Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ରାଜସୁନାଖଳା ଶିକ୍ଷକ ପ୍ରଶିକ୍ଷଣ କେନ୍ଦ୍ରରେ ବନ ମହୋତ୍ସବ ସଚେତନତା ସପ୍ତାହ ପାଳିତ
ଆଞ୍ଚଳିକ

ରାଜସୁନାଖଳା ଶିକ୍ଷକ ପ୍ରଶିକ୍ଷଣ କେନ୍ଦ୍ରରେ ବନ ମହୋତ୍ସବ ସଚେତନତା ସପ୍ତାହ ପାଳିତ

July 6, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ରଣପୁର: ନୟାଗଡ ଜିଲ୍ଲାର ରାଜସୁନାଖଳା ଠାରେ ଥିବା ଶିକ୍ଷକ ପ୍ରଶିକ୍ଷଣ କେନ୍ଦ୍ରରେ ବନ ମହୋତ୍ସବ ସଚେତନତା ସପ୍ତାହ ପାଳିତ ହୋଇ ଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଫରେଷ୍ଟର ଅବିନାଶ ଖୁଣ୍ଟିଆ, ଫରେଷ୍ଟର ରଞ୍ଜିତ ବେହେରା, ଫରେଷ୍ଟ ଗାର୍ଡ ଅନିଲ କୁମାର ଦାଶ ପ୍ରମୁଖ ଯୋଗ ଦେଇଥିଲେ। ଏହି କାର୍ଯ୍ୟକ୍ରମ ଶିକ୍ଷା ଅନୁଷ୍ଠାନର ଅଧ୍ୟକ୍ଷ ବିଜୟ କୁମାର ତ୍ରିପାଠୀଙ୍କ ତତ୍ୱାବଧାନରେ ଆୟୋଜିତ ହୋଇଥିଲା।

ଅନ୍ୟ ଅତିଥିମାନଙ୍କ ମଧ୍ୟରେ ଶିକ୍ଷକ ପ୍ରଶିକ୍ଷକ ଦୀପକ କୁମାର ପ୍ରଧାନ, ମନୋରଞ୍ଜନ ଦାଶ, ପ୍ରତାପ କୁମାର ମହାପାତ୍ର, ବଟକୃଷ୍ଣ ସାହୁ, ମାନସ କୁମାର ସାହୁ ପ୍ରମୁଖ ଉପସ୍ଥିତ ଥିଲେ।  ଆୟୋଜିତ କାର୍ଯ୍ୟକ୍ରମରେ ଉପସ୍ଥିତ ଅତିଥିମାନେ ଗୁରୁ ଛାତ୍ରଛାତ୍ରୀମାନଙ୍କୁ ବୃକ୍ଷର ଉପକାରିତା, ବର୍ତ୍ତମାନ ପରିସ୍ଥିତିରେ ବୃକ୍ଷର ଆବଶ୍ୟକତା ସମ୍ବନ୍ଧରେ ବୁଝାଇ ଥିଲେ।  ଲଗାଯାଇଥିବା ବୃକ୍ଷର କିପରି ରକ୍ଷଣା ବେକ୍ଷଣା କରାଯିବ ସେ ସମ୍ବନ୍ଧରେ ମଧ୍ୟ ବୁଝାଇଥିଲେ। ଗୁରୁ ଛାତ୍ର ସାଗର ବେହେରାଙ୍କ ଅଭିଭାଷଣକୁ ସମସ୍ତେ ପ୍ରଂଶସା କରିଥିଲେ।

ସାଧନ କେନ୍ଦ୍ର ସଂଯୋଜକ ସୁଶୀଲ କୁମାର ରଣା, ବନ ବିଭାଗ କର୍ମଚାରୀ ତପନ ପ୍ରଧାନ, ସୂର୍ଯ୍ୟକାନ୍ତ ସାମନ୍ତରାୟ, କୈଳାଶ ଚନ୍ଦ୍ର ପାଣି ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।

ଏହି ଅବସରରେ ପ୍ରାୟ ୧୦୦ ଆମ୍ବ, ପଣସ, ଅଁଳା, ଲେମ୍ବୁ, ପେସ୍ତା ବାଦାମ ଆଦି ଗଛ ଲଗାଯାଇଥିଲା। ଅନୁଷ୍ଠାନର ସମସ୍ତ ଛାତ୍ରଛାତ୍ରୀ ବୃକ୍ଷରୋପଣରେ ସହଯୋଗ କରିଥିଲେ।

ବନ ମହୋତ୍ସବ ରାଜସୁନାଖଳା
Share. Facebook Twitter LinkedIn Email WhatsApp Copy Link

Related Posts

ରଣପୁରରେ ବନ୍ଦେ ମାତରମ ସଙ୍ଗୀତ ଗାନ ପ୍ରତିଯୋଗିତା: ଉପକନିଷ୍ଠ ବିଭାଗରେ ସନ୍ଦୀପ ପ୍ରଥମ

January 20, 2026

ବାଣପୁର ଗ୍ରାମୀଣ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୩୪ ତମ ବାର୍ଷିକ କ୍ରୀଡା ଉତ୍ସବ ଉଦଯାପିତ

January 20, 2026

ଗୋଦାବରୀଶ ମହାବିଦ୍ୟାଳୟରେ ମହିଳା ଆତ୍ମରକ୍ଷା କୌଶଳ ତାଲିମ୍ ଶିବିର ଉଦ୍ ଯାପିତ 

January 19, 2026

ବାଲୁଗାଁ: ଜାତୀୟ ଯୁବ ଦିବସ ଅବସରରେ ସ୍ବାମୀ ବିବେକାନନ୍ଦଙ୍କ ଚିନ୍ତନ ଓ ଦର୍ଶନ ସମ୍ପର୍କରେ ଆଲୋଚନା ଚକ୍ର

January 13, 2026
Latest News

ଖୋର୍ଦ୍ଧାର ନୂତନ ଉପ ଜିଲ୍ଲାପାଳ ଭାବେ କାର୍ଯ୍ୟରେ ଯୋଗ ଦେଲେ ସଂକଳ୍ପ ସ୍ୱସ୍ତିକ ସାହୁ

January 20, 2026

ଶିଶୁ ସେବା ଓ ଶିକ୍ଷାକୁ ସୁଦୃଢ଼ କରିବା ପାଇଁ ଓଡ଼ିଶା ଏବଂ ମେଘାଳୟ ସରକାରଙ୍କ ମଧ୍ୟରେ ବୁଝାମଣା ପତ୍ର ସ୍ୱାକ୍ଷରିତ

January 20, 2026

ବଙ୍କିମ ଚନ୍ଦ୍ର ଚାଟାର୍ଜୀଙ୍କ କାଳଜୟୀ ବନ୍ଦେ ମାତରଂ ୧୫୦ ତମ ପୂର୍ତ୍ତି ସମାରୋହ

January 20, 2026

୨୧ ତାରିଖରୁ ଭଞ୍ଜ କଳା ମଣ୍ଡପରେ ଅନୁଷ୍ଠିତ ହେବ ତିନି ଦିନିଆ ଜାତୀୟ ନାଟ୍ୟ ମହୋତ୍ସବ

January 20, 2026

ରଣପୁରରେ ବନ୍ଦେ ମାତରମ ସଙ୍ଗୀତ ଗାନ ପ୍ରତିଯୋଗିତା: ଉପକନିଷ୍ଠ ବିଭାଗରେ ସନ୍ଦୀପ ପ୍ରଥମ

January 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.