Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ରଣପୁର: ରଥଯାତ୍ରା ପାଇଁ ଜାରିହେଲା ସ୍ୱତନ୍ତ୍ର ଟ୍ରାଫିକ ନିୟମ
ଆଞ୍ଚଳିକ

ରଣପୁର: ରଥଯାତ୍ରା ପାଇଁ ଜାରିହେଲା ସ୍ୱତନ୍ତ୍ର ଟ୍ରାଫିକ ନିୟମ

July 6, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ରଣପୁର: ରଥଯାତ୍ରା ପାଇଁ ସ୍ୱତନ୍ତ୍ର ଟ୍ରାଫିକ କଟକଣା ଜାରି କରିଛନ୍ତି ନୟାଗଡ ଜିଲ୍ଲା ଏସ.ପି. ରାହୁଲ ଜୈନ।  ରଥଯାତ୍ରା ସମୟରେ ରଣପୁର ବଡଦାଣ୍ଡ ଦେଇ ଟ୍ରକ, କାର ଆଦି ଚାରି ଚକିଆ ଯାନବାହାନ ଚଳାଚଳ ଉପରେ କଟକଣା ଲାଗୁ କରାଯାଇଛି। ଭାରି ଯାନବାହାନ ବାଇପାସ ରାସ୍ତା ଦେଇ ଯିବା ପାଇଁ ସ୍ଥିର କରାଯାଇଛି।

ଆଜି ଅପରାହ୍ନରେ ଏସ.ପି. ନିଜେ ଆସି ରଣପୁର ରଥ ପଡିଆ, ରଥ ନିର୍ମାଣ କାର୍ଯ୍ୟ ତଦାରଖ କରିଥିଲେ। ଏହି ସମୟରେ ତାଙ୍କ ସହିତ ରଣପୁର ତହସିଲଦାର ରବିନ ଚର୍ଚ୍ଚିଲ ମିଶ୍ର, ବିଜ୍ଞାପିତ ପରିଷଦ ଅଧିକାରୀ ରଞ୍ଜନ କୁମାର ଦାଶ, ରଣପୁର ଥାନା ଅଧିକାରୀ ନିହାର ରଞ୍ଜନ ମହାନ୍ତି, ମନ୍ଦିର ମ୍ୟାନେଜର ରମେଶ ଚନ୍ଦ୍ର ପ୍ରଧାନଙ୍କ ସମେତ ପୂଜା ପଣ୍ଡା, ରଥ ମହାରଣାମାନେ ଉପସ୍ଥିତ ଥିଲେ।

RathYatra2024 ରଣପୁର ରଥଯାତ୍ରା
Share. Facebook Twitter LinkedIn Email WhatsApp Copy Link

Related Posts

ରଣପୁରରେ ଜନଗଣନା ତାଲିମ ଶିବିର ଶେଷ: ୧୯୮ ଜଣଙ୍କୁ ପ୍ରଶିକ୍ଷଣ

April 2, 2026

ଉତ୍କଳ ଦିବସ ଉପଲକ୍ଷେ ବରପୁତ୍ରମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ବାଣପୁରବାସୀ

April 2, 2026

ଅଭିଷ୍ଟ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ବିଶ୍ବ ସ୍ବପରାୟଣତା ଦିବସ ପାଳନ ଓ ଦିବ୍ୟାଙ୍ଗ ଉପଯୋଗୀ ଉପକରଣ ବଣ୍ଟନ

April 2, 2026

ଡିଏଭି ପୋଖରୀପୁଟରେ ଉତ୍କଳ ଦିବସ ପାଳିତ

April 2, 2026
Latest News

ରଣପୁରରେ ଜନଗଣନା ତାଲିମ ଶିବିର ଶେଷ: ୧୯୮ ଜଣଙ୍କୁ ପ୍ରଶିକ୍ଷଣ

April 2, 2026

ସଂସଦରେ ସ୍ୱତନ୍ତ୍ର ଅଧିବେଶନ ଡାକିଲେ ସରକାର: ମହିଳା ସଂରକ୍ଷଣ ବିଲ୍ ଉପରେ ହେବ ଆଲୋଚନା

April 2, 2026

‘ହର୍ମୁଜ୍’ ପାଇଁ ୩୫ଟି ରାଷ୍ଟ୍ରର ବୈଠକ: ଭାରତକୁ ମଧ୍ୟ ମିଳିଲା ନିମନ୍ତ୍ରଣ

April 2, 2026

‘କର୍ମଯୋଗୀ ସାଧନା ସପ୍ତାହ’ କୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ

April 2, 2026

‘ଅରେଞ୍ଜ ଇକୋନୋମି’କୁ ଗତି: ସାରା ଦେଶରେ କଣ୍ଟେଣ୍ଟ କ୍ରିଏଟର ଲ୍ୟାବ୍ ର ବିସ୍ତାର

April 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.