Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ପୁରୀଠାରେ ହେଉଥିବା ରାଜ୍ୟ ସ୍ତରୀୟ ଏନ୍ ଏସ୍ ଏସ୍ ଶିବୀରରେ ନାକଟିଦେଉଳ କଲେଜର ଯୋଗଦାନ
ଆଞ୍ଚଳିକ

ପୁରୀଠାରେ ହେଉଥିବା ରାଜ୍ୟ ସ୍ତରୀୟ ଏନ୍ ଏସ୍ ଏସ୍ ଶିବୀରରେ ନାକଟିଦେଉଳ କଲେଜର ଯୋଗଦାନ

July 6, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ରେଢାଖୋଲ (କନ୍ଦର୍ପ ବେହେରା): ପବିତ୍ର ଗୁଣ୍ଡିଚା ଯାତ୍ରାର ଶୁଭ ଅବସରରେ ପୁରୀ ଠାରେ ରାଜ୍ୟ ସ୍ତରୀୟ ଜାତୀୟ ସେବା ଯୋଜନାର ସ୍ବତନ୍ତ୍ର ଶିବୀର ଆଜିଠାରୁ ଆରମ୍ଭ ହୋଇଛି।  ପ୍ରଥମ ଦିନରେ ଓଡିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ଥିଲେ। ଶିକ୍ଷା, ସ୍ବାସ୍ଥ୍ୟ ଓ ଜରୁରୀ କାଳୀନ ସେବା ଉପରେ ଆଧାରିତ ଏହି ସମାବେଶରେ ପ୍ରାୟ ସମସ୍ତ ବିଶ୍ବବିଦ୍ୟାଳୟର ପ୍ରତିନିଧି ମାନେ ଯୋଗ ଦେଇଛନ୍ତି।

ଏଥିରେ ସମ୍ବଲପୁର ବିଶ୍ବବିଦ୍ୟାଳୟର ୧୫ ଜଣ ସ୍ବେଛାସେବୀ ନାକଟିଦେଉଳ ମହାବିଦ୍ୟାଳୟ ର ଏନ୍ ଏସ୍ ଏସ୍ ପ୍ରୋଗ୍ରାମ୍ଅଫିସର୍ ତଥା ଓଡିଆ ଅଧ୍ୟାପିକା ଡକ୍ଟର୍ ପୁଷ୍ପାଞ୍ଜଳି ରବନା ଙ୍କ ନେତ୍ରୁତ୍ବରେ ଭାଗ ନେଇଛନ୍ତି।

ନାକଟିଦେଉଳ କଲେଜର ଛାତ୍ରୀ ରଚନା ମାଝୀ ମଧ୍ୟ ଅଂଶଗ୍ରହଣ କରିଛନ୍ତି।

ଗୁଣ୍ଡିଚା ଯାତ୍ରା ନାକଟିଦେଉଳ କଲେଜ ପୁରୀ
Share. Facebook Twitter LinkedIn Email WhatsApp Copy Link

Related Posts

ସଡ଼କ ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ

March 5, 2026

ମହତପଲ୍ଲାରେ ବାର୍ଷିକ ଉତ୍ସବ: ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ

March 3, 2026

ପୁରୀରେ ଏଚପିଭି ଟିକାକରଣର ଶୁଭାରମ୍ଭ କଲେ ଉପମୁଖ୍ୟମନ୍ତ୍ରୀ

March 1, 2026

ଗୋଦାବରୀଶ ମହାବିଦ୍ୟାଳୟରେ ବିଜ୍ଞାନ ଦିବସ ଉପଲକ୍ଷେ ସଭା

February 28, 2026
Latest News

ମାଲ ପରିବହନରେ ବୃଦ୍ଧି: ଫେବୃଆରୀରେ ରେଳବାଇର ରାଜସ୍ୱ ୧୪,୫୭୧ କୋଟି

March 7, 2026

ଆଜି ଦିଲ୍ଲୀରେ ବିଭିନ୍ନ ବିକାଶ ପ୍ରକଳ୍ପ ଉଦ୍‌ଘାଟନ ଏବଂ ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ

March 7, 2026

ରିଲାଏନ୍ସ କଞ୍ଜ୍ୟୁମର ପ୍ରଡକ୍ଟସ୍ ସହିତ ଫିନଲ୍ୟାଣ୍ଡର ପ୍ରମୁଖ ଖାଦ୍ୟ କମ୍ପାନୀ ଫାଜେରର ଏମଓୟୁ ସ୍ୱାକ୍ଷର

March 7, 2026

କଳିଙ୍ଗ ଆର୍ଟ ଗ୍ୟାଲେରୀ ଠାରେ ୨ ଦିନିଆ “ଜାତୀୟ କଳା ସମ୍ମିଳନୀ-କ୍ୟାନଭାସ ଉଦଘାଟିତ

March 7, 2026

ମହିଳା ଆୟୋଗଙ୍କ ଦ୍ଵାରା ଜନ ଶୁଣାଣି କାର୍ଯ୍ୟକ୍ରମ

March 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.