Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବିଜୁ ପଟ୍ଟନାୟକ ପାର୍କ ନିକଟରୁ ବୃଦ୍ଧଙ୍କ ମୃତ ଦେହ ଉଦ୍ଧାର
ଆଞ୍ଚଳିକ

ବିଜୁ ପଟ୍ଟନାୟକ ପାର୍କ ନିକଟରୁ ବୃଦ୍ଧଙ୍କ ମୃତ ଦେହ ଉଦ୍ଧାର

June 15, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଟାଉନ ଥାନା ଅନ୍ତର୍ଗତ ବିଜୁ ପଟ୍ଟନାୟକ ପାର୍କ ନିକଟସ୍ଥ ଭେଣ୍ଡିଂ ଜୋନ୍ ଭିତରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ହେଲେ ମୁତ୍ୟୁର କାରଣ ଜଣା ପଡ଼ିନାହିଁ। କିନ୍ତୁ ଅଂଶୁଘାତରେ ମୃତ୍ୟୁବରଣ କରିଥିବା ଆଲୋଚନା ହେଉଛି।

ଖବର ପାଇ ଟାଉନ ଥାନା ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ଶବ ଉଦ୍ଧାର କରି ବ୍ୟବଛେଦ ପାଇଁ ଡାକ୍ତରଖାନାକୁ ପଠାଇ ଘଟଣାର ତଦନ୍ତ ଚଳାଇଛି।

ବିଜୁ ପଟ୍ଟନାୟକ ପାର୍କ ବ୍ରହ୍ମପୁର ମୃତ ଦେହ ଉଦ୍ଧାର
Share. Facebook Twitter LinkedIn Email WhatsApp Copy Link

Related Posts

ସମ୍ ହସ୍ପିଟାଲରେ ହାଇ-ଟେକ୍ ନ୍ୟୁରୋସର୍ଜରୀ ଦ୍ୱାରା ୬୦ ବର୍ଷୀୟା ମହିଳାଙ୍କ ଜୀବନ ରକ୍ଷା

June 16, 2026

ବାଲୁଗାଁ ହାଇସ୍କୁଲର ଆଦର୍ଶ ଶିକ୍ଷକ ଓ ସୁନାମଧନ୍ୟ ସାହିତ୍ୟିକ ଜିତେନ୍ଦ୍ର ନାଥ ବରାଳଙ୍କ ସ୍ମୃତି ଶ୍ରଦ୍ଧାଞ୍ଜଳି ସଭା

June 16, 2026

ବାଣପୁର: ତୋରସିଂ ଗ୍ରାମରେ ପାରମ୍ପରିକ କ୍ରୀଡା ପ୍ରତିଯୋଗିତା

June 15, 2026

ଯୋଗାସନ ଶିକ୍ଷା ଓ ମାଗଣା ସ୍ବାସ୍ଥ୍ୟ ଶିବିର

June 15, 2026
Latest News

ଝାଡ଼ଖଣ୍ଡରେ ନୂଆ ରାଜନୈତିକ ସମୀକରଣ! କଂଗ୍ରେସ-ବିଜେପି ବିନା ସରକାର ଗଠନ ପାଇଁ ହେମନ୍ତଙ୍କୁ ସରୟୁ ରାୟଙ୍କ ଫର୍ମୁଲା

June 19, 2026

ଦୁଇ ବରିଷ୍ଠ ଆଇଏଏସଙ୍କୁ ନୂଆ ଦାୟିତ୍ଵ

June 19, 2026

ଭୁବନେଶ୍ୱରରେ ଅଭାବନୀୟ ଘଟଣା: ସ୍ତ୍ରୀଙ୍କ ସହ ବଚସା ପରେ ଆତ୍ମହତ୍ୟା ଉଦ୍ୟମ

June 18, 2026

ଦୁଷ୍କର୍ମ ଅଭିଯୋଗ ପରେ ହଟିଲେ ଆଇଆଇସି

June 18, 2026

ଘୁଞ୍ଚିଲା ଆରଆଇ ପରୀକ୍ଷା

June 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.