Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ: ମେଧାବୀ ଅଭିନନ୍ଦନ ଓ ସମ୍ବର୍ଦ୍ଧନା ଉତ୍ସବ
ଆଞ୍ଚଳିକ

ବାଲୁଗାଁ: ମେଧାବୀ ଅଭିନନ୍ଦନ ଓ ସମ୍ବର୍ଦ୍ଧନା ଉତ୍ସବ

June 30, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଲୁଗାଁ (ସୀତାରାମ ଅଗ୍ରୱାଲ): ଆଜି ଅପରାହ୍ନରେ ବାଲୁଗାଁ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ବୌଦ୍ଧିକ ମଣ୍ଡପରେ ମେଧାବୀ ଅଭିନନ୍ଦନ ଓ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି।ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଦୁର୍ଯ୍ୟୋଧନ ସ୍ଵାଇଁଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଆଇନି, ପୂର୍ତ୍ତ ଓ ଅବକାରୀ ବିଭାଗ ମନ୍ତ୍ରୀ ତଥା ଚିଲିକା ବିଧାୟକ ପୃଥ୍ୱୀରାଜ ହରିଚନ୍ଦନ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ସମ୍ପାଦକ ଅନନ୍ତ ପ୍ରସାଦ ସେଠି ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ପ୍ରଧାନ ଆଚାର୍ଯ୍ୟ ପ୍ରହଲ୍ଲାଦ ଦାଶ ସ୍ୱାଗତ ଅଭିଭାଷଣ ରଖିଥିଲେ।

ବିଦ୍ୟାଳୟର ତୃତୀୟ ଶ୍ରେଣୀ ଛାତ୍ରୀ ପଦ୍ମାଳୟା ପ୍ରଧାନ ଚଳିତ ବର୍ଷ ସାରା ରାଜ୍ୟରେ ମେଧାବୃତ୍ତି ପରୀକ୍ଷାରେ ଷଷ୍ଠ ସ୍ଥାନ ଏବଂ ଶ୍ରୀଭାରତୀକୃଷ୍ନ ଗଣିତ ପରୀକ୍ଷାରେ ସପ୍ତମ ସ୍ଥାନ ଅଧିକାର କରିଥିଲେ।

ଏହିପରିପ୍ରେକ୍ଷୀରେ ଆଜି ବିଦ୍ୟାଳୟ ପକ୍ଷରୁ ପଦ୍ମାଳୟାଙ୍କୁ ମେଧାବୀ ଭାବେ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ଅଭିନନ୍ଦନ ଜଣାଇବା ସହ ସଂମାନିତ କରିଥିଲେ। ଏଥିସହିତ ବିଦ୍ୟାଳୟର ସାମଗ୍ରିକ ଉର୍ଣ୍ଣତି କ୍ଷେତ୍ରରେ ମହତ ଅବଦାନ ଥିବା ସମାଜସେବୀ ସୁକାନ୍ତ କୁମାର ବିଶ୍ବାଳ ଓ ରବୀନ୍ଦ୍ର କୁମାର ବଳିଜେନାଙ୍କୁ ବିଦ୍ୟାଳୟ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା। ପ୍ରଧାନ ଆଚାର୍ଯ୍ୟ ପ୍ରହଲ୍ଲାଦ ଦାଶ କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ସମସ୍ତ ଗୁରୁଜୀ ଓ ଗୁରୁମା ମାନେ ସହଯୋଗ କରିଥିଲେ।

ପୃଥ୍ୱୀରାଜ ହରିଚନ୍ଦନ ବାଲୁଗାଁ ସମ୍ବର୍ଦ୍ଧନା ଉତ୍ସବ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଆ ପକ୍ଷ ଉପଲକ୍ଷେ ଗୋଦାବାରୀଶ ମହାବିଦ୍ୟାଳୟରେ ରକ୍ତଦାନ ଶିବିର

April 11, 2026

ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟରେ ରକ୍ତଦାନ ଅଭିଯାନ

April 9, 2026

ଜମି ପାଇଁ ହାଣିଲେ : ପରିବାରର ୬ ଆହତ

April 7, 2026

ହାଜତ ମୃତ୍ୟୁ : ୬ ଅବସରପ୍ରାପ୍ତ ପୋଲିସ୍ ଗିରଫ

April 7, 2026
Latest News

ଲୋକପ୍ରିୟ ଗାୟିକା ଆଶା ଭୋସ୍‌ଲେ ଅସୁସ୍ଥ

April 11, 2026

ବାହାର ରତ୍ନଭଣ୍ଡାର ଗଣତି ମଣତି ଶେଷ

April 11, 2026

ସବୁ କଲେଜରେ ଗଠନ ହେବ ଆଇସିସି କମିଟି

April 11, 2026

ବଦଳୁଛି ପଶ୍ଚିମ ଏସିଆ ପରିସ୍ଥିତି: ଭାରତକୁ ଆସୁଛି ଆହୁରି ୨୦ ହଜାର ମେଟ୍ରିକ ଟନ୍‍ ଏଲ୍‍ପିଜି

April 11, 2026

ପରଦାରେ ଚାଲିଲା ‘ଆଫା’ର ଯାଦୁ: ଏବେ ତେଲୁଗୁରେ ହେବ ରିମେକ୍

April 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.