Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁରରେ ଖୋଲିଲା ଫିଜିଓଥେରାପି ଓ ରିହାଵ ସେଣ୍ଟର
ଆଞ୍ଚଳିକ

ବାଣପୁରରେ ଖୋଲିଲା ଫିଜିଓଥେରାପି ଓ ରିହାଵ ସେଣ୍ଟର

July 7, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର (ସୀତାରାମ ଅଗ୍ରୱାଲ): ବାଣପୁର ତହସିଲ ରୋଡ଼ ପାଣ୍ଡିରିପଦ ଛକ ନିକଟରେ ଆଜି ଏକ ଫିଜିଓଥେରାପି ଓ ରିହାଵ ସେଣ୍ଟର ଉଦଘାଟିତ ହୋଇଯାଇଛି। ବାଣପୁର ଅଞ୍ଚଳରେ ୧୭ ପଞ୍ଚୟତ ସମେତ ଏନଏସିରେ ଦେଢ଼ ଲକ୍ଷରୁ ଉର୍ଦ୍ଧ୍ବ ବାସିନ୍ଦା ରହୁଥିବା ବେଳେ ଅନେକ ସମୟରେ ବିଭିନ୍ନ ଆହତ ସମସ୍ୟା, ବ୍ୟଥା, ସ୍ନାୟୁଜନିତ ଦୁର୍ବଳତା, ପାରାଲିସିସ, ସାଇଟିକ ଆଦି ସମସ୍ୟା ଯୋଗୁଁ ବାଲୁଗାଁ, ଖୋର୍ଦ୍ଧା, ଭୁବନେଶ୍ୱର, ବ୍ରହ୍ମପୁର ଫିଜିଓଥେରାପି ଓ ରିହାଵ ସେଣ୍ଟର ଉପରେ ନିର୍ଭର କରୁଥିବା ବେଳେ ରୋଗୀଙ୍କୁ ଉନ୍ନତ ମାନର ସେବା ଯୋଗାଇ ଦେବାକୁ ସୁଧାଂଶୁ ଶେଖର ପରିଡାଙ୍କ ଉଦ୍ୟମରେ ବାଣପୁର ଠାରେ ଏକ ଫିଜିଓଥେରାପି ଓ ରିହାଵ ସେଣ୍ଟର ଉଦଘାଟିତ ହୋଇଛି।

ଉତ୍ତମ ପରିବେଶ ସାଙ୍ଗକୁ ଅତ୍ୟାଧୁନିକ ଯନ୍ତ୍ରପାତି ଏବଂ ଅଭିଜ୍ଞ ଡାକ୍ତର ରହିଥିବା ବେଳେ ସମସ୍ତ ପ୍ରକାର ରୋଗୀଙ୍କୁ ଉନ୍ନତ ଧରଣର ସେବା ଯୋଗାଇ ଦେବାକୁ ଶ୍ରୀ ପରିଡା କହିଛନ୍ତି।

BJP Ads
ଫିଜିଓଥେରାପି ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ଚିଲିକା ବୋଇତ ବନ୍ଦାଣ ଉତ୍ସବ ମଞ୍ଚରେ କବିତା ପାଠୋତ୍ସବ

November 4, 2025

ବାଣପୁର: ସମାଜସେବୀ ଡ଼ା ରାଧାଚରଣ ପଣ୍ଡାଙ୍କ ୫୧ତମ ଶ୍ରାଦ୍ଧୋତ୍ସବ

November 4, 2025

ବାପୁଜୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତରଫରୁ ସଫେଇ ଓ ବୃକ୍ଷ ରୋପଣ

November 3, 2025

ବାଲୁଗାଁ କଲେଜରେ ସାଇବର ସଚେତନତା କାର୍ଯ୍ୟକ୍ରମ

November 3, 2025
BJP Ads
Latest News

କେନ୍ଦ୍ର ମନ୍ତ୍ରୀ ଭୂପେନ୍ଦ୍ର ଯାଦବଙ୍କ ଦ୍ୱାରା ଲିଖିତ ନିବନ୍ଧକୁ ସେୟାର କଲେ ପ୍ରଧାନମନ୍ତ୍ରୀ ମୋଦୀ

November 5, 2025

ଚିଲିକା ବୋଇତ ବନ୍ଦାଣ ମହୋତ୍ସବ

November 5, 2025

ସ୍ୱତନ୍ତ୍ର ଅଭିଯାନ ଅଧୀନରେ କରାଯାଇଥିବା କାର୍ଯ୍ୟକଳାପ ସମୀକ୍ଷା କଲେ ରାଷ୍ଟ୍ର ମନ୍ତ୍ରୀ ଡକ୍ଟର ଏଲ. ମୁରୁଗନ

November 5, 2025

ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ ଅନୁଷ୍ଠିତ

November 5, 2025

ରାଜ୍ୟ ସରକାରଙ୍କୁ ଲାଭାଂଶ ଅର୍ଥ ପ୍ରଦାନ କଲା ଓଡ଼ିଶା ରାଜ୍ୟ ପଣ୍ୟାଗାର ନିଗମ

November 5, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.