Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ: ଶିଶୁ ଶ୍ରମିକ ନିରାକରଣ ସଚେତନତା
ଆଞ୍ଚଳିକ

ବାଲୁଗାଁ: ଶିଶୁ ଶ୍ରମିକ ନିରାକରଣ ସଚେତନତା

June 27, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଲୁଗାଁ (ସୀତାରାମ ଅଗ୍ରୱାଲ): ବୁଧବାର ପୂର୍ବାହ୍ନରେ ବାଲୁଗାଁ ଚିଲିକା କୁଳ ସ୍ଥିତ କାଳିଜାଇ ମୋଟର ବୋଟ ଆସୋସିଏସନ ସଭା ଗୃହରେ ଶିଶୁ ଓ କିଶୋର ଶ୍ରମିକ ନିରାକରଣ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଶିଶୁ ମାନଙ୍କୁ କୌଣସି କାମରେ ନିୟୋଜିତ ନକରିବା ପାଇଁ ସଚେତନ କରିବା ସହ ଶିଶୁ ଶ୍ରମ ମୁକ୍ତ ଓଡିଶା ସଂକଳ୍ପ ନେଇ ଶିଶୁ ଶ୍ରମିକ ନିରାକରଣ ସଚେତନତା କରାଯାଇଥିଲା।

ଏହି କାର୍ଯ୍ୟକ୍ରମରେ ବାଲୁଗାଁ ସହ ଶ୍ରମ ଅଧିକାରୀ ସୌମ୍ୟ ରଞ୍ଜନ କର, ଖୋର୍ଦ୍ଧା ଜିଲ୍ଲା ସହ ଶ୍ରମ ଅଧିକାରୀ ବିକାଶ କୁମାର ନାୟକ, ଶିଶୁ ସୁରକ୍ଷା ଅଧିକାରିଣୀ ଵାଣିଶ୍ରୀ ପଟ୍ଟନାୟକ, ଜିଲ୍ଲା ଶିଶୁ ମଙ୍ଗଳ ଅଧ୍ୟକ୍ଷା ରଞ୍ଜିତା ପଣ୍ଡା, ମତ୍ସ୍ୟ ସମ୍ପଦ ଅଧିକାରୀ ମନୋଜ ଦାସ, କାଳିଜାଇ ମୋଟର ବୋଟ ଆସୋସିଏସନ ସମ୍ପାଦକ କୃଷ୍ଣଚନ୍ଦ୍ର ବେହେରାଙ୍କ ସମେତ ଶିଶୁ ସୁରକ୍ଷା କର୍ମକର୍ତ୍ତା, ବଚପନ ବଚାଓ ଆନ୍ଦୋଳନ କର୍ମକର୍ତ୍ତା, ସମାଜସେବୀ, ବୁଦ୍ଧିଜୀବୀ ଓ ସ୍ଥାନୀୟ ଲୋକମାନେ ଉପସ୍ଥିତ ଥିଲେ।

ବାଲୁଗାଁ
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ମହାବିଦ୍ୟାଳୟରେ ଏନଏସଏସ ଦିବସ ଅବସରରେ ବୃକ୍ଷରୋପଣ କାର୍ଯ୍ୟକ୍ରମ

September 25, 2026

ତାଳପଦା ସମୁଦ୍ର କୂଳରୁ ମୃତ ଡଲଫିନ୍‌ ଉଦ୍ଧାର

September 23, 2026

ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ସାତସମାରେ ସ୍ୱଚ୍ଛତା ପକ୍ଷ ପାଳିତ

September 23, 2026

୩ କିଲୋମିଟର ଭାରରେ ବୋହିବା ପରେ ଆମ୍ବୁଲାନ୍ସରେ ଜନ୍ମ ନେଲା ଶିଶୁକନ୍ୟା

September 22, 2026
Latest News

ପାରାଦୀପ ବନ୍ଦରକୁ ‘ମେଗା ପୋର୍ଟ’ ମାନ୍ୟତା, ଓଡ଼ିଶାର ସାମୁଦ୍ରିକ ଅର୍ଥନୀତିକୁ ମିଳିବ ନୂଆ ଗତି

September 25, 2026

ରାଜ୍ୟରେ ଅବପାତର ତାଣ୍ଡବ: ବିଚ୍ଛିନ୍ନ ହେଲା ସଂଯୋଗ, ବଢ଼ିଲା ବନ୍ୟା ଆଶଙ୍କା

September 25, 2026

ବ୍ରହ୍ମପୁତ୍ର କ୍ରାକର୍‌ ଓ ପଲିମର୍‌ ଲିମିଟେଡ୍‌ ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି

September 25, 2026

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

September 25, 2026

କଟକର ପୂର୍ବକଚ୍ଛଠାରେ ‘ପୋଷଣ ମାସ ୨୦୨୬’ ଓ ‘ସ୍ୱଚ୍ଛତା ହିଁ ସେବା ୨୦୨୬’ ସଚେତନତା କାର୍ଯ୍ୟକ୍ରମ

September 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.