Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁରରେ ଖୋଲିଲା ଫିଜିଓଥେରାପି ଓ ରିହାଵ ସେଣ୍ଟର
ଆଞ୍ଚଳିକ

ବାଣପୁରରେ ଖୋଲିଲା ଫିଜିଓଥେରାପି ଓ ରିହାଵ ସେଣ୍ଟର

July 7, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର (ସୀତାରାମ ଅଗ୍ରୱାଲ): ବାଣପୁର ତହସିଲ ରୋଡ଼ ପାଣ୍ଡିରିପଦ ଛକ ନିକଟରେ ଆଜି ଏକ ଫିଜିଓଥେରାପି ଓ ରିହାଵ ସେଣ୍ଟର ଉଦଘାଟିତ ହୋଇଯାଇଛି। ବାଣପୁର ଅଞ୍ଚଳରେ ୧୭ ପଞ୍ଚୟତ ସମେତ ଏନଏସିରେ ଦେଢ଼ ଲକ୍ଷରୁ ଉର୍ଦ୍ଧ୍ବ ବାସିନ୍ଦା ରହୁଥିବା ବେଳେ ଅନେକ ସମୟରେ ବିଭିନ୍ନ ଆହତ ସମସ୍ୟା, ବ୍ୟଥା, ସ୍ନାୟୁଜନିତ ଦୁର୍ବଳତା, ପାରାଲିସିସ, ସାଇଟିକ ଆଦି ସମସ୍ୟା ଯୋଗୁଁ ବାଲୁଗାଁ, ଖୋର୍ଦ୍ଧା, ଭୁବନେଶ୍ୱର, ବ୍ରହ୍ମପୁର ଫିଜିଓଥେରାପି ଓ ରିହାଵ ସେଣ୍ଟର ଉପରେ ନିର୍ଭର କରୁଥିବା ବେଳେ ରୋଗୀଙ୍କୁ ଉନ୍ନତ ମାନର ସେବା ଯୋଗାଇ ଦେବାକୁ ସୁଧାଂଶୁ ଶେଖର ପରିଡାଙ୍କ ଉଦ୍ୟମରେ ବାଣପୁର ଠାରେ ଏକ ଫିଜିଓଥେରାପି ଓ ରିହାଵ ସେଣ୍ଟର ଉଦଘାଟିତ ହୋଇଛି।

ଉତ୍ତମ ପରିବେଶ ସାଙ୍ଗକୁ ଅତ୍ୟାଧୁନିକ ଯନ୍ତ୍ରପାତି ଏବଂ ଅଭିଜ୍ଞ ଡାକ୍ତର ରହିଥିବା ବେଳେ ସମସ୍ତ ପ୍ରକାର ରୋଗୀଙ୍କୁ ଉନ୍ନତ ଧରଣର ସେବା ଯୋଗାଇ ଦେବାକୁ ଶ୍ରୀ ପରିଡା କହିଛନ୍ତି।

ଫିଜିଓଥେରାପି ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

Banapur News: ଗ୍ରାମୀଣ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ସ୍ୱାଗତ ଉତ୍ସବ

August 6, 2026

ଉଲୁଣ୍ଡାରେ ଅଘଟଣ: ଘରର କାନ୍ଥ ଭୁଶୁଡ଼ି ବୃଦ୍ଧଙ୍କ ମୃତ୍ୟୁ, ପତ୍ନୀ ଗୁରୁତର

August 2, 2026

ନାକଟିଦେଉଳରେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ ଅଭିଯୋଗ; ୮ ଜଣ ଅଟକ, ଗୁରୁତର ଆହତଙ୍କୁ ବୁର୍ଲା ସ୍ଥାନାନ୍ତର

August 2, 2026

ବିକଶିତ ଭାରତ ପାଇଁ ନିଶାମୁକ୍ତ ଯୁବ ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ

August 2, 2026
Latest News

ବ୍ରିକ୍ସ ଶିକ୍ଷା: ଶିକ୍ଷା ବ୍ୟବସ୍ଥା ପାଇଁ ସହଯୋଗ ବୃଦ୍ଧି ଉପରେ ବିସ୍ତୃତ ଆଲୋଚନା

August 7, 2026

ଚୋରା ଚାଲାଣ ବେଳେ ମାଡ଼ି ବସିଲା ପୋଲିସ: ୨୫୧ କେଜି ଗଞ୍ଜେଇ ଜବତ, ୨ ଗିରଫ

August 7, 2026

ବରିଷ୍ଠ ଅଧିକାରୀବୃନ୍ଦଙ୍କ ସହିତ ଉଚ୍ଚସ୍ତରୀୟ ବୈଠକ କଲେ ରାଜସ୍ୱ ମନ୍ତ୍ରୀ

August 7, 2026

ଏଣିକି ମୁଖ୍ୟରାସ୍ତା କଡରେ ନିର୍ମାଣ ହେବ ଯାତ୍ରୀ ସୁବିଧା କେନ୍ଦ୍ର, ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କଲେ ସମୀକ୍ଷା

August 7, 2026

‘ଅଗ୍ନି-୪’ ବାଲିଷ୍ଟିକ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

August 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.