Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ ଊମା ମହେଶ୍ୱର ବଣିକ ସଂଘ ଏବଂ ବରିଷ୍ଠ ନାଗରିକ ମଞ୍ଚ ପକ୍ଷରୁ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା
ଆଞ୍ଚଳିକ

ବାଲୁଗାଁ ଊମା ମହେଶ୍ୱର ବଣିକ ସଂଘ ଏବଂ ବରିଷ୍ଠ ନାଗରିକ ମଞ୍ଚ ପକ୍ଷରୁ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା

July 1, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଲୁଗାଁ (ସୀତାରାମ ଅଗ୍ରୱାଲ): ରବିବାର ସନ୍ଧ୍ୟାରେ ଊମା ମହେଶ୍ୱର ବଣିକ ସଂଘ ପକ୍ଷରୁ ସଭା ଗୃହରେ ସଭାପତି ରବି ନାରାୟଣ ନାୟକଙ୍କ ସଭାପତିତ୍ୱରେ ନାଗରିକ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ନବନିର୍ବାଚିତ ଚିଲିକା ବିଧାୟକ ତଥା ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ ସଙ୍ଗଠନ ତରଫରୁ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ଉକ୍ତ ସଭାରେ ସମ୍ପାଦକ ସରୋଜ କୁମାର ପାତ୍ର ସଂଘୀୟ ବିବରଣୀ ପାଠ କରିଥିବା ବେଳେ ସଭାପତି ଶ୍ରୀ ନାୟକ ଚିଲିକାକୁ ଜାତୀୟ ସ୍ତରୀୟ ପର୍ଯ୍ୟଟନ ସ୍ଥଳୀ ମାନ୍ୟତା ସାଙ୍ଗକୁ ଚିଲିକାର ବିକାଶ ପାଇଁ ମନ୍ତ୍ରୀଙ୍କୁ ନିବେଦନ କରିଥିଲେ।

ଏହି ସଭାରେ ଉପସଭାପତି ସେକ ଗନିତ, ଧୀରେନ୍ଦ୍ରନାଥ ପାତ୍ର, କୋଷାଧ୍ୟକ୍ଷ ଚୈତନ୍ୟ ପୃଷ୍ଟିଙ୍କ ସମେତ ସଂଘର ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ। ଅନୁରୂପ ଭାବେ ବରିଷ୍ଠ ନାଗରିକ ମଞ୍ଚ ପକ୍ଷରୁ ମନ୍ତ୍ରୀ ଶ୍ରୀ ହରିଚନ୍ଦନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।

ଉକ୍ତ ସମ୍ବର୍ଦ୍ଧନା ଉତ୍ସବରେ ବରିଷ୍ଠ ନାଗରିକ ମଞ୍ଚ ସଭାପତି ଡଃ ଯୋଗେନ୍ଦ୍ରନାଥ ସେନାପତି,ସମ୍ପାଦକ ମୁରଲୀଧର ସମନ୍ତସିଂହାରଙ୍କ ସମେତ ୫୦ ରୁ ଉର୍ଦ୍ଧ୍ବ ବରିଷ୍ଠ ନାଗରିକ ଉପସ୍ଥିତ ଥିଲେ।

ଆଇନ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ
Share. Facebook Twitter LinkedIn Email WhatsApp Copy Link

Related Posts

ମହାଭାରତ ବେଳେ ଦୁଇ ଗୋଷ୍ଠୀ ମୁହାଁମୁହିଁ

May 28, 2026

ଆଜି ୧୨ ଘଣ୍ଟିଆ ଜୟପୁର ବନ୍ଦ

May 28, 2026

ବାଣପୁର ବ୍ଲକ ପରିସରରେ ଆଇନ ସଚେତନତା ଶିବିର

May 27, 2026

ଗୋଦାବାରୀଶ ଉଚ୍ଚ ବିଦ୍ୟାଳୟର ଯୁକ୍ତ ଦୁଇ ପରୀକ୍ଷା ଫଳାଫଳ

May 25, 2026
Latest News

୧୪୫ ନିୟୁତ ଟନ୍ ମାଲ ପରିବହନ ଲକ୍ଷ୍ୟ ହାସଲ କଲା ଭାରତୀୟ ରେଳବାଇ

June 2, 2026

ଚଳିତ ଆଇପିଏଲରେ କିଏ ରହିଲେ ଦମଦାର ଆଉ କିଏ ହେଲେ ଫ୍ଲପ?

June 2, 2026

ରାଜ୍ୟର ୧୮ ଜିଲ୍ଲାରେ ଚାଲିଛି ମ୍ୟାଙ୍ଗୋ ଫେଷ୍ଟିଭାଲ: ଆସନ୍ତା ୧୦ ଜୁନ ପର୍ଯ୍ୟନ୍ତ ଚାଲିବ ମେଳା

June 2, 2026

ରୋଗୀ-କେନ୍ଦ୍ରିକ ସ୍ୱାସ୍ଥ୍ୟସେବା ସୁନିଶ୍ଚିତ ପାଇଁ ଇଏସ୍ଆଇସିର ଡିଜିଟାଲ୍ ପଦକ୍ଷେପ

June 2, 2026

ଆଇସିସି ଟେଷ୍ଟ କ୍ରିକେଟର ନିୟମରେ ପରିବର୍ତ୍ତନ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

June 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.