Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଖୋର୍ଦ୍ଧାରେ ‘ମା ପାଇଁ ଗଛଟିଏ’ ଅଭିଯାନ
ଆଞ୍ଚଳିକ

ଖୋର୍ଦ୍ଧାରେ ‘ମା ପାଇଁ ଗଛଟିଏ’ ଅଭିଯାନ

July 6, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଖୋର୍ଦ୍ଧା: ‘ମା’ ପାଇଁ ଗଛଟିଏ’ ଅଭିଯାନ ଆଜି ଅପରାହ୍ନରେ ନିର୍ମାଣ ହେବାକୁ ଥିବା ନୂତନ ପର୍ଯ୍ୟଟନ କାର୍ଯ୍ୟାଳୟ ପଡିଆ ଠାରେ ଚାରା ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ କୁମାର ଜଗଦ୍ଦେବ, ଖୋର୍ଦ୍ଧାର ପୂର୍ବତନ ବିଧାୟକ ଜିତେନ୍ଦ୍ରିୟ ନାଥ, ଜିଲ୍ଲା ପରିଷଦ ଅଧ୍ୟକ୍ଷା ରୂପଶ୍ରୀରାଣୀ ଗୁମାନ ସିଂହ ଏହି ଅବସରରେ ଉପସ୍ଥିତ ରହି “ବୃକ୍ଷ ବଞ୍ଚି ରହିଲେ ବିଶ୍ୱ ତିଷ୍ଠି ରହିବ, ଏଣୁ ପ୍ରକୃତିର ସୁରକ୍ଷା ଆମର ଦାୟିତ୍ୱ” କାର୍ଯ୍ୟକ୍ରମକୁ ବ୍ୟାପକ କରିବା ନିମନ୍ତେ ସମସ୍ତେ ନିଜ ମା’ଙ୍କ ନାମରେ ଗୋଟିଏ ଗୋଟିଏ ଗଛ ଲଗାଇବାକୁ ନିବେଦନ କରିଛନ୍ତି।

ଜିଲ୍ଲା ପର୍ଯ୍ୟଟନ କାର୍ଯ୍ୟାଳୟ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଅରବିନ୍ଦ ଦାସ ଜିଲ୍ଲା ସଂସ୍କୃତି ଅଧିକାରୀ, ଜିଲ୍ଲା ପର୍ଯ୍ୟଟନ ଅଧିକାରୀ ମିରବାଇ ବେହେରା ଓ ଅନ୍ୟାନ୍ୟ କର୍ମୀ ଓ କର୍ମଚାରୀ ଚାରା ରୋପଣ କରିଥିଲେ।

ସୂଚନାଯୋଗ୍ୟ, ବିଶ୍ୱ ପରିବେଶ ଦିବସ ଅବସରରେ ମାନ୍ୟବର ପ୍ରଧାନମନ୍ତ୍ରୀ ଏକ ପେଡ ମା କେ ନାମ (ମା ପାଇଁ ଗଛଟିଏ) କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ରାଜ୍ୟରେ ଏହି କାର୍ଯ୍ୟକ୍ରମକୁ ଆଗେଇ ନେବାପାଇଁ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଆହ୍ୱାନ ଜଣାଇଥିଲେ।

'ମା ପାଇଁ ଗଛଟିଏ' ଖୋର୍ଦ୍ଧା ପ୍ରଶାନ୍ତ କୁମାର ଜଗଦ୍ଦେବ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026
Latest News

ଆସନ୍ତାକାଲି ରାଜ୍ୟସଭା ନିର୍ବାଚନ: ଓଡ଼ିଶାର ୪ଟି ଆସନ ପାଇଁ ହେବ ମତଦାନ

March 15, 2026

ଦିଲ୍ଲୀ-ସାହରନପୁର-ଡେରାଡୁନ ଏକ୍ସପ୍ରେସୱେ ପ୍ରକଳ୍ପ ପରିଦର୍ଶନ କଲେ ଗଣମାଧ୍ୟମ ପ୍ରତିନିଧି

March 15, 2026

ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ଭୁବନେଶ୍ବରରେ ଶୈଶବ ଯତ୍ନ ଓ ଶିକ୍ଷା ଉପରେ ଦୁଇଦିନିଆ କର୍ମଶାଳା

March 15, 2026

ପଶ୍ଚିମ ଏସିଆରେ ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 15, 2026

ବରିଷ୍ଠ ପୁଲିସ ଅଧିକାରୀ ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ମିଳିଲା ଆଗାମୀ ରଥଯାତ୍ରାର ଦାୟିତ୍ୱ

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.