Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଜଗନ୍ନାଥ ସେନା ତରଫରୁ ମହାରଣା ସେବକଙ୍କୁ ସମ୍ବର୍ଦ୍ଧିତ
ଆଞ୍ଚଳିକ

ଜଗନ୍ନାଥ ସେନା ତରଫରୁ ମହାରଣା ସେବକଙ୍କୁ ସମ୍ବର୍ଦ୍ଧିତ

July 6, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ରଣପୁର: ଆଜି ସନ୍ଧ୍ୟା ୬ ଘଟିକା ସମୟରେ ରଣପୁର ଜଗନ୍ନାଥ ସେନା ତରଫରୁ ଦୀର୍ଘ ଦିନ ଧରି ମହାପ୍ରଭୁଙ୍କ ରଥକାର୍ଯ୍ୟରେ କଳା, ସଂସ୍କୃତି ଓ ପରମ୍ପରାକୁ ବଞ୍ଚାଇ ରଖି ରଥ କାର୍ଯ୍ୟ ସୁଚାରୁରୂପେ ସମ୍ପାଦନା କରିଥିବାରୁ ପ୍ରଥମ ଥର ପାଇଁ ଜଗନ୍ନାଥ ସେନା ତରଫରୁ ମହାରଣା ସେବକଙ୍କୁ ଉତ୍ତରୀୟ ପ୍ରଦାନ କରାଯାଇ ସମ୍ବର୍ଦ୍ଧିତ କରାଯାଇଛି। ଏହି କାର୍ଯ୍ୟକ୍ରମରେ ଜଗନ୍ନାଥ ସେନାର ସଦସ୍ୟ ମନୋରଞ୍ଜନ ମହାପାତ୍ର, ଶ୍ରୀକାନ୍ତ କୁମାର ସାହୁ, ବୁନୁ ପଟ୍ଟନାୟକ, ନିର୍ମଳ ବେହେରା, ଆଇନୀଜୀବୀ ପ୍ରିୟବ୍ରତ ପ୍ରହରାଜ, ଅବସରପ୍ରାପ୍ତ ପ୍ରାଧ୍ୟାପକ ବିଜୟ କୁମାର ଜେନା, ଅଶୋକ କୁମାର ତୋଟାଳ ପ୍ରମୁଖ ସହଯୋଗ କରିଥିଲେ।

ଏହି ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ପାଇଁ ରଥ ମହାରଣା ସୁରେଶ ଚନ୍ଦ୍ର ମହାରଣା ଜଗନ୍ନାଥ ସେନାର ସଦସ୍ୟମାନଙ୍କୁ ଧନ୍ୟବାଦ ଦେଇଥିଲେ।

ଜଗନ୍ନାଥ ସେନା
Share. Facebook Twitter LinkedIn Email WhatsApp Copy Link

Related Posts

ବିରଳ ବଜ୍ରକାପ୍ତା ଉଦ୍ଧାର

October 13, 2026

କରୁଣାଶାନ୍ତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ

October 10, 2026

ବାରୁଦ ଓ ବାଣ ସାମଗ୍ରୀ ଜବତ, ଅଭିଯୁକ୍ତ ଗିରଫ

October 9, 2026

୧୬ ଦାଦନ ଶ୍ରମିକ ଉଦ୍ଧାର

October 9, 2026
Latest News

ବ୍ରହ୍ମପୁର ଏମ୍‌କେସିଜି ମେଡିକାଲରେ ବିରଳ ଯୋଡାମୁଣ୍ଡ ଶିଶୁ ଜନ୍ମ

October 14, 2026

ଏୟାର ଇଣ୍ଡିଆ ବିମାନରେ ବୋମା ଆତଙ୍କ, ଜୟପୁରରେ ଜରୁରୀ ଅବତରଣ

October 14, 2026

ପାଲଘରରେ ଭୟାବହ ଅଗ୍ନିକାଣ୍ଡ: ଦୁଇ ମହିଳା ମୃତ, ୬ ଗୁରୁତର

October 14, 2026

ବିହାର ନୌକା ଦୁର୍ଘଟଣା: ୧୩ ଶିଶୁ ମୃତ, ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଶୋକ

October 14, 2026

‘ଯଦି ଅମ୍ପାୟାର ନିରପେକ୍ଷ ନୁହଁନ୍ତି, ତେବେ…’: ECI କୁ ଏଭଳି ପରାମର୍ଶ ଦେଲେ ପୂର୍ବତନ ନିର୍ବାଚନ କମିଶନର

October 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.