Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁରରେ ୧୯ ହଜାର ହିତାଧିକାରୀ ପାଇଲେ ପିଏମ କିଷାନ ସମ୍ମାନ ନିଧି ଯୋଜନାର ୧୭ ତମ କିସ୍ତି
ଆଞ୍ଚଳିକ

ବାଣପୁରରେ ୧୯ ହଜାର ହିତାଧିକାରୀ ପାଇଲେ ପିଏମ କିଷାନ ସମ୍ମାନ ନିଧି ଯୋଜନାର ୧୭ ତମ କିସ୍ତି

June 18, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର (ସୀତାରାମ ଅଗ୍ରୱାଲ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଦେଶର କୃଷକ ମାନଙ୍କୁ ପିଏମ କିଷାନ ସାମ୍ମନ ନିଧି ଯୋଜନାର ୧୭ ତମ କିସ୍ତି ଟଙ୍କା ସେମାନଙ୍କ ବ୍ୟାଙ୍କ ଖାତାକୁ ହସ୍ତାନ୍ତର କରିଛନ୍ତି। ଏହି ପରିପ୍ରେକ୍ଷୀରେ ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକର ୧୯ହଜାର ହିତାଧିକାରୀ ଉକ୍ତ ଯୋଜନାରେ କିସ୍ତି ଟଙ୍କା ପାଇଛନ୍ତି। ହିତାଧିକାରୀମାନଙ୍କ ମଧ୍ୟରେ ଆଗ୍ରହ ସୃଷ୍ଟି ହେବା ଏବଂ ସେମାନଙ୍କୁ ଉତ୍ସାହିତ କରିବା ଲକ୍ଷରେ ବ୍ଲକ ସଭା ଗୃହରେ ଅଧ୍ୟକ୍ଷ ଅମରେନ୍ଦ୍ର ରାଣସିଂହଙ୍କ ଅଧକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା।

ଉକ୍ତ ବୈଠକରେ ବିଡ଼ିଓ ଶୀତଲ ଅଗ୍ରୱାଲ, ସହକାରୀ କୃଷି ଅଧିକାରୀ ବିଶ୍ୱଜିତ ରଣା, କୃଷକ ସାଥି, ସହକାରୀ ଉଦ୍ୟାନ ଅଧିକାରୀ, ଗ୍ରାମ ସେବକଙ୍କ ସମେତ ବହୁ ହିତାଧିକାରୀ ଯୋଗ ଦେଇଥିଲେ। ସଭା ଗୃହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ ଏଲଇଡ଼ି ମାଧ୍ୟମରେ ଉକ୍ତ ଯୋଜନାର ସଫଳତାକୁ ଉପସ୍ଥିତ ଲୋକମାନେ ଦେଖିଥିଲେ। ଯେଉଁ ହିତାଧିକାରୀ ଏଥିରୁ ବଂଚିତ ହୋଇଛନ୍ତି ଆଗାମୀ ଦିନରେ ସେମାନଙ୍କୁ ଏଥିରେ ସାମିଲ କରାଯିବାକୁ ପ୍ରତିଶୃତି ଦେବା ସହ ପିଏମ କିଷାନ ଯୋଜନାରେ ଲାଭର୍ଥୀ ମାନଙ୍କୁ ଅଭିନନ୍ଦନ କରିଥିଲେ।

ଏହା ଏକ ଯୋଜନା ନୁହେଁ ପ୍ରଧାନମନ୍ତ୍ରୀଙ୍କର କୃଷକ ମାନଙ୍କୁ ଏହା ହେଉଛି ସମ୍ମାନ ବୋଲି ବିଡ଼ିଓ ଶୀତଲ ଅଗ୍ରୱାଲ ମତବ୍ୟକ୍ତ କରିଥିଲେ।

ଉକ୍ତ କାର୍ଯ୍ୟକ୍ରମକୁ ଶିବରାମ ଜାଲି, କୃଷି ବିଭାଗ କର୍ମଚାରୀ ରୂପକେତନ ସ୍ୱାଇଁ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।

ନରେନ୍ଦ୍ର ମୋଦି ପିଏମ କିଷାନ ସମ୍ମାନ ନିଧି ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ପାରିବାରିକ କଳହର କରୁଣ ପରିଣତି: ବାପ ପୁଅଙ୍କ ଆତ୍ମହତ୍ୟା, ଏକାଠି ଜଳିଲା ଜୁଇ 

June 6, 2026

ବାଣପୁର: ଓଡ଼ଗାଁରେ ଗ୍ରାମ୍ୟ ଉନ୍ନୟନ କମିଟି ପକ୍ଷରୁ ବୃକ୍ଷରୋପଣ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ

June 6, 2026

ଜନ୍ମ ମାଟିରେ ବାଣପୁର ମୁକ୍ତି ସଂଗ୍ରାମର ମହାନାୟକ ବିପ୍ଲବୀ କୃତିବାସ ପାଟ୍ଟଶାଣୀଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ

June 3, 2026

ବାଣପୁର ପାଇକ ବିଦ୍ରୋହ: ଓଡ଼ିଆ ଅସ୍ମିତାର ଏକ ଅନନ୍ୟ ଅଗ୍ନିଶିଖା

June 1, 2026
Latest News

ୱାୟନାଡରେ ଚିନ୍ତାଜନକ ଘଟଣା: ସ୍କୁଲର ୧୫୦ ଛାତ୍ରଛାତ୍ରୀ ଅସୁସ୍ଥ

June 7, 2026

AIADMKକୁ ବଡ଼ ଝଟକା, TVKରେ ୩୦୦ରୁ ଅଧିକ ନେତାଙ୍କ ଯୋଗଦାନ

June 7, 2026

ପାରିବାରିକ କଳହର କରୁଣ ପରିଣତି: ବାପ ପୁଅଙ୍କ ଆତ୍ମହତ୍ୟା, ଏକାଠି ଜଳିଲା ଜୁଇ 

June 6, 2026

ସମ୍ବଲପୁର ଫୁଟବଲ ଏକାଡେମୀ ପାଇଁ ନିର୍ମାଣ ହେବ ଫିଫା ମାନର ଆଧୁନିକ ପଡ଼ିଆ, ଖର୍ଚ୍ଚ ୧୫ କୋଟି

June 6, 2026

ବାଣପୁର: ଓଡ଼ଗାଁରେ ଗ୍ରାମ୍ୟ ଉନ୍ନୟନ କମିଟି ପକ୍ଷରୁ ବୃକ୍ଷରୋପଣ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ

June 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.