଲାରେ ରାହୁଲ ଗାନ୍ଧୀଙ୍କ ବଢିପାରେ ସମସ୍ୟା: ହାଇକୋର୍ଟ ଦେଲେ ତଦନ୍ତ ନିର୍ଦ୍ଦେଶ

April 17, 2026

ରାଜ୍ୟସଭାରେ ଉଦବୋଧନ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

April 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.